Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୟାଗଡ଼ ଦଶପଲ୍ଲାରେ ବସ୍ ଓଲଟି ୧୭ ଯାତ୍ରୀ ଆହତ, ୪ ଜଣଙ୍କ ଅବସ୍ଥା ଗୁରୁତର

 ଦଶପଲ୍ଲା: ନୟାଗଡ଼ ଜିଲ୍ଲାର ଦଶପଲ୍ଲା ନିକଟ ସରିଗଣ୍ଡା ଛକରେ ଏକ ଯାତ୍ରୀବାହୀ ବସ୍ ଓଲଟିପଡ଼ିବାରୁ ୧୭ ଜଣ ଆହତ ହୋଇଛନ୍ତି, ଯେଉଁଥିରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବସଟି ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ଯେ ମୋଡ଼ ନେବା…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌; ସ୍ଥିତି ଦେଖି ଅଧିକ ଗେଟ୍‌ ଖୋଲାଯିବ

ସମ୍ବଲପୁର:ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା । ଫଳରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବଢୁଛି । ଫଳରେ ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍‌ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି ।…

ଶିଶୁ ସୁରକ୍ଷା ଉପରେ ସରକାରଙ୍କ ଜୋର, ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’ ଯୋଜନାର…

ସାଇ ଇଣ୍ଟରନ୍ୟାସନାଲ ସ୍କୁଲରେ ୨ ଦିନିଆ ଆଲୋଚନାଚକ୍ର ଆରମ୍ଭ

ଭୁବନେଶ୍ୱର : ରାଜଧାନୀରେ ଥିବା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ପରିସରରେ ୨ ଦିନିଆ ସାଇ ମଡେଲ ୟୁନାଇଟେଡ ନେସନ ଆରମ୍ଭ ହୋଇଛି । ଏଥିରେ ୨୩ଟି ଦେଶର ଛାତ୍ରଛାତ୍ରୀମାନେ ଭାଗ ନେଇଛନ୍ତି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ ଉତ୍ସବକୁ…

ବାର୍ଡ ଫ୍ଲୁ ଚିହ୍ନଟ: ଚାରି ହଜାରରୁ ଅଧିକ କୁକୁଡ଼ା ପୋତି ଦିଆଗଲା

ଖୋର୍ଦ୍ଦା: ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ଅଞ୍ଚଳର ମୁଣ୍ଡାମ୍ବା ଗାଁରେ ଏକ ବେସରକାରୀ କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ଭାଇରସ୍ ଚିହ୍ନଟ ହୋଇଛି। ପ୍ରଶାସନ ଏ ନେଇ ପ୍ରମାଣ ପାଇବା ପରେ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ନେବା ଆରମ୍ଭ କରିଛି। ଗତ କିଛି ଦିନ ଧରି ଏହି ଅଞ୍ଚଳର କିଛି କୁକୁଡ଼ା…

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ଘରୁ ୧ କୋଟି ୪୪ ଲକ୍ଷ ଟଙ୍କା ସହ ସୁନା ବିସ୍କୁଟ୍ ଓ ସୁନା କଏନ୍ ଜବତ

କୋରାପୁଟ: ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍। ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ। ଭୁବନେଶ୍ୱର ରଘୁନାଥପୁରରେ ଥିବା ଭାଇ ଘରେ ମଧ୍ୟ ଚଢାଉ ଜାରି ରହିଛି। ଯାଞ୍ଚ ବେଳେ…

ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ମୟୂରଭଞ୍ଜ: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଆଜି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜରେ ସ୍କୁଲ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଆଜି ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ବନ୍ଦ। ସବୁ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଦିନକ ପାଇଁ ଛୁଟି ଘୋଷଣା…

ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ-୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ଓଡ଼ିଆ…

ଇଡି ଅଧିକାରୀ ଚିନ୍ତନ ରଘୁବଂଶୀଙ୍କୁ ମିଳିଲୀ ସର୍ତ୍ତମୂଳକ ଜାମିନ

କଟକ: ଇଡି ଅଧିକାରୀ ଚିନ୍ତନ ରଘୁବଂଶୀଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତ ହାଇକୋର୍ଟ। ୧ ଲକ୍ଷ ଟଙ୍କାର ବେଲବଣ୍ଡ ଓ ୨ ଜାମିନଦାରଙ୍କ ବଦଳରେ ଜାମିନରେ ଯାଇପାରିବେ। ଦେଶ ବାହାରକୁ ଯାଇ ପାରିବେନି ଚିନ୍ତନ। ତଦନ୍ତରେ ସହଯୋଗ କରିବା ପାଇଁ ରହିଛି ସର୍ତ୍ତ।…

ଆଗାମୀ ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ନେବ ଅବପାତ ରୂପ: ୨୮ ତାରିଖ ଯାଏ ପ୍ରବଳ ବର୍ଷା, ରେଡ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇଛି । ଆସନ୍ତା ୧୨ ଘଣ୍ଟାରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…