Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ବଢୁଛି ଡେଙ୍ଗୁ ଆକ୍ରାନ୍ତ, ମାସକରେ ୭୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କାୟା ମେଲାଉଛୁ ଡେଙ୍ଗୁ । ୨୦୨୪ ତୁଳନାରେ ୨୦୨୫ରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ରାଜଧାନୀରେ ବୃଦ୍ଧି ପାଇବାରେ ଲାଗିଛି । ଗତବର୍ଷ ଜୁଲାଇରେ ୨୫ଟି କେସ୍ ଚିହ୍ନଟ ହୋଇଥିବା ବେଳେ, ଚଳିତବର୍ଷ ଜୁନ୍‌ ରେ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜୁନ୍‌ ୧ ରୁ ୨୪…

ପୁଣି ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ କାନ୍ଧରେ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ

ଭୁବନେଶ୍ବର:ପୁଣି ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ଦାୟିତ୍ବ ମିଳିଛି ପ୍ରଫେସର ଯଜ୍ଞେଶ୍ବେର ଦଣ୍ଡପାଟଙ୍କୁ। ଶୁକ୍ରବାର ରାଜଭବନ ପକ୍ଷରୁ ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟଙ୍କ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଥାଉକି, ନୂଆ କୁଳପତି ନିଯୁକ୍ତି ପର୍ଯ୍ୟନ୍ତ ଦାୟିତ୍ବରେ ରହିବେ…

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ; ବଖାଣିଲେ ସବୁ ଘଟଣା…

ଭୁବନେଶ୍ବର: ଶୁକ୍ରବାର ଦିଲ୍ଲୀ ଏମ୍ସରେ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । ବୟାନ ରେକର୍ଡ ସମୟରେ ସମ୍ପୂର୍ଣ୍ଣ ଭିଡିଓ ରେକର୍ଡିଂ କରାଯାଇଛି । ବୟାନ ରେକର୍ଡ ସମୟରେ ଦିଲ୍ଲୀ ଏମ୍ସରେ ଥିଲେ ଜଣେ ଡାକ୍ତର, ସେହି ଅଞ୍ଚଳର ଜଣେ ମାଜିଷ୍ଟ୍ରେଟ୍‌, ବଳଙ୍ଗା ଥାନାର ଜଣେ ମହିଳା…

ରାଜ୍ୟରେ ଅକ୍ଷୟଶକ୍ତି ପ୍ରକଳ୍ପ ପାଇଁ ୮୬୯.୮ କୋଟିର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଅକ୍ଷୟଶକ୍ତି କ୍ଷେତ୍ରରେ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି ଓଡ଼ିଶା। ୮୬୯.୮ କୋଟି ଟଙ୍କା ବିନିଯୋଗରେ ମୋଟ ୧୭୮ ମେଗାୱାଟ୍ କ୍ଷମତା ବିଶିଷ୍ଟ ଅକ୍ଷୟଶକ୍ତି ପ୍ରକଳ୍ପ ସ୍ଥାପନ କରିବା ପାଇଁ ଅନୁମୋଦନ ପ୍ରାପ୍ତ ହୋଇଛି । ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ…

ଭିଜିଲାନ୍ସ ଜାଲରେ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ;ଫାଇଲ୍‌ ପ୍ରୋସେସିଂ ପାଇଁ ନେଉଥିଲେ…

ଭୁବନେଶ୍ବର: କାର୍ଯ୍ୟରତ ଜୁନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ସୌରଭ ତ୍ରିପାଠୀ ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଡ ସୌରଭ ତ୍ରିପାଠୀ ଫାଇଲ୍‌ ପ୍ରୋସେସିଂ ପାଇଁ ୩୦ ହଜାର…

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ମେଟ୍ରୋ ଚଳାଚଳକୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି । ସଂସଦରେ ଆଜି ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ଯେ, ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ । କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ ଆସିଛି । ପ୍ରକଳ୍ପ…

ଫେକ ଜବ କାର୍ଡ ଧରିବାକୁ ଆରମ୍ଭ ହେବ ଇକେୱାଇସି

ଭୁବନେଶ୍ବର: ଜବ କାର୍ଡ ଧାରୀ କରିବେ ଇକେୱାଇସି । ତିନି ମାସ ଭିତରେ ଜବ କାର୍ଡ ଇକେୱାଇସି ନ କଲେ କଟିବ ଜବ କାର୍ଡ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ । ସରକାର ବାହାର କରିଛନ୍ତି ଫେକ ଜବ କାର୍ଡ । ଏହାର ଅଧିକାରୀ କିଏ ଥିଲେ,…

ଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି; ୧୦୦୦ ଜଣ କଲେ ପଞ୍ଜୀକରଣ

ଭୁବନେଶ୍ବର:ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି । ଏହି ଅନଲାଇନ ପଞ୍ଜୀକରଣ ଆଜି ଜୁଲାଇ ୨୫ ତାରିଖ ସକାଳ ୧୦.୦୦ ଠାରୁ ଆରମ୍ଭ…

କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା;ସୃଷ୍ଟି ହେବ ୨୪୦୦ ନିଯୁକ୍ତି

ଭୁବନେଶ୍ବର: ଆଦିତ୍ୟ ବିର୍ଲା ଗୃପ ଅଧୀନ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଓଡ଼ିଶାରେ ୨୦୦କୋଟି ଟଙ୍କା ନିବେଶ ପାଇଁ ଧାର୍ଯ୍ୟ ହୋଇଅଛି । ଫଳରେ ଓଡିଶାର କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ପୋଷାକ ତିଆରି କାରଖାନା । ଶୁକ୍ରବାର ଦିନ ହିଣ୍ଡାଲ୍କୋ କତୃପକ୍ଷ ଓ ରାଜ୍ୟ ସରକାରଙ୍କ…

ହାଇଟେକ୍ ଆଡ଼କୁ ଗତି କଲେଣି ମାଓବାଦୀ; ଡ୍ରୋନରେ ସୁରକ୍ଷାବାହିନୀର କାର୍ଯ୍ୟକଳାପ କରୁଛନ୍ତି ନିରୀକ୍ଷଣ

ସୁନ୍ଦରଗଡ:ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ବ୍ଲକ୍‌ ସୀମାନ୍ତ ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ଏବେ ବି ମାଓବାଦୀମାନେ ଲୁଚିକି ରହିଛନ୍ତି । ସରଣ୍ଡା ଜଙ୍ଗଲରେ ଲୁଚି ରହିଥିବା ସେହି ମାଓବାଦୀମାନେ ଡ୍ରୋନ୍ ବ୍ୟବହାର କରୁଛନ୍ତି । ଗୁଇନ୍ଦା ସୂତ୍ର ଅନୁସାରେ ମାଓବାଦୀମାନେ ଏବେ ଜଙ୍ଗଲର ଆଭ୍ୟନ୍ତରୀଣ…