Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବଳ ବର୍ଷା ସମ୍ଭାବନା: ଆଗାମୀ ୫ ଦିନ ଲାଗି ଏହି ସବୁ ଜିଲ୍ଲାକୁ ରହିଛି ୟେଲ୍ଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟରେ ଆଗାମୀ ୫ ଦିନ ଲାଗି ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଆଜି ଉତ୍ତର ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା…

ଗୋଷ୍ଠୀ ସଂକ୍ରମଣ ହେଲେ ସ୍ଥିତି ଭୟାନକ ହେବ, ସଟ୍‌ଡାଉନ୍ କର: ପିସିସି ସଭାପତି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କୟା ବିସ୍ତାର କରିବାରେ ଲାଗିଛି କରୋନା । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କିଛି ଦିନ ତଳେ ଓଡ଼ିଶାରେ କରୋନା ପ୍ରବାସୀଙ୍କ ମଧ୍ୟରେ ସୀମିତ ଥିଲା । ଏବେ କିନ୍ତୁ ଏହା ଗୋଷ୍ଠୀ ସଂକ୍ରମଣ ଆଡକୁ ଗତି କରୁଛି । ଥରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ…

ବାହୁଡା ପାଇଁ ରାତି ୧୦ରୁ ପୁରୀରେ କର୍ଫ୍ୟୁ, କଟକଣା କଡାକଡି

ପୁରୀ: ଆସନ୍ତାକାଲି ବାହୁଡାଯାତ୍ରା । ଏଥିପାଇଁ ପୁରୀରେ ଆରମ୍ଭ ହୋଇଛି ଜୋରସୋର ପ୍ରସ୍ତୁତି । ଆଡପମଣ୍ଡପରେ ସନ୍ଧ୍ୟା ଦର୍ଶନ ନୀତି ଚାଲିଛି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଏଥର ରଥଯାତ୍ରା ହେଉଛି । ସବୁ ସେବାୟତ ଓ ସୁରକ୍ଷା ଅଧିକାରୀଙ୍କ କରୋନା ଟେଷ୍ଟ କରାଯାଇଛି । ବାହୁଡା ଯାତ୍ରା…

ଜୁଲାଇ ୧ରୁ କାଉଣ୍ଟରରେ ମଦ ବିକ୍ରି

ଭୁବନେଶ୍ୱର: ଲାଇସେନ୍ସପ୍ରାପ୍ତ ଠିପି ବନ୍ଦ ଏବଂ ଖୋଲଖ ମଦ ଦୋକାନଗୁଡିକ ଜୁଲାଇ ୧ ରୁ କାଉଣ୍ଟରରେ ମଦ ବିକ୍ରି କରିପାରିବେ ବୋଲି ରାଜ୍ୟ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି। ରାତିରେ ଭିଡ଼ ଏଡ଼ାଇବା ପାଇଁ ଦୋକାନଗୁଡ଼ିକ ସକାଳ ୭ ଟାରୁ ସନ୍ଧ୍ୟା ୬ ଟା ଯାଏଁ ଖୋଲା ରହିବ ବୋଲି ଅବକାରୀ…

କରୋନାରେ ଅଧ୍ୟାପିକାଙ୍କ ସ୍ୱାମୀ ମୃତ; ଭିସୁଟ୍ ସଟଡାଉନ

ସମ୍ବଲପୁର: କରୋନା ସଂକ୍ରମଣରେ ଜଣେ ଅଧ୍ୟାପିକାଙ୍କ ସ୍ୱାମୀ ମୃତ୍ୟୁବରଣ କରିଥିବା ନେଇ ସନ୍ଦେହ କରାଯାଉଥିବା ବେଳେ ମଙ୍ଗଳବାର ଦିନ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଇ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ) ଗୋଟିଏ ଦିନ ପାଇଁ ବନ୍ଦ ରହିଛି। ସୂଚନାନୁସାରେ, ମୃତକ ଜଣକ ଅନୁଗୁଳର ନାଲକୋରେ…

ଭୁବନେଶ୍ୱରରେ ଆଉ ୬ ପଜିଟିଭ, ୧୧ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ଆଉ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସମ୍ପୃକ୍ତ ସଂକ୍ରମିତଙ୍କ ମଧ୍ୟରେ ହୋମ୍ କ୍ୱାରେଂଟିନ୍‌ର ଜଣେ ଥିବାବେଳେ ୫ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ଟ୍ୱିଟ କରି ସୂଚନା ଦେଇଛି । ଜଣେ ୫୬ ବର୍ଷୀୟ ରେଲୱେ କର୍ମଚାରୀ…

ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: ବିଜେପି

ଭୁବନେଶ୍ୱର: ରାଜ୍ୟରେ ଆଇନ ଶୃଙ୍ଖଳାକୁ ନେଇ ସରକାରଙ୍କୁ ଘେରିଛି ରାଜ୍ୟ ବିଜେପି । ସାମ୍ବାଦିକ ସମ୍ମିଳନୀ କରି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଅଭିଯୋଗ କରିଛନ୍ତି ଯେ, ମହିଳା ନିର୍ଯାତନା କ୍ଷେତ୍ରରେ ରାଜ୍ୟର ସ୍ଥିତି ସଙ୍ଗୀନ । ରକ୍ଷକ ଏବେ ଭକ୍ଷକ ସାଜିଛି । ମାଲକାନଗିରିରେ…

ତିନି ଦିନ ଭିତରେ ସରିବ ଶ୍ରୀମନ୍ଦିର ଗର୍ଭଗୃହ ମରାମତି କାମ

ଭୁବନେଶ୍ୱର: ଶ୍ରୀଜିଉ ମାନେ ୯ ଦିନିଆ ରଥଯାତ୍ରାରେ ଅଛନ୍ତି । ରତ୍ନବେଦୀ ଛାଡି ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା । ଏହାରିଭିତରେ ଶ୍ରୀମନ୍ଦିର ଭିତରେ ଚାଲିଛି ମରାମତି କାମ । ପୂର୍ତ୍ତ ବିଭାଗ ଓ ଏଏସଆଇର ମିଳିତ ଟିମ୍ ଶ୍ରୀମନ୍ଦିର ଗର୍ଭଗୃହର ଯାଂଚ ପରେ ମରାମତି କାମ କରୁଛନ୍ତି ।…

ସୌରାପଲ୍ଲୀରେ ଅଗ୍ନିକାଣ୍ଡ: ଜଳିଗଲା ଗୋଟିଏ ପରିବାରର ୩ ବଖରା ଘର

ଗଞ୍ଜାମ:ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ସୁମଣ୍ଡଳ ପଞ୍ଚାୟତର ସୌରାପଲ୍ଲୀ ଗ୍ରାମରେ ଘଟିଛି ଅଗ୍ନିକାଣ୍ଡ । ଗତକାଲି ରାତିରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ବଖରା ଘର ଜଳିଯାଇଥିବା ସୂଚନା ।ଘରେ କେହି ନଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିକାଣ୍ଡର କାରଣ…

କରୋନା ସଙ୍କଟ ସମୟରେ ସିନେ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲେ ଅଭିନେତା ଚନ୍ଦନ କର

ଭୁବନେଶ୍ୱର: ଏହି ସଙ୍କଟ ସମୟରେ ଲୋକଙ୍କ ସାହାଯ୍ୟ କାରିବାକୁ ଆଗେଇ ଆସୁଛନ୍ତି ବିଭିନ୍ନ ଅଭିନେତା । ବଲିଉଡରେ ସୋନୁ ସୁଦ ଓଲିଉଡ଼ରେ ସବ୍ୟସାଚୀଙ୍କ ପରେ ଏବେ ଆଉ ଜଣେ ଓଡ଼ିଆ ସିନେ ତାରକାଙ୍କ ବାଦାନ୍ୟତା ସମ୍ନାକୁ ଆସିଛି। ଓଡ଼ିଆ ସିନେ ଜଗତର ସମାଜସେବୀ ଅଭିନେତା ତଥା ସାମାଜିକ ସ୍ୱେଚ୍ଛାସେବୀ…