Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଉ ୨୧୮ ମାମଲା ସହ ରାଜ୍ୟରେ ୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି। ଆଜି ଚିହ୍ନଟ ଆକ୍ରାନ୍ତ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୦…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟ୍ୱିଟ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି  

ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଟ୍ବିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଟ୍ବିଟ୍‌ କରି କହିଛନ୍ତି, "ମୋ ମନ୍ତ୍ରିମଣ୍ଡଳର ସହକର୍ମୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଅଭିନନ୍ଦନ । ସେ…

କରୋନା କେସ୍: ଚିନ୍ତା ବଢ଼ାଉଛି ଗଜପତି ଜିଲ୍ଲା

ଗଜପତି: ଜିଲ୍ଲାରେ ବଢ଼ି ଚାଲିଛି କରୋନା କେସ୍ । ୩୮୪ ଜଣ ପଜିଟିଭ୍ ବାହାରେଲେଣି । କେବଳ ଗତ ୮ ଦିନ ଭିତରେ ଚିହ୍ନଟ ହୋଇଛନ୍ତି ୨୨୧ ନୂଆ ଆକ୍ରାନ୍ତ । ୧୮ ତାରିଖରେ ୨୮ ଜଣ ଭୂତାଣୁ ସଂକ୍ରମିତ ହୋଇଥିବା ବେଳେ ୨୦ ତାରିଖରେ ୪୭ଜଣ, ୨୨ ତାରିଖରେ ୪୧, ୨୩ ତାରିଖରେ ୭୬ ଓ ୨୪ ତାରିଖରେ ୨୯ଜଣ ନୂଆ…

ଗୁଣ୍ଡିଚା ମନ୍ଦିରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି

ପୁରୀ: ନବଦିନାତ୍ମକ ଯାତ୍ରା ରେ ଶ୍ରୀଜିଉ । ବୁଧବାର ଦିନ ଶ୍ରୀଜୀଉ ଆଡ଼ପ ମଣ୍ଡପ ରେ ବିଜେ କରିବା ପରେ ଗୁରୁବାର ପ୍ରଥମ ଆଡ଼ପ ଅଭଡା ବାହାରିଥିଲା । ତେବେ ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ହେରାପଞ୍ଚମୀ ନୀତି ହେବାକୁ ଥିବାବେଳେ ତାହା ଆଜି ପୂର୍ବରୁ…

ଗଞ୍ଜାମରୁ ଚିହ୍ନଟ ହେଲେ ଆଉ ୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲା ପ୍ରଶାସନ। ପ୍ରାପ୍ତ ସୂଚନାନୁଯାୟୀ ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ…

ପୋଲିସକୁ ବଡ଼ ସଫଳତା: ଗିରଫ ହେଲା ଏପ୍ରିଲ ୪ ଗୁଳିକାଣ୍ଡର ମୁଖ୍ୟ ଅଭିଯୁକ୍ତ

ବୁଗୁଡା: ବୁଗୁଡା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଏପ୍ରିଲ ୪ ତାରିଖ ଗୁଳି କାଣ୍ଡ ଘଟଣାର ମୁଖ୍ୟ ଆସାମୀକୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ସୂଚନାନୁସାରେ, ବୁଗୁଡା ଜଗତପାଟଣା ଗ୍ରାମର ମୁନା ଓରଫ ଅର୍ଜୁନ କର( ୩୨)ଙ୍କୁ ପୋଲିସ ଗିରଫ କରିଛି । ଏହାସହ ତାଠାରୁ ଏକ ପିସ୍ତଲ, ଏକ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା…

ବାହୁଡା ଯାତ୍ରାରେ ସାମିଲ ହେବେ କରୋନା ନେଗେଟିଭ ସେବାୟତ

ପୁରୀ: ସରିଛି ଶ୍ରୀଗୁଣ୍ଡିଚା ଯାତ୍ରା । ଆଗକୁ ଆସୁଛି ମହାପ୍ରଭୁଙ୍କ ବାହୁଡା ଯାତ୍ରା । ରଥଯାତ୍ରାରେ ସାମିଲ ସମସ୍ତ ସେବାୟତଙ୍କର କୋଭିଡ ଟେଷ୍ଟ ଗତକାଲି ଆରମ୍ଭ ହୋଇଛି । ଏଥିରେ ନେଗେଟିଭ ଚିହ୍ନଟ ସେବାୟତଙ୍କୁ ହିଁ ବାହୁଡା ଯାତ୍ରାରେ ସାମିଲ ହେବା ନେଇ ଅନୁମତି ମିଳିବ ବୋଲି ସୂଚନା ମିଳିଛି ।…

ହୀରାକୁଦ ଡ୍ୟାମର ୧୦ଟି ଗେଟ୍ ଖୋଲା

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଡ୍ୟାମର ଜଳସ୍ତର ରହିଛି ୬୧୭.୪୧ ଫୁଟ । ପ୍ରତି ସେକେଣ୍ଡରେ ଡ୍ୟାମ୍ ଭିତରକୁ ପ୍ରବେଶ କରୁଛି ୯୯ ହଜାର କ୍ୟୁସେକ୍ ବନ୍ୟା ଜଳ । ସେହିପରି ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ୫୦୪…

ଦ୍ଵିତୀୟ ବିବାହର ପ୍ରତିବାଦ କରିବାରୁ ପ୍ରଥମ ସ୍ତ୍ରୀକୁ ରାସ୍ତାରେ ଗୋଡେଇ ଗୋଡେଇ ମାରିଲା ସ୍ୱାମୀ

ବୁଗୁଡା: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ଵିତୀୟ ବିବାହ କଲେ ସ୍ବାମୀ । ଏହାର ପ୍ରତିବାଦ କରିବାରୁ ପ୍ରଥମ ସ୍ତ୍ରୀକୁ ରାସ୍ତାରେ ଗଡେଇ ତଡେଇ ସ୍ୱାମୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏଭଳି ଏକ ଘଟଣା ଘଟିଛି ଗଂଜାମ ଜିଲ୍ଲା ବୁଗୁଡା ଥାନା ଅନ୍ତର୍ଗତ ଲତାକରଡା ଗାଁ ରେ । ରବିନ୍ଦ୍ର ନାୟକଙ୍କ…