Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଡପ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତି

ପୁରୀ: ଆଡପ ମଣ୍ଡପକୁ ବିଜେ କରିଛନ୍ତି ଶ୍ରୀଜୀଉ । ରଥ ଉପରେ ନୀତିକାନ୍ତି ଶେଷ ହେବା ପରେ ସେବାୟତମାନେ ଗୋଟି ପହଣ୍ଡିରେ ଜନ୍ମବେଦୀକୁ ନେଇ ଯାଇଛନ୍ତି । ପରମ୍ପରା ଅନୁଯାୟୀ, ଅପରାହ୍ନ ୫ଟା ୩୫ରେ ପୁଷ୍ପାଂଜଳି ପରେ ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କୁ ଗୋଟି ପହଣ୍ଡିରେ ମନ୍ଦିର ଭିତରକୁ…

କରୋନା ପଜିଟିଭ୍ ଚିହ୍ନଟ ହେଲେ କଟକ କ୍ୟାନସର ହସ୍ପିଟାଲର ରୋଗୀ

କଟକ: ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ରୋଗୀ କରୋନା ପଜିଟିଭ୍ ଚିହ୍ନଟ । ଏ ନେଇ ନିର୍ଦ୍ଦେଶକ ଲଲାଟେନ୍ଦୁ ଷଢଙ୍ଗୀ ସୂଚନା ଦେଇଛନ୍ତି । ଏହା ଜଣାପଡିବା ପରେ ଜରୁରୀକାଳୀନ ୱାର୍ଡକୁ ସିଲ୍ କରାଯାଇଛି । କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରୋଗୀ ଜଣଙ୍କ ଗଂଜାମର । ଗତ ୧୯ ତାରିଖରେ କେମୋ…

ମାଲକାନଗିରି ଦୁଷ୍କର୍ମ ଘଟଣାରେ ରାଜ୍ୟ ମାନବାଧିକାରଙ୍କ ପାଖରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର : ମାଲକାନଗିରି ପୋଲିସ କ୍ୟାଣ୍ଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ଆଜି ରାଜ୍ୟ ମାନବାଧିକାରଙ୍କୁ ଭେଟିଛିି ରାଜ୍ୟ ବିଜେପି । ଘଟଣାକୁ ଦେଢ ମାସ ବିତି ଯାଇଥିଲେ ସୁଦ୍ଧା ଏ ଯାଏଁ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିନାହିଁ । ଘଟଣାରେ ମାନବାଧିକାର କମିଶନ…

କରୋନା ମହାମାରୀ: ଏକାଠି ହେଲେ ୧୩ ବିରୋଧି ରାଜନୈତିକ ଦଳ, ଜୁନ୍ ୨୬ରେ ରାଜ୍ୟସ୍ତରୀୟ ପ୍ରତିବାଦ ସଭା

ଭୁବନେଶ୍ୱର: କରୋନା ମହାମାରୀ ପରିଚାଳନାରେ ବିଫଳତା ଏବଂ ଲୋକଙ୍କ ଜୀବନ ଜୀବିକା ସୁରକ୍ଷା ଦାବିନେଇ ଏକାଠି ହୋଇଛନ୍ତି ରାଜ୍ୟର ୧୩ଟି ବିରୋଧି ରାଜନୈତିକ ଦଳ । ଆସନ୍ତା ଜୁନ୍ ୨୬ ତାରିଖରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜ୍ୟସ୍ତରୀୟ ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।…

ପୋଲସରାରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ପୋଲସରା: ଗଂଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଖଣ୍ଡୁର ପଞ୍ଚାୟତରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । କୋଙ୍କରଡା ଗ୍ରାମର ତ୍ରିନାଥ ପ୍ରଧାନଙ୍କ ଚତୁର୍ଥ ଝିଅ ମଞ୍ଜୁସା ପ୍ରଧାନଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି । ମୃତ ଝିଅର ବାପା ତ୍ରିନାଥ ପ୍ରଧାନଙ୍କ ଏତଲା କ୍ରମେ ଝିଅ ୨ ବର୍ଷ…

ରାତି ୯ଟା ସୁଦ୍ଧା କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ବୁଧବାର ରାତି ୯ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି।…

ରାଜ୍ୟରେ ୪ ହଜାର ଟପିଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୩୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୪୧୨୩ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।…

ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ: ବାଗ୍‌ଚୀ

ଭୁବନେଶ୍ୱର : ବୟସ୍କ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିଥାଏ । ବୟସ ବଢିଲେ ରୋଗ ପ୍ରତିରୋଧକ ଶକ୍ତି ହ୍ରାସ ପାଏ । ତେଣୁ ବୟସ୍କ ବ୍ୟକ୍ତିମାନେ ସାବଧାନ ରହିବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୧୯ ମୁଖ୍ୟ ମୁଖ୍ୟ ମୁଖପାତ୍ର…

ଓଡ଼ିଶା ସାଂସଦ ଭର୍ତ୍ତୃହରି ମହତାବ ପାଇବେ ‘୨୦୨୦ ସଂସଦ ରତ୍ନ ପୁରସ୍କାର’

ଚେନ୍ନାଇ: କଟକ ସାଂସଦ ଭର୍ତ୍ତୃହରି ମହତାବ ୨୦୨୦ ସଂସଦ ରତ୍ନ ପୁରସ୍କାର ପାଇବା ଲାଗି ଯୋଗ୍ୟ ବିବେଚିତ ହୋଇଛନ୍ତି । ଶ୍ରୀ ମହତାବଙ୍କ ସମେତ ଲୋକସଭାର ୮ଜଣ ସଦସ୍ୟ ଏବଂ ୨ଜଣ ରାଜ୍ୟସଭା ସଦସ୍ୟ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ୧୭ତମ ଲୋକସଭାର ପ୍ରଥମ ବର୍ଷ ଲାଗି ପ୍ରଦର୍ଶନକୁ…

କାଲି ଖୋଲିବ ହୀରାକୁଦର ଗେଟ୍‌, ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆସନ୍ତାକାଲି ଦିନ ୧୦ଟାରେ ହୀରାକୁଦରୁ ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ । ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ଡ୍ୟାମକୁ ଜଳ ପ୍ରବେଶ ପାଇଁ ଆଗୁଆ ଗେଟ୍ ଖୋଲାଯାଉଥିବା କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ଜଳଭଣ୍ଡାରରେ ୬୧୬.୫୦ ଫୁଟ ପାଣି ରହିଛି । ପାଣିପାଗ…