Latest Odisha News

BREAKING NEWS

Browsing Category

ଓଡିଶା

Odisha

ହେରାପଞ୍ଚମୀ: ଜାଣନ୍ତୁ, ଏପରି ନାମକରଣ ପଛରେ କ’ଣ ରହିଛି ରହସ୍ୟ !

ଭୁବନେଶ୍ୱର/ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ମହୋତ୍ସବର ଏକ ମହତ୍ୱପୂର୍ଣ୍ଣ ପ୍ରସଙ୍ଗ । । ଆଜି ହେଉଛି ଆଷାଢ ଶୁକ୍ଳ ପକ୍ଷ ସପ୍ତମୀ ତିଥି । ସାଧାରଣତଃ ଅନେକ ଭାବିଥାଇ ପାରନ୍ତି ଯେ, ‘ହେରାପଞ୍ଚମୀ’ ନାମକରଣ ହୋଇଥିବା ଯୋଗୁଁ ଏହି ଉତ୍ସବ ବୋଧହୁଏ ପଞ୍ଚମୀ…

ଜୁନ୍ ୩୦ ରାତିରୁ ଜୁଲାଇ ୨ ଯାଏଁ ପୁରୀରେ କର୍ଫ୍ୟୁ

ପୁରୀ: ବାହୁଡ଼ା ଯାତ୍ରା ପାଇଁ ଆସନ୍ତା ୩୦ ତାରିଖ ରାତିରୁ ପୁରୀ ଜିଲ୍ଲାରେ କର୍ଫ୍ୟୁ ଲାଗୁ ହେବ। ଜିଲ୍ଲାପାଳ ବଲଓ୍ଵନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ଜିଲ୍ଲାପାଳ କହିଛନ୍ତି ଜୁନ ୩୦ ତାରିଖ ରାତି ୧୦ଟାରୁ ଜୁଲାଇ ୨ ତାରିଖ ରାତି ୧୦ଟା ଯାଏଁ ସମଗ୍ର ଜିଲ୍ଲାରେ କର୍ଫ୍ୟୁ ବଳବତ୍ତର ରହିବ।…

କରୋନା ସଂକ୍ରମିତ ପୂର୍ବତଟ ରେଳବାଇର ଚିଫ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ

କଟକ: ପୂର୍ବତଟ ରେଳବାଇର ଚିଫ୍ ଟିକେଟ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଛି । କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଗତ ତିନି ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ପୂର୍ବତଟ ରେଳବାଇ ସୂତ୍ରରୁ ସୂଚନା ମିଳିଛି । ଗତ ୧୪ ତାରିଖରେ ସେ କରୋନାରେ ସଂକ୍ରମିତ ଥିବା…

କଟକକୁ ବାହାର ରାଜ୍ୟରୁ ଆସିଛନ୍ତି ୫୧୦୧ ଜଣ ପ୍ରବାସୀ: ସିଏମ୍‌ସି କମିଶନର

କଟକ: କଟକ ସିଏମ୍‌ସି ଅଂଚଳକୁ ବାହାର ରାଜ୍ୟରୁ ଏଯାଏଁ ୫,୧୦୧ ଜଣ ପ୍ରବାସୀ ଆସିଛନ୍ତି । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ସିଏମ୍‌ସି କମିଶନର ଅନନ୍ୟା ଦାସ କହିଛନ୍ତି । ସେ କହିଛନ୍ତି, ବାହାର ରାଜ୍ୟରୁ ଆସିଥିବା ଲୋକଙ୍କୁ ଟ୍ରାକ୍ କରାଯାଇ ସଂଗରୋଧ ବ୍ୟବସ୍ଥା କରାଯାଇଛି। ସିଏମ୍‌ସି…

କରୋନା ମୁକାବିଲା: ସିଏମ୍‌ସି ଜଗିବ ମହିଳା ଆରୋଗ୍ୟ ସମିତି

କଟକ: କରୋନା ମୁକାବିଲା ପାଇଁ କଟକରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଣିକି ସିଏମ୍‌ସି ଜଗିବ ମହିଳା ଆରୋଗ୍ୟ ସମିତି । କରୋନା ମୁକାବିଲା ଲାଗି କଟକ ବସ୍ତି ଅଂଚଳରେ ମହିଳା ଆରୋଗ୍ୟ ସମିତି ଗଠନ କରିଛି କଟକ ମହାନଗର ନିଗମ। କଟକ ମହାନଗର ନିଗମରେ କୋଭିଡ-୧୯ ଅବଜରଭର୍‌ ତଥା ରାଜ୍ୟ ସରକାରଙ୍କ ପ୍ରମୁଖ…

‘ରାଉରକେଲା ମହାନଗର ନିଗମ’ ଅଧୀନରେ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ମହାନଗର ନିଗମ ଅଧୀନରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକୁ ଶନିବାର ଦିନ ଜିଲ୍ଲାପାଳ ନିଖିଲ୍ ପୱନ କଲ୍ୟାଣ ବୁଲି ଦେଖିଛନ୍ତି । ରାଉରକେଲା ମହାନଗର ନିଗମର କମିଶନର  ଦିବ୍ୟଜ୍ୟୋତି ପରିଡା ଜିଲ୍ଲାପାଳଙ୍କୁ ପ୍ରକଳ୍ପ କାର୍ଯ୍ୟ ଗୁଡିକୁ ବୁଲି…

ଶ୍ରୀ ଜଗନ୍ନାଥଙ୍କ ୨ମିମି. ଉଚ୍ଚତାର ମୂର୍ତ୍ତି ତିଆରି କଲେ ବ୍ରହ୍ମପୁରର ଏହି ବ୍ୟକ୍ତି

ବ୍ରହ୍ମପୁର: ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ଆସି ଶ୍ରୀଜୀଉ ମାନେ ମାଉସୀ ମା' ଘରେ ରହିଛନ୍ତି। ଏହି ଅବସରରେ ବ୍ରହ୍ମପୁରର ସତ୍ୟ ମହାରଣା ପ୍ରାୟ ୨ ମିମି. ଉଚ୍ଚତାର ଏକ ନିଆରା ଜଗନ୍ନାଥ ମୂର୍ତ୍ତି ତିଆରି କରିଛନ୍ତି। କ୍ଷୁଦ୍ର କଳାକୃତି ତିଆରି ପାଇଁ ୨୫ଟି ଆନ୍ତର୍ଜାତୀୟ ତଥା ଜାତୀୟ ରେକର୍ଡ…

ଧରାକୋଟରେ କୋରୋନାରେ ୩ ନୁହେଁ ଜଣଙ୍କର ମୃତ୍ୟୁ: ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟର ଜାହାଡାରେ ୩ କୋରୋନା ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି ଜିଲ୍ଲାପାଳ । ୩ ଜଣଙ୍କର ନୁହେଁ, ବରଂ ଜଣଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ପଷ୍ଟ କରିଛନ୍ତି । ପୂର୍ବରୁ ୩ ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଥିଲେ ଜାହାଡ଼ା ସରପଞ୍ଚ ।…

ଭଲ ଖବର: ସୁସ୍ଥ ହେଲେ ଆଉ ୧୮୪ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ତୁଳନାରେ ବଢ଼ି ଚାଲିଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ୧୮୪ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪୬୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଲାଞ୍ଚ ନେବାବେଳେ ଧରାପଡିଲେ ମହିଳା ସରପଞ୍ଚ

କୋରାପୁଟ: ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ । କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ୍ ମୁଜାଙ୍ଗ ପଞ୍ଚାୟତର ମହିଳା ସରପଞ୍ଚ ରଇଲା ମାଝି ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ତାଙ୍କୁ ଧରିଛି । ଅଧିକ ପଚରାଉଚରା ପାଇଁ ତାଙ୍କୁ ଜୟପୁର…