Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭଦ୍ରକରୁ ଉଦ୍ଧାର ହେଲା ୪୩ କୋବ୍ରା ଛୁଆ

ଭଦ୍ରକ: ଭଦ୍ରକ ଜିଲ୍ଲାର ରଙ୍ଗରାଜପୁର ଅଞ୍ଚଳରେ ଥିବା ଏକ ଘରୁ ଶୁକ୍ରବାର ଦିନ ଗୋଟିଏ ମାଈ କୋବ୍ରା ସହ ୪୩ଟି କୋବ୍ରା ଛୁଆକୁ ଉଦ୍ଧାର କରାଯାଇଛି । ରଙ୍ଗରାଜପୁରର ବିଜୟ ବିଶ୍ୱାଳ ନାମକ ଜଣେ ବ୍ୟକ୍ତିଙ୍କ ପରିବାର ଗତ ଆଠ ଦିନ ଧରି ଘରେ କିଛି ଶବ୍ଦ ଶୁଣୁଥିବାର ଅଭିଯୋଗ କରିଥିଲେ। ପରେ ସେମାନେ…

ହେରାପଞ୍ଚମୀ: ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନ ଅଭିମାନର ଦିନ…

ଶ୍ରୀଜଗନ୍ନାଥଙ୍କ ଆଧ୍ୟାତ୍ମିକ ଅନୁଭୂତିକୁ ନେଇ ସ୍ତମ୍ଭ: ଶ୍ରୀଜଗନ୍ନାଥ କଥାମୃତ ସ୍ୱୟଂ ନାରାୟଣ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରୂପରେ ପବିତ୍ର ପୁରୀଧାମରେ ମାନବୀୟ ଲୀଳା ପ୍ରକଟ କରିଚାଲିଛନ୍ତି । ଆମ ପରି ସାଧାରଣ ମନୁଷ୍ୟମାନଙ୍କର ଯେପରି ଦୈନିକ ସାଧାରଣ ଜୀବନଚର୍ଯ୍ୟା ଥାଏ ମହାପ୍ରଭୁଙ୍କର…

ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୮

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ୍ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1276747063536029697?s=19 ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍ ଅନୁଯାୟୀ…

୧୮ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୫୮ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୮ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ଜଣ…

ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ଶନିବାର ଦିନ ଆଉ ୩ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ଏହାକୁ ମୋଟ୍ ୧୫ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି । ମିଳିଥିବା ସୂଚନାନୁଯାୟୀ ଉପରମୁଣ୍ଡରେ ପ୍ରବଳବର୍ଷା ଯୋଗୁଁ ଡ୍ୟାମ୍ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି…

ଓଡିଶାରେ ୬ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଟପିଛି। ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବରଗଡ, ବୌଦ୍ଧ,…

ଗଞ୍ଜାମ ଜିଲ୍ଲାପାଳଙ୍କ ଅପିଲ୍, ୧୫ ଦିନ ଗ୍ରାମାଞ୍ଚଳ ଲୋକ ସହରାଞ୍ଚଳ ଆସନ୍ତୁ ନାହିଁ

ଗଞ୍ଜାମ: ଜିଲ୍ଲାରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଗ୍ରାମାଞ୍ଚଳ ଲୋକଙ୍କୁ ସହରାଞ୍ଚଳ ନ ଆସିବା ପାଇଁ ଅନୁରୋଧ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ । ଆସନ୍ତା ୧୫ ଦିନ ପାଇଁ ଏହି କଟକଣା ଜାରି କରିଛନ୍ତି । ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଜିଲ୍ଲାପାଳ । We request…

ଆଜି ହେରା ପଞ୍ଚମୀରେ ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ

ପୁରୀ: ଶ୍ରୀକ୍ଷେତ୍ରରେ ଆଜି ପାଳିତ ହେବ ହେରା ପଞ୍ଚମୀ ନୀତି । ନନ୍ଦିଘୋଷ ରଥ ଭାଙ୍ଗିବେ ଲକ୍ଷ୍ମୀ ଠାକୁରାଣୀ । ଏଥିପାଇଁ ଶ୍ରୀମନ୍ଦିରରୁ ଗୁଣ୍ଡିଚା ମନ୍ଦିର ଆସିବେ ମାଆ ଲକ୍ଷ୍ମୀ । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ନବ ଦିନାତ୍ମକ ଯାତ୍ରାରେ ଜନ୍ମବେଦୀକୁ ଆସିଛନ୍ତି ପ୍ରଭୁ ଜଗନ୍ନାଥ । ସାଙ୍ଗରେ…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…