Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ

କୋରାପୁଟ: ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏପରିକି ତାଙ୍କ କାର୍‌ରୁ ନଗଦ ୧୧ ଲକ୍ଷ ୭୩ ହଜାର ୪୩୦ ଟଙ୍କା ମଧ୍ୟ ଜବତ କରିଛି ଭିଜିଲାନ୍ସ । ନିକଟରେ…

କଟକ ଜିଲ୍ଲାରେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ ଜିଲ୍ଲାର କରୋନା ସ୍ଥିତି

କଟକ: ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଚାଲିଥିବା ବେଳେ ଗୁରୁବାର ଦିନ କଟକ ଜିଲ୍ଲାରେ ୧୨ଟି ନୂଆ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛି । ଏହାଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୨୦କୁ ବୃଦ୍ଧି ପାଇଛି । କଟକ ଜିଲ୍ଲା ପ୍ରଶାସନର ସୂଚନାନୁଯାୟୀ, ଏଥିମଧ୍ୟରୁ ୯ଜଣ…

ଓଡ଼ିଶାକୁ ରେଳ ଚଳାଚଳ କମ୍ କରାଯାଉ: ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଏହାକୁ ଦୃଷ୍ଟିରେ ରଖି ରେଲୱେ ବୋର୍ଡ ଅଧ୍ୟକ୍ଷଙ୍କୁ ଚିଠି ଲିଖିଛନ୍ତି ରାଜ୍ୟ ସରକାର । ଓଡ଼ିଶାକୁ ଟ୍ରେନ୍ ଚଳାଚଳ କମାଇବା ପାଇଁ ଚିଠିରେ ନିବେଦନ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସେ ଚିଠିରେ…

ଡିଏସପିଙ୍କ ପରିବାରରେ ୪ କରୋନା ପଜିଟିଭ୍ ଚିହ୍ନଟ !

କଟକ: କଟକ ଜିଲ୍ଲାର ଆଠଗଡ଼ ସବ ଡିଭିଜନରେ ଜଣେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଡିଏସପି)ଙ୍କ ପରିବାରର ୪ଜଣ ସଦସ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଭାବେ ଏହି ସବ ଡିଭିଜନରେ ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ସମେତ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା…

ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି: ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ଗାଡି ପୂଜା କରି ଆପ୍‌ର ପ୍ରତିବାଦ

କଟକ: କରୋନା କାଳରେ ଦେଶରେ ଦିନକୁ ଦିନ ବଢ଼ିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ତୈଳ ଦର ଲଗାତର ବଢ଼ୁଛି । ଏହାକୁ ବିରୋଧ କରି ଆଜି କଟକ ଜିଲ୍ଲାପାଳଙ୍କ ଅଫିସ୍ ଆଗରେ କଟକ ଜିଲ୍ଲା ଆମ୍ ଆଦ୍‌ମୀ ପାର୍ଟି ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି । ପେଟ୍ରୋଲ ଓ ଡିଜେଲ ବ୍ୟବହୃତ ଗାଡିଗୁଡିକୁ…

ଝାରସୁଗୁଡା ସ୍ପଞ୍ଜ ଆଇରନ୍ ପ୍ଲାଂଟରେ ବିସ୍ଫୋରଣ, ୭ ଗୁରୁତର

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଲହଣ୍ଡା ସ୍ଥିତ ଏକ ସ୍ପଞ୍ଜ ଆଇରନ୍ ପ୍ଲାଂଟରେ ବିସ୍ଫୋରଣ ହୋଇଛି । TPSL ସ୍ପଞ୍ଜ ଏଣ୍ଡ ରୋଲିଂ କାରଖାନାରେ ଥିବା SMSର ବ୍ଲାଷ୍ଟ ଫରନେସ ଫର୍ନିସ ଲିକ୍‌ ହୋଇ ବିସ୍ଫୋରଣ ହୋଇଛି । ଫଳରେ ୭ ଜଣ ଶ୍ରମିକ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା…

ଉତ୍କଳ କନିକା ଗ୍ୟାଲେରିଆ ମଲର ଜବରଦଖଲ ଉଚ୍ଛେଦ ଦାବି

ଭୁବନେଶ୍ୱର: ରାଜଧାନୀର ବ୍ୟସ୍ତ ବହୁଳ କଳ୍ପନା ଛକରେ ଥିବା ଉତ୍କଳ କନିକା ଗ୍ୟାଲେରିଆ ମଲର ଜବରଦଖଲ ଉଚ୍ଚେଦକୁ ନେଇ ରାସ୍ତାକୁ ଓହ୍ଲାଇଛି ରାଜ୍ୟ ବିଜେପି । ଦଳ ଦାବି କରିଛି ଯେ, ସରକାରୀ ସଂସ୍ଥା ଓ ସରକାରୀ ଅର୍ଥରେ କ୍ଷତି ଆଣୁଥିବା ନୂଆ ଡିଜାଇନକୁ ବାତିଲ କରାଯାଉ। ଉତ୍କଳ କନିକା ଗ୍ୟାଲେରିଆ…

ରାଜଧାନୀର ରୁଚିକା ନର୍ସିଂହୋମରେ ପଡିଲା ତାଲା

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀର ରୁଚିକା ନର୍ସିଂ ହୋମରେ ତାଲା ପଡିଛି । ବରମୁଣ୍ଡା ଜିବି କୋଲନୀରେ ଥିବା ଏହି ନର୍ସିଂ ହୋମରେ ଆଜି ବିଏମସି ଓ ବିଡିଏର ଟିମ୍ ଚଢାଉ କରିଥିଲେ । ନର୍ସିଂ ହୋମ୍ କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ କରୁଥିବା ଅଧିକାରୀଙ୍କ ଦୃଷ୍ଟିକୁ ଆସିଥିଲା ।…

ସାଂସଦ ଅପରାଜିତା ଷଡଙ୍ଗୀ ଦେଲେ ବାର୍ଷିକ ରିପୋର୍ଟ କାର୍ଡ

ଭୁବନେଶ୍ୱର: ସଂସଦୀୟ କ୍ଷେତ୍ର ଭୁବନେଶ୍ୱର ପାଇଁ ବାର୍ଷିକ ରିପୋର୍ଟ କାର୍ଡ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ । ୫୬ ପୃଷ୍ଠାର ଏହି ରିପୋର୍ଟ କାର୍ଡରେ ସଂସଦୀୟ କ୍ଷେତ୍ରରେ ହୋଇଥିବା ସମସ୍ତ ବିକାଶ କାର୍ଯ୍ୟ ସ୍ଥାନ ପାଇଛି । ଖାଲି ସେତିକି ନୁହେଁ,…

ପ୍ରଧାନମନ୍ତ୍ରୀଙ୍କ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି: ରାଜ୍ୟ ବିଜେପି

ଭୁବନେଶ୍ୱର: କୋଭିଡ ମହାମାରୀ ଭିତରେ ଆସନ୍ତା ୫ ମାସ ପାଇଁ ଅର୍ଥାତ୍ ନଭେମ୍ବର ଯାଏ ଗରିବଙ୍କୁ ମାଗଣାରେ ରାସନ ମିଳିବା ପ୍ରଧାନମନ୍ତ୍ରୀଙ୍କ ମାଗଣା ଖାଦ୍ୟଶସ୍ୟ ଯୋଗାଣ ଘୋଷଣା ଓଡିଶାର ଗରିବଙ୍କ ପାଇଁ ସଂଜୀବନି ସଦୃଶ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ବିଜେପି କହିଛି । ରାଜ୍ୟ…