Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାରିପଦା ସହରର ହେବ ନବୀକରଣ; ନଗର ଉନ୍ନୟନ ମନ୍ତ୍ରୀଙ୍କ ବ୍ଲୁ ପ୍ରିଣ୍ଟ

ମୟୂରଭଞ୍ଜ: ବାରିପଦା ସହରର ହେବ ନବୀକରଣ। ନଗର ଉନ୍ନୟନ ମନ୍ତ୍ରୀଙ୍କ ବ୍ଲୁ ପ୍ରିଣ୍ଟ। ଏନେଇ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ମନ୍ତ୍ରୀଙ୍କ ଆଲୋଚନା ହୋଇଛି। ବାରିପଦାରେ ରିଙ୍ଗ୍‌ ରୋଡ ସହିତ ବୁଢ଼ାବଳଙ୍ଗ ନଦୀରେ ବ୍ୟାରେଜ ନିର୍ମାଣ ହେବ। ସେହିପରି ସ୍ବରେଜ ସିଷ୍ଟମ ସହ ବିକଶିତ ହେବ…

୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି ଦେବା ପାଇଁ ନିଷ୍ପତ୍ତି ହୋଇଥିଲା । ୧୮ଟି ପ୍ରକଳ୍ପରେ ସବୁ ଘରକୁ ଘର ଜଳ…

ବୁଣାକାର ଶ୍ରମିକଙ୍କ ପାଇଁ ଖୁସି ଖବର; ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା । ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସୂଚନାଯୋଗ୍ୟ,…

ଜୁଆ ଆଡ୍ଡା ଉପରେ ଚଢାଉ: ୧୯ ଗିରଫ

ଗଞ୍ଜାମ: ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା। ହଠାତ ଚଢଉ କଲା ପୋଲିସ। ଏହା ଘଟଣାରେ ୧୯ ଜଣ ଗିରଫ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ୪ ଲକ୍ଷ ୪ ହଜାର ଟଙ୍କା ସହ ୨ ଟି କାର୍, ୫ ଟି ବାଇକ୍, ୧୯ ଟି ମୋବାଇଲ ଜବତ…

ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ସାରି କାର୍ଯ୍ୟରେ ଯୋଗଦେଲେ ପୁରୀର ନୂଆ ଜିଲ୍ଲାପାଳ

ପୁରୀ: ପୁରୀର ନୂତନ ଜିଲ୍ଲାପାଳ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି ଦିବ୍ୟ ଜ୍ୟୋତି ପରିଡା । କାର୍ଯ୍ୟରେ ଯୋଗଦାନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରି ଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କୁ ତାଙ୍କ କାର୍ଯ୍ୟାଳୟରେ ଅତିରିକ୍ତ…

ଓଡ଼ିଶା ଟେକ୍ସର ଶୁଭାରମ୍ଭ; ଓଡ଼ିଶାର ବସ୍ତ୍ର ସମଗ୍ର ଦେଶରେ ପହଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ । ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି । କଟକ,…

ଉନ୍ନତ ପ୍ରଯୁକ୍ତିବିଦ୍ୟା ଦ୍ବାରା ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ମଧୁର ଜଳ ବ୍ୟବହାରରେ ୪୦% ହ୍ରାସ କରିଛି

କଳିଙ୍ଗନଗର: ଓଡ଼ିଶାର ଯାଜପୁର ଜିଲ୍ଲାରେ ଅବସ୍ଥିତ ଟାଟା ଷ୍ଟିଲ କଳିଙ୍ଗନଗର ପ୍ଲାଣ୍ଟ ଜଳ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଦିଗରେ ଷ୍ଟିଲ ଉଦ୍ୟୋଗରେ ଏକ ନୂତନ ମାନଦଣ୍ଡ ସ୍ଥାପନ କରିଛି । ଉନ୍ନତ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଏହି ପ୍ଲାଣ୍ଟ ମଧୁର ଜଳ ବ୍ୟବହାରରେ ୪୦% ରୁ ଅଧିକ ହ୍ରାସ ଆଣିବା…

ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ଗିରଫ ନକଲେ ଆତ୍ମହୁତି ଧମକ

ଭୁବନେଶ୍ୱର: ଭୁବନେଶ୍ୱରର ଲକ୍ଷ୍ମୀସାଗର ଥାନାରେ ଜଣେ ୧୯ ବର୍ଷୀୟା ଯୁବତୀର ଅଭିଯୋଗ ଆଧାରରେ ବିଜେଡି କର୍ପୋରେଟର୍ ଅମରେଶ ଜେନାଙ୍କ ବିରୋଧରେ ଧର୍ଷଣ, ଗର୍ଭପାତ ଏବଂ ଧମକର ମାମଲା ରୁଜୁ ହୋଇଛି, ଯେଉଁଥିରେ ସେ ବାହାନାରେ ନାବାଳିକା ଅବସ୍ଥାରୁ ତାଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗ ହୋଇଛି।…

ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା କଣ୍ଟ୍ରାକ୍ଟଚୁଆଲ ନିଯୁକ୍ତି ରୋକିବା ଏବଂ ଆର୍ଥିକ…