Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୯ ବିଏସଏଫ୍ ଯବାନଙ୍କ ସହ ମାଲକାନଗିରିରେ ୩୬ କରୋନା ପଜିଟିଭ

ମାଲକାନଗିରି: ମାଲକାନଗିରିରେ ବିଏସଏଫ୍ ଯବାନଙ୍କଙ୍କ ସମେତ ୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜିଲ୍ଲାପାଳ ମନୀଷ ଅଗ୍ରୱାଲ ମଙ୍ଗଳବାର ଦିନ ଏକ ଟୁଇଟ୍ କରି କହିଛନ୍ତି ଯେ ବିହାର, ଝାଡଖଣ୍ଡ, କର୍ଣ୍ଣାଟକ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ରାଜସ୍ଥାନ, ତ୍ରିପୁରା, ଉତ୍ତରପ୍ରଦେଶ ଏବଂ…

ବିଏମସି କାର୍ଯ୍ୟାଳୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: ରାଜଧାନୀରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ସ୍ଥାନୀୟ ସଂକ୍ରମଣ। ଏହାକୁ ଦୃଷ୍ଟିରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ ପକ୍ଷରୁ ବିଏମସି କାର୍ଯ୍ୟାଳୟରେ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ଏନେଇ ସୂଚନା…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ଟା ୪୫ମି.ରୁ ୨ଟା ୪୫ମି. ମଧ୍ୟରେରାଜ୍ୟର…

ସୁନ୍ଦରଗଡ଼ ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବୀରମିତ୍ରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କ ଦୁଷ୍କର୍ମ ଓ ଗର୍ଭପାତ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। କ୍ରାଇମବ୍ରାଞ୍ଚର ଜଣେ ଡିଏସପି ଙ୍କ ନେତୃତ୍ୱରେ ମଙ୍ଗଳବାର ଠାରୁ ଏହି ତଦନ୍ତ ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଥିବା…

ହୀରାକୁଦ ଡ୍ୟାମର ୮ଟି ଗେଟ୍ ଦେଇ ଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ମାତ୍ର ୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଏହି ହୀରାକୁଦ ବନ୍ଧର ଜଳ ପତ୍ତନ ୬୦୫.୮୯ ଫୁଟ୍ ରହିଛି । ଏହା ମଧ୍ୟକୁ ସେକେଣ୍ଡ ପିଛା ୪୪,୯୦୭ ଘନଫୁଟ ଜଳ ପ୍ରବେଶ…

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୃତକଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୫ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି…

ଓଡିଶାରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୭ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୦୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୦୬୫ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ଅନଲାଇନରେ ପଢିବେ ଯୁକ୍ତଦୁଇ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ। ଅଧ୍ୟାପକ ଓ ଅଧ୍ୟାପିକାମାନେ ଛାତ୍ରଛାତ୍ରୀଙ୍କୁ ନେଇ ହ୍ୱାଟ୍ସଆପ୍ ଗ୍ରୁପ କରିବେ।ବିଭିନ୍ନ ବିଷୟର ବିଭିନ୍ନ ଗ୍ରୁପ ତିଆରି ହେବ। ଏହା ମାଧ୍ୟମରେ ହେବ ଅନ୍ଲାଇନ୍ କ୍ଲାସ। ଏନେଇ ରାଜ୍ୟର ସମସ୍ତ ଯୁକ୍ତ ୨ କଲେଜ ଅଧ୍ୟକ୍ଷଙ୍କୁ…

କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ନବରଙ୍ଗପୁରର ଏହି ୬ ଟି ଅଞ୍ଚଳ

ନବରଙ୍ଗପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । । ସୋମବାର ଦିନ ଜିଲ୍ଲାରେ ୭ ଟି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହିସବୁ ଅଞ୍ଚଳରେ ଆସନ୍ତା ୬ ତାରିଖ ମଧ୍ୟରାତ୍ର…

ଫେବୃଆରୀରେ ଓଡ଼ିଶାରେ ୨.୪୩ ଲକ୍ଷ ନୂଆ ଗ୍ରାହକ ଯୋଡିଛି ଜିଓ: ଟ୍ରାଇ

ଭୁବନେଶ୍ୱର: ଓଡ଼ିଶା ବଜାରରେ ରିଲାଏନ୍ସ ଜିଓ ରାଜ୍ୟର ସବୁଠୁ ପସନ୍ଦର ମୋବାଇଲ ଓ ଡିଜିଟାଲ୍ ସେବା ପ୍ରଦାନକାରୀ ସଂସ୍ଥା ହୋଇରହିଛି । ଭାରତୀୟ ଟେଲିକମ୍ ନିୟାମକ କର୍ତୃପକ୍ଷ (ଟ୍ରାଇ) ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଗ୍ରାହକ ତଥ୍ୟ ଅନୁଯାୟୀ, ୨୦୨୦ ଫେବୃଆରୀରେ ରିଲାଏନ୍ସ ଜିଓ ଓଡ଼ିଶାରେ…