Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା କଂଗ୍ରେସ ଭବନରେ ସଂଘର୍ଷ; ଜଣେ ଅଟକ

ଭୁବନେଶ୍ୱର: ଯୁବ କଂଗ୍ରେସର ଦୁଇ ଦଳ ମଧ୍ୟରେ ହିଂସାତ୍ମକ ସଂଘର୍ଷ ପରେ ମଙ୍ଗଳବାର ଓଡ଼ିଶା କଂଗ୍ରେସ ଭବନରେ ଉତ୍ତେଜନା ଦେଖାଦେଇଛି। ଖବର ଅନୁଯାୟୀ ଗତ ଜୁନ୍ ୧୮ରେ ଯୁବ କଂଗ୍ରେସ ସଭାପତି ବି.ଭି ଶ୍ରୀନିବାସ ଓଡିଶା ପ୍ରଦେଶ ଯୁବ କଂଗ୍ରେସ (ଓପିଏସି) ର ମଧ୍ୟବର୍ତ୍ତୀକାଳୀନ ସଭାପତି ଭାବରେ…

୬ କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରେ ୩୦ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ୩୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ । ପ୍ରାପ୍ତ ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା…

ଆରମ୍ଭ ହେଲା ରଥଟଣା: ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ

ପୁରୀ: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଆରମ୍ଭ ହୋଇଛି ରଥଟଣା । ବଡ଼ଦାଣ୍ଡରେ ଗଡ଼ିଲା ତିନି ତିନି ରଥ। ଘୁଁ ଘୁଁ ଗର୍ଜନ କରି ବଡ଼ଦାଣ୍ଡରେ ମାଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥ । ଏହା ପୂର୍ବରୁ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ। ଏହାପରେ…

ରଥଯାତ୍ରା: ଆଖିଦୃଶିଆ କଳା ସହ ପବିତ୍ର ଘୋଷଯାତ୍ରାର ଶୁଭେଚ୍ଛା ଦେଲେ ବାଲୁକା ଶିଳ୍ପୀ

ପୁରୀ: ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ତିନି ରଥର ମୂର୍ତ୍ତି ତିଆରି କରି ରଥଯାତ୍ରାର ଶୁଭେଚ୍ଛା ପ୍ରଦାନ କରିଛନ୍ତି । ନିଜର ଏହି କଳାକୃତିର ଚିତ୍ର ସୁଦର୍ଶନ ଟ୍ୱିଟର ରେ…

ରଥ ଉପରେ ତିନି ଠାକୁର; ଦେଖନ୍ତୁ, ଗଜପତି ମହାରାଜାଙ୍କ ଛେରାପହଁରା ନୀତି

ପୁରୀ: ପୁରୀରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ଦିନ ତିନି ରଥ ଉପରେ ଶ୍ରୀଜିଉମାନଙ୍କର ରୀତିନୀତି ସହ ଛେରାପହଁରା କରୁଛନ୍ତି। ଦେଖନ୍ତୁ ଭିଡିଓ:- https://www.youtube.com/watch?v=Y2iXh-sf7E0&feature=youtu.be ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ,…

ରାଜ୍ୟରେ ୩ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ; ମୋଟ୍ ସଂଖ୍ୟା ୧୭ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ଆଉ ୩ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୧୭ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, କଟକ ଜିଲ୍ଲାର ଜଣେ ୭୧…

‘ରଥଯାତ୍ରା’ ଅବସରରେ ଶ୍ରଦ୍ଧାଳୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ । ଚଳିତ ବର୍ଷ କରୋନା ମହାମାରୀ କଟକଣା ଯୋଗୁଁ ଜନସାଧାରଣଙ୍କୁ ଘରେ ବସି ଟେଲିଭିଜନ ମାଧ୍ୟମରେ ଘୋଷ ଯାତ୍ରା…

ଓଡିଶାରେ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୬୭ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ୪୭୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…

ପୁରୀରେ ଜଣେ ସେବାୟତ କରୋନା ପଜିଟିଭ; କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର

ପୁରୀ: ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଦେଖିବା ପାଇଁ ଲକ୍ଷଲକ୍ଷ ଭକ୍ତ ଅଣାଇ ବସିଛନ୍ତି । ଏହି ସମୟରେ ପୁରୀରେ ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବା ଚିନ୍ତାର ବିଷୟ ପାଲଟିଛି। https://twitter.com/Puri_Official/status/1275272538034016256?s=19…

ରଥାରୁଢ଼ ଚତୁର୍ଦ୍ଧାମୂର୍ତ୍ତି, ଚକା ଆଖି ଦେଖିଲା ଜଗତ

ପୁରୀ: ସିଂହଦ୍ୱାର ଆଗରେ ରଥାରୁଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । ନିର୍ଦ୍ଧାରିତ ସମୟ ପୂର୍ବରୁ ସରିଲା ଶ୍ରୀଜିଉଙ୍କ ପହଣ୍ଡି । ଧାଡ଼ି ପହଣ୍ଡିରେ ସେବାୟତମାନେ ମହାପ୍ରଭୁଙ୍କୁ ଆଣି ରଥାରୂଢ କରିଛନ୍ତି । ପ୍ରଥମେ ଆସିଥିଲେ ଶ୍ରୀସୁଦର୍ଶନ । ତାପରେ ବଡ଼େଦେଉଳୁ ବାହାରିଥିଲେ ବଡ଼ଠାକୁର…