Latest Odisha News

BREAKING NEWS

Browsing Category

ଓଡିଶା

Odisha

କରୋନା ଆତଙ୍କ: ଆଗାମୀ ୧୦ ଦିନ ଯାଏଁ ବନ୍ଦ ରହିବ ଏହି ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଆସନ୍ତା ୧୦ ଦିନ ଯାଏଁ ଜନସାଧାରଣଙ୍କ ପାଇଁ ବନ୍ଦ ରହିବ। କରୋନା ସଂକ୍ରମିତ ବରିଷ୍ଠ ଅଧିକାରୀଙ୍କ ଯୋଗୁଁ ପ୍ରଶାସନ ଏହି ନିଷ୍ପତ୍ତିକୁ ନେଇଥିବା ପ୍ରକାଶ କରିଛି । ସୂଚନାନୁସାରେ, ୧୦ ଜଣ ପ୍ରଶାସନିକ ଅଧିକାରୀ ମଙ୍ଗଳବାର ଦିନ କରୋନା…

ଆଜି ପୁରୀକୁ ନଯିବା ଲାଗି ଜନସାଧାରଣଙ୍କୁ ପରାମର୍ଶ ଦେଲେ ଡିଜିପି

ଭୁବନେଶ୍ୱର: ପୁରୀ ସହରର କିଛି ଅଂଶରେ କର୍ଫ୍ୟୁ ବଳବତ୍ତର ଥିବାରୁ ପୁରୀ ପରିଦର୍ଶନ ନକରିବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ଓଡ଼ିଶା ଡିଜିପି ଅଭୟ । ଏନେଇ ସେ ଟ୍ୱିଟ୍ ମଧ୍ୟ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଶ୍ରୀଜୀଉ ମାନଙ୍କୁ ଦର୍ଶନ କରିବା ଲାଗି କୌଣସି ଭକ୍ତଙ୍କୁ ଅନୁମତି…

କର୍ତ୍ତବ୍ୟରେ ଅବହେଳା ଯୋଗୁଁ ନିଲମ୍ବିତ ହେଲେ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ

ଝାରସୁଗୁଡା: ବିଶୃଙ୍ଖଳିତ ଆଚରଣ ଓ କର୍ତ୍ତବ୍ୟରେ ଅବହେଳା ପାଇଁ କିର୍ମିରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ବାଗଡ଼ିହି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଫାର୍ମାସିଷ୍ଟ ଶାନ୍ତନୁ ଜୟପୁରିଆଙ୍କୁ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି । ଝାରସୁଗୁଡା ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ…

ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ଓଡିଶାରେ ୨୮୨ ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୨୮୨ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୭୫୨ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

୧୪ କରୋନା ଯୋଦ୍ଧାଙ୍କ ସହ ଗଞ୍ଜାମରେ ୭୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୭୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।…

ଗଂଜାମ ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ ମନା

ଗଂଜାମ : ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣଙ୍କୁ ସରକାରୀ ଅଫିସ ଯିବା ନେଇ କଟକଣା ଜାରି ହୋଇଛି । ଆସନ୍ତା ୧୦ ଦିନ ଯାଏଁ ସମସ୍ତ ସରକାରୀ ଅଫିସକୁ ବନ୍ଦ ରଖାଯିବ ବୋଲି ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । କିଛି ବରିଷ୍ଠ ଅଧିକାରୀଙ୍କ କରୋନା ସଂକ୍ରମିତ ହୋଇଥିବାରୁ…

ଦୁର୍ଘଟଣାଗସ୍ତ ହେଲା ପ୍ରବାସୀଙ୍କୁ ନେଇ ଯାଉଥିବା ବସ୍: ଜଣେ ମୃତ, ୨୦ ଆହତ

ସୋର: ପୁଣି ଦୁର୍ଘଟଣାର ଶିକାର ହୋଇଛି ପ୍ରବାସୀଙ୍କୁ ନେଇ ଯାଉଥିବା ଆଉ ଏକ ବସ୍ । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନାଅନୁସାରେ, ପଣ୍ଡିଚେରୀରୁ ପ୍ରବାସୀଙ୍କୁ ନେଇ ବିହାରର ଅଭିମୁଖେ ଯାଉଥିବା ଏହି ବସ୍ ଟି ବାଲେଶ୍ଵର ଜିଲ୍ଲା ସୋର ନିକଟତର…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଅବରୋଧ ଅଞ୍ଚଳ ଘୋଷଣା ହେଲା ଦାରିଙ୍ଗବାଡି

ବାଲିଗୁଡା: ଅନିର୍ଦ୍ଦିଷ୍ଟକାଳ ପାଇଁ ଅବରୋଧ ଅଞ୍ଚଳ ଘୋଷଣା ହେଲା ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡି। ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ଦିନ ସ୍ଥାନୀୟ ଅଞ୍ଚଳର ଜଣେ ଶିକ୍ଷକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ପ୍ରଶାସନ…

ଆଓ ଟିଭି ପକ୍ଷରୁ ଓଟିଟି ପ୍ଲାଟଫର୍ମରେ ଚଳଚ୍ଚିତ୍ର ‘ଭକ୍ତ ସାଲବେଗ ’

ଭୁବନେଶ୍ୱର : ରଥ ଯାତ୍ରା ଅବସରରେ ଆଓ ଟିଭି ପକ୍ଷରୁ ଓଟିଟି ପ୍ଲାଟଫର୍ମକୁ ଆସିଛି ଐତିହାସିକ ଚଳଚ୍ଚିତ୍ର ‘ଭକ୍ତ ସାଲବେଗ ’ । ଚଳଚ୍ଚିତ୍ରର ନାୟକ ତଥା ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତି ବଟନ ଦବାଇ ଚଳଚ୍ଚିତ୍ରର ଡିଜିଟାଲ ଷ୍ଟ୍ରିମିଂ ବା ପ୍ରଦର୍ଶନର ଶୁଭାରମ୍ଭ କରିଥିଲେ । ଅନ୍ୟମାନଙ୍କ…

ବୁଡିଯାଉଥିବା ଭାଇକୁ ବଞ୍ଚାଇବାକୁ ଯାଇ ପ୍ରାଣ ହରାଇଲା ଭଉଣୀ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାର ବାଲିକୁଦା ଅଞ୍ଚଳରର ଦେଖିବକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ନଈରେ ବୁଡି ଯାଉଥିବ ଭାଇକୁ ବଞ୍ଚାଇବାକୁ ଯାଇ ପ୍ରାଣ ହାରାଇଛି ଭଉଣୀ । ବାଲିକୁଦା ମଙ୍ଗପୁର ନିକଟସ୍ଥ ଦେବୀ ନଦୀରେ ବୁଡି ଜଣେ ନାବାଳିକା ପ୍ରାଣ ହରାଇଥିବା ବେଳେ ଅନ୍ୟ ଦୁଇ ଭାଇଭଉଣୀ…