Latest Odisha News

BREAKING NEWS

Browsing Category

ଓଡିଶା

Odisha

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା, ଦୁଇ ଗୋଷ୍ଠୀର ୬ ଗିରଫ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାର ଉପଦ୍ରବୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଶାନ୍ତି କମିଟି ବୈଠକରେ ସମସ୍ତ ନାଗରିକ ଏକ ସ୍ବରରେ ଦାବି କରିଥିଲେ। ଆକ୍ସନ ମୁଡ୍ ରେ ଆସିଛି ପୋଲିସ। ଗତକାଲି ରାତିରୁ ସହରର ବିଭିନ୍ନ ସ୍ଥାନରେ ଟାଉନ ଥାନା ପୋଲିସ ଚଢ଼ଉ କରି…

Maoists Killed: ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାରେ ଏନକାଉଣ୍ଟର । ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ଘଟି ଦୁଇ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରେ ଟପ୍ ମାଓନେତା ପାପା ରାଓ ଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏବେ ମଧ୍ୟ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି…

ପ୍ରୋଫେସନାଲ୍ ପଲିଟିକ୍ସ କରେ ବିଜେପି: ନବୀନ-ଅଖିଳେଶଙ୍କ ଆଲୋଚନା ନେଇ ଜୋର୍‌ ଧରିଲା ରାଜନୀତି ଚର୍ଚ୍ଚା

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଟଚମଟ ଚାଲିଥିବା ବେଳେ ୟୁପିର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଓଡ଼ିଶା ଗସ୍ତ କରିଛନ୍ତି। ଏହାସହ ଅଖିଳେଶ ଯାଦବ ଗତ ତିନି ମାସରେ ଦ୍ୱିତୀୟ ଥର ଓଡ଼ିଶା ଗସ୍ତ କରିଛନ୍ତି। ଗତକାଲି ଭୁବନେଶ୍ୱରସ୍ଥିତ ଅନୁଷ୍ଠିତ ଏକ…

ଭଦ୍ରକରେ ଗୋ ମାଫିଆଙ୍କ ଘରେ କେନ୍ଦୁଝର ପୋଲିସର ଚଢାଉ

ଭଦ୍ରକ: ମୁଲ୍ଲାସାହିରେ ଗୋ ମାଫିଆଙ୍କ ଘରେ କେନ୍ଦୁଝର ପୋଲିସର ଚଢାଉ। ଅବୈଧ ଗୋ ଚାଲାଣ ଲିଙ୍କରେ ୨ ପ୍ଲାଟୁନ ଫୋର୍ସ ସହ ଚଢାଉ। କେନ୍ଦୁଝର ସଦର ଏସଡିପିଓଙ୍କ ସହ ଭଦ୍ରକ ପୋଲିସର ମିଳିତ ଚଢାଉ । ଶେଖ୍ ରାଜନ ଥାନାରେ ଅଟକ। ସୂଚନା ଅନୁସାରେ ଭଦ୍ରକ ପୁରୁଣା ବଜାର ଥାନା ଅନ୍ତର୍ଗତ ମୁଲ୍ଲା…

Nisha Maharana: ନିଶା ମହାରଣାଙ୍କୁ ଘାରିଲା ଗିରଫଦାରୀ ଭୟ, ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ

କଟକ: ଆଇଟମ ଡ୍ୟନ୍ସର ନିଶା ମହାରଣାଙ୍କୁ ଘାରିଲା ଗିରଫଦାରୀ ଭୟ। ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ନିଶା। ବଲାଙ୍ଗିର ସଦର ଥାନାରେ ହୋଇଥିବା ମାମଲାରେ ନିଶାକୁ ଖୋଜୁଛି ପୋଲିସ। ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବାକୁ ଲୋଡ଼ିଲେ ଆଗୁଆ ଜାମିନ। ଗତ ୧୨ ତାରିଖରେ ବଲାଙ୍ଗିର ଜିଲ୍ଲା…

Weather Update: ପଶ୍ଚିମା ଝଡ଼ର ପ୍ରଭାବ: କମିବ ଶୀତ, ବଢ଼ିବ ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଦିନରେ ଥଣ୍ଡା ପବନ ମଧ୍ୟ ବହୁଛି। ବିଶେଷକରି ରାତିରେ ଶୀତର ପ୍ରକୋପ ଅଧିକ ରହୁଥିବାରୁ ଲୋକମାନେ ନିଆଁ ପୋଉଁଛନ୍ତି। କିନ୍ତୁ ଏଭଳି ଶୀତ ଆଉ ବେଶି ଦିନ ରହିବନି। କାରଣ ଦୁଇ ଦିନ ପରେ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ପଡିବ। ଫଳରେ ବଢ଼ିବ ରାତି…

Capital Hospital: ଡାକ୍ତରଙ୍କୁ ଆକ୍ରମଣ କଲେ ରୋଗୀଙ୍କ ସମ୍ପର୍କୀୟ; ଚିକିତ୍ସା ନମିଳିବାରୁ …

ଭୁବନେଶ୍ବର:ଶୁକ୍ରବାର ଅପରାହ୍ନରେ କ୍ୟାପିଟାଲ ହସ୍ପିଟାଲରେ ଡ଼ାକ୍ତରଙ୍କୁ ଆକ୍ରମଣ । ଚିକିତ୍ସା ନମିଳିବାରୁ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ । କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ଓ ଆଟେଣ୍ଡାଣ୍ଟଙ୍କୁ ରୋଗୀଙ୍କ ଆକ୍ରମଣ । ନିମାପଡ଼ାରୁ ରୋଗୀ ନେଇ ଆସିଥିବା ଜନୈକ ସମ୍ପର୍କୀୟ ଏଭଳିକାଣ୍ଡ କରିଥିବା…

Brown Sugar: ୧୨ ଲକ୍ଷ ଟଙ୍କାର ଧଳାଜହର ଜବତ, ୭ ଗିରଫ

ପୁରୀ: ପୁରୀ ବ୍ରହ୍ମଗିରି ଥାନା ପୋଲିସ ୭ ଜଣ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି । ବ୍ରହ୍ମଗିରି ଥାନା ଅନ୍ତର୍ଗତ ମା’ ପାଦୁକେଇ ମନ୍ଦିର ମେଳଣ ପଡ଼ିଆରୁ ୭ ଜଣ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି ପୋଲିସ । ଅଭିଯୁକ୍ତଙ୍କ ଠାରୁ ୧୧୯ ଗ୍ରାମ ବ୍ରାଉନ ସୁଗାର ସହିତ ନଗଦ ୧୨ ହଜାର ୫ ଶହ…

ଓଡ଼ିଶା ସରକାର ଓ ଏନଆଇଇପିଆଇଡି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର;ଲକ୍ଷ୍ୟ ମାନସିକ ଅନଗ୍ରସର ବ୍ୟକ୍ତି…

ଭୁବନେଶ୍ୱର: ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଜାତୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ସଂସ୍ଥା (ଏନଆଇଇପିଆଇଡି) ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ ) ସ୍ୱାକ୍ଷରିତ ହୋଇଯାଇଛି। ଏହି ବୁଝାମଣାପତ୍ର ମାଧ୍ୟମରେ ରାଜ୍ୟରେ ମାନସିକ ଅନଗ୍ରସର ଥିବା…

କିଟରେ ଚେସ୍‍ ମହାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର: ଜାନୁଆରୀ ୧୪ ଓ ୧୫ତାରିଖ ଦୁଇ ଦିନ ଧରି କିଟରେ ଚାଲିଥିବା ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା…