Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟରେ ଚେସ୍‍ ମହାକୁମ୍ଭ ଉଦ୍‍ଯାପିତ

ଭୁବନେଶ୍ୱର: ଜାନୁଆରୀ ୧୪ ଓ ୧୫ତାରିଖ ଦୁଇ ଦିନ ଧରି କିଟରେ ଚାଲିଥିବା ସାମାଜିକ ଏବଂ ଶିକ୍ଷାଗତ ଚେସ୍ (ସୋସିଆଲ୍ ଆଣ୍ଡ ଏଜୁକେସନାଲ୍ ଚେସ୍‌) ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଗୁରୁବାର ଉଦ୍‍ଯାପିତ ହୋଇଯାଇଛି। ଏହାକୁ ଅନ୍ତର୍ଜାତୀୟ ଚେସ୍‍ ଫେଡେରେସନ୍‍ (ଏଫ୍‌ଆଇଡିଇ)ର ଉପସଭାପତି ତଥା…

National Education Policy: ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସଂସ୍କାର ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ୪ ସୂତ୍ରୀ…

ଭୁବନେଶ୍ଵର: ଭୁବନେଶ୍ବର ପରିଦର୍ଶନରେ ଆସି ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ ଆଧାରରେ ପାଠ୍ୟପୁସ୍ତକ ବିକାଶ କରୁଛନ୍ତି ରାଜ୍ୟ ସରକାର ।…

ସ୍ମାର୍ଟ ମିଟରର ସଠିକତା ପରଖିବାକୁ ଉପଭୋକ୍ତାଙ୍କୁ ଟିପିସିଓଡିଏଲ୍‌ର ଆହ୍ୱାନ; ୨୦ଟି ଗ୍ରାହକ ସେବା କେନ୍ଦ୍ରରେ…

ଭୁବନେଶ୍ୱର: ସେଣ୍ଟ୍ରାଲ ଓଡ଼ିଶାର ବିଦ୍ୟୁତ ବିତରଣ ଦାୟିତ୍ୱରେ ଥିବା ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ) ପକ୍ଷରୁ ଆଜି ସ୍ମାର୍ଟ ମିଟରର କାର୍ଯ୍ୟକାରିତା ଓ ସଠିକତା ସମ୍ପର୍କରେ ପୁନର୍ବାର ସ୍ପଷ୍ଟୀକରଣ ଦିଆଯାଇଛି । କମ୍ପାନୀ ପକ୍ଷରୁ କୁହାଯାଇଛି ଯେ,…

ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡି ରେଡ୍, ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା

ବ୍ରହ୍ମପୁର: ବାଲି ଓ ମଦ ବ୍ୟବସାୟୀଙ୍କ ଘରେ ଇଡିର ରେଡ୍ । ବ୍ରହ୍ମପୁର ସହରର ୫ରୁ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି । ଚଢାଉ ସମୟରେ ଲକ୍କରୁ ବାହାରିଲା କୋଟି କୋଟି ଟଙ୍କା । ବାଲି ବ୍ୟବସାୟୀ କୃପାସିନ୍ଧୁ ମୁଦୁଲିଙ୍କ ଅଫିସରେ ଚାଲିଛି ରେଡ୍ । ପ୍ରାୟ ୪୬ କୋଟିରୁ ଅଧିକ ଟଙ୍କାର ରୟାଲଟି…

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ

ଭୁବନେଶ୍ୱର: ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ବୀର କିଶୋର ସରାପ । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସେ କିଛି ଦିନ ଧରି…

ତଡା ଖାଇବେ ନନ୍ ପରଫର୍ମିଂ କଲେଜ ଶିକ୍ଷକ

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି କରିଛି ଉଚ୍ଚଶିକ୍ଷା ବିଭାଗ । ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଜାରି…

Wrong Treatment: ଭୁଲ୍ ଚିକିତ୍ସାରେ ରୋଗୀ ମୃତ, ଘଟଣା ପରେ ଚାପା ଉତ୍ତେଜନା

ବାଲେଶ୍ୱର: କ୍ୱାକ୍ ବା ନକଲି ଡାକ୍ତରଙ୍କ ଭୁଲ୍ ଚିକିତ୍ସା ପାଇଁ ଜଣେ ରୋଗୀଙ୍କ ଜୀବନ ଯାଇଛି । ଏନେଇ ଲୋକେ ଡାକ୍ତରଙ୍କୁ ଉତ୍ତମ ମଧ୍ୟମ ଦେବା ସହ ଔଷଧ ଦୋକାନ ଭଙ୍ଗାରୁଜା କରିଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ତାଳସାରୀ ସାମୁଦ୍ରିକ ଥାନା ଅଞ୍ଚଳରେ । ମୃତକ ହେଲେ ଭୋଗରାଇ…

communal clashes in Sundargarh: ସୁନ୍ଦରଗଡ଼ରୁ ହଟିଲା BNSS ୧୬୩ ଧାରା;ସହରରେ ଶାନ୍ତି ଶୋଭାଯାତ୍ରା ପାଇଁ…

ସୁନ୍ଦରଗଡ: ସୁନ୍ଦରଗଡ଼ ସହରରୁ ହଟିଲା BNSS ୧୬୩ ଧାରା । ଶାନ୍ତି କମିଟି ବୈଠକ ପରେ ଜିଲ୍ଲାପାଳଙ୍କ ସୂଚନା । ସହରରେ ଇଣ୍ଟରନେଟ୍‌ ସେବା ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ସହରରେ ଶାନ୍ତି ଶୋଭାଯାତ୍ରା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଗତକାଲି ସୁନ୍ଦରଗଡ଼ ଟାଉନ…

Arms Trafficking:ବିହାରରୁ ବନ୍ଧୁକ ଆଣି ରାଜଧାନୀରେ ବିକ୍ରି ପାଇଁ ଚାଲିଥିଲା ଯୋଜନା;ବନ୍ଧା ହେଲା ବେପାରୀ

ଭୁବନେଶ୍ବର:ରାଜଧାନୀରେ ବନ୍ଧୁକ କାରବାର । ଭୁବନେଶ୍ୱରରୁ ଜବତ ହୋଇଛି ୬ଟି ବନ୍ଧୁକ । ବିହାରରୁ ଅଣାଯାଇଥିଲା ବନ୍ଧୁକ। ଭୁବନେଶ୍ବରରେ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡ଼ି ବସିଲା କମିଶନରେଟ୍ ପୁଲିସର ସ୍ପେଶାଲ ୟୁନିଟ୍ । ଏହି ଘଟଣାରେ ଜଣେ ବନ୍ଧୁକ ବେପାରୀ ଗିରଫ ହୋଇଛି । ଜବତ ହୋଇଛି…

Arvind Mohapatra ‘s Reaction: ଦଳରୁ ବିଦା ହେବା ପରେ ବର୍ଷିଲେ ଅରବିନ୍ଦ; କହିଲେ, ‘ କିଛି ଭୁଲ୍…

ଭୁବନେଶ୍ୱର: ସମସ୍ତଙ୍କୁ ଚମକାଇ ବିଜେଡି ଗୁରୁବାର ବଡ ନିଷ୍ପତ୍ତି ଗ୍ରହଣ କରିଥିଲା। ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବିତ କରିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିଷ୍ପତ୍ତି ବିଧାୟକଙ୍କ ଠାରୁ ଆରମ୍ଭ କରି ବିଧାନସଭା କ୍ଷେତ୍ରରେ ମିଶ୍ର ରାଜନୈତିକ…