Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟିପିଏସ୍ଓଡିଏଲ୍ ପକ୍ଷରୁ ଜୟପୁରଠାରେ ହ୍ୟାଣ୍ଡସ-ଅନ୍ ଟେକ୍ନିକାଲ ଟ୍ରେନିଂ ସେଣ୍ଟର ଉଦଘାଟିତ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏସ୍ଓଡିଏଲ୍) କୋରାପୁଟ ଜିଲ୍ଲାର ଜୟପୁରଠାରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ପରିପୂର୍ଣ୍ଣ ହ୍ୟାଣ୍ଡସ-ଅନ୍ ଟେକ୍ନିକାଲ ଟ୍ରେନିଂ ସେଣ୍ଟର (ଏଚଓଟିଟି) ଉଦଘାଟନ କରିଛି । କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତ…

Woman Maoist Surrender: ୨୦ ଲକ୍ଷ ପୁରସ୍କାର ରାଶି ଥିବା ଦୁର୍ଦ୍ଦାନ୍ତ ମହିଳା ମାଓବାଦୀର ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର କାଙ୍କେର ଜିଲ୍ଲା ପୋଲିସ ନିକଟରେ ଆତ୍ମସମର୍ପଣ କଲା ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ । ମହିଳା ମାଓବାଦୀର ପରିଚୟ ମାସେ ବାରସେ ବୋଲି ଜଣାପଡିଛି । ସେ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବସ୍ତର ଆଇଜି…

ମାର୍ଚ୍ଚ ୨ ତାରିଖ ସୋମବାର ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ, ରତ୍ନ ଅଳଙ୍କାର ଗଣତି ମଣତି…

ପୁରୀ: ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଙ୍କ ସହିତ ପରିଚାଳନା କମିଟି ସଦସ୍ୟ ମାନେ ବୈଠକରେ ଭାଗ ନେବେ । ତେବେ…

Lingaraja temple: ଗ୍ରହଣରେ ଶ୍ରୀଲିଙ୍ଗରାଜଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ;ଏହି ସମୟରେ ଦୋଳ ବେଦୀକୁ ବିଜେ…

ଭୁବନେଶ୍ବର:ଗ୍ରହଣ ପାଇଁ ଶ୍ରୀଲିଙ୍ଗରାଜଙ୍କ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି । ବୁଧବାର କାର୍ଯ୍ୟ ନିର୍ବାହୀ ଅଧିକାରୀ ତଥା ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ଜେନାଙ୍କ ଅଧ୍ୟକ୍ଷତାରେ ଏହା ଚୂଡ଼ାନ୍ତ ହୋଇଛି । ଚେବେ ନୀତି ନିର୍ଘଣ୍ଟ ଅନୁସାରେ ରାତି ୮ଟାରେ ଦୋଳ ବେଦୀକୁ ବିଜେ କରିବେ…

Maoist Killed: ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ SLR, INSAS ଏବଂ ବାର ବୋର ବନ୍ଧୁକ ସହ ବିପୁଳ…

Special OTET PaperLeak: ସ୍ପେଶାଲ୍ OTET ପ୍ରଶ୍ନପତ୍ର ଜାଲିଆତି ଘଟଣା, ଆସନ୍ତା ୫ରେ ଶୁଣାଣି…

କଟକ: ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା । ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି । ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ ଶୁଣାଣି ହୋଇପାରେ।…

ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ ।…

କୋରାପୁଟ ପୋଲିସକୁ ବଡ଼ ସଫଳତା: ୨୨୫ କୋଟି ଟଙ୍କା ମୂଲ୍ୟର ହାଶିଶ ତେଲ ଓ ୫ କୋଟି ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ: ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ କୋରାପୁଟ ଜିଲ୍ଲା ପୋଲିସକୁ ବଡ ସଫଳତା ମିଳିଛି । ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମା ନିକଟସ୍ଥ ପାଡୁଆ ଥାନା ଅଧୀନ ଝୋଲାପୁଟ ଜଙ୍ଗଲ ଅଞ୍ଚଳରେ ଚାଲୁଥିବା ଏକ ଅସ୍ଥାୟୀ ମାନୁଫ୍ୟାକ୍ଚରିଂ ୟୁନିଟ୍‌ ଉପରେ ଚଢ଼ାଉ କରିଛି ପୋଲିସ । ଚଢାଉ ସମୟରେ ୧୮୦ ଲିଟରରୁ…

ଝାରସୁଗୁଡ଼ା ସଡ଼କ ଦୁର୍ଘଟଣା; ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ମିଳିଲା ସହାୟତା ରାଶି

ଝାରସୁଗୁଡ଼ା: ଝାରସୁଗୁଡ଼ା ସଦର ଥାନା ନିକଟରେ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ଘଟଣା । ପରିବାରବର୍ଗଙ୍କୁ ଓଡ଼ିଶା ପୋଲିସ ପକ୍ଷରୁ ତୁରନ୍ତ ସହାୟତା ରାଶି ପ୍ରଦାନ କରାଯାଇଛି । ଦୁର୍ଘଟଣାର ମାତ୍ର ୩ ଦିନ ମଧ୍ୟରେ ରେକର୍ଡ ସମୟରେ ୪ ଜଣ ପୋଲିସ କର୍ମଚାରୀଙ୍କ…

CPET 2026: କାଲିଠୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

ଭୁବନେଶ୍ୱର:ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (CPET) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି…