Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍‌ଓସି

ଭୁବନେଶ୍ୱର: ଏଣିକି ଆଶାୟୀ ସରକାରୀ ଚାକିରିଆଙ୍କୁ ପରୀକ୍ଷା ପାଇଁ ଦେବାକୁ ପଡିବନି ଏନ୍‌ଓସି। ସରକାରୀ ଚାକିରି କରିଥିବା କର୍ମଚାରୀ ବା ଅଧିକାରୀ ଯେଉଁମାନେ ୟୁପିଏସ୍‌ସି, ଓପିଏସ୍‌ସି, ଏସ୍‌ଏସ୍‌ବି, ଓଏସ୍‌ଏସ୍‌ସି, ଓଏସ୍‌ଏସ୍‌ଏସ୍‌ସି ଆଦି କରୁଥିବା ପରୀକ୍ଷା ଦେବାକୁ ଚାହୁଁଛନ୍ତି…

 ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ବିମାନ ଚଳାଚଳ ସୁରକ୍ଷା ପାଇଁ ଆମିଷ ଓ ବର୍ଜ୍ୟ ପରିଚାଳନାକୁ ନେଇ ବିଏମସିର କଡ଼ା ନିର୍ଦ୍ଦେଶ। ନିୟମ ମାନିବାକୁ ସବୁ ବ୍ୟବସାୟୀକ ପ୍ରତିଷ୍ଠାନକୁ କଡ଼ା ନିର୍ଦ୍ଦେଶ ଦେଇଛି BMC। ପ୍ରତ୍ୟେକ ପ୍ରତିଷ୍ଠାନ ଦୋକାନ ପରିସରରେ ବର୍ଜ୍ୟର ସଂରକ୍ଷଣ କରିବା ବାଧ୍ୟତାମୂଳକ। ଏହାସହ…

Cold Wave: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ, ଥରିବ ଏସବୁ ଜିଲ୍ଲା

ଭୁବନେଶ୍ୱର: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ ପ୍ରଭାବ। ପ୍ରବଳ ଥଣ୍ଡାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୨ଦିନ ଏଭଳି ସ୍ଥିତି ଲାଗି ରହିବ। ଝାରସୁଗୁଡ଼ାରେ ୬ ଡ଼ିଗ୍ରୀ ଛୁଇଁଲା ପାରଦ। ଆଜି ସକାଳ ୫ଟା ୩୦ରେ ୬.୮°C ରେକର୍ଡ ହୋଇଛି। ୨ ଦିନ ପରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ…

ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ୪ ବସ୍‌ ଜବତ…ଥିଲା ନକଲି ନମ୍ବର ପ୍ଲେଟ୍‌, ଲାଗିଲା ମୋଟା ଫାଇନ

କଟକ: କଟକ ତାଳବସ୍ତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ପିକିନିକ୍‌ ଯାଉଥିବା ୪ ବସ୍‌ କୁ ଆରଟିଓ ଜବତ କରିଛି । ଗୋଟିଏ ବସ୍‌ରେ ନକଲି ନମ୍ବର ପ୍ଲେଟ୍‌ ଲାଗିଥିଲା । ଅନ୍ୟ ୩ଟି ବସରେ କାଗଜପତ୍ର ଭୁଲ ଥିଲା ବୋଲି ଟ୍ରାଫିକ୍‌ ଇନ୍ସପେକ୍ଟର ରଞ୍ଜନ କୁମାର ଡୋରା କହିଛନ୍ତି । ତେବେ ଏହି…

ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ;୪ ହଜାର ଟଙ୍କା ନେଇଯାଇଥିବା ସନ୍ଦେହରେ ବନ୍ଧୁକୁ ହତ୍ୟା

କଟକ: ୪ ହଜାର ଟଙ୍କା ବନ୍ଧୁ ନେଇଯାଇଥିବା ସନ୍ଦେହ କରି ପଥରରେ ଛେଚି କଲା ହତ୍ୟା ବନ୍ଧୁ । କଟକ ଖାନନଗରରେ ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ । ଏହି ଘଟଣାରେ ଯୋବ୍ରା ଅଞ୍ଚଳର ଅଭିଯୁକ୍ତ ଅଶୋକ ସାମଲକୁ ଗିରଫ କରିଛି ବାଦାମବାଡ଼ି ଥାନା ପୋଲିସ । କଟକ ଡିସିପି ଏ ନେଇ ପ୍ରେସମିଟ୍…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଗିରଫ

ଖୋର୍ଦ୍ଧା:ଖୋର୍ଦ୍ଧାର ଏକ ସରକାରୀ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି । ଏନେଇ ଥାନାରେ ପୋକ୍‌ସୋ ଆକ୍ଟରେ ଏକ ମାମଲା (ନଂ.୩୧/୨୬) ରୁଜୁ ହୋଇଛି । ଅସଦାଚରଣ ଘଟଣାକୁ ନେଇ ଟାଉନ ଥାନାରେ ଅଭିଯୋଗ ହୋଇଥିଲା…

ମିଶନ ଶକ୍ତି ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ବୁଝାମଣା, ୪୦୦୦ ମହିଳାଙ୍କୁ ମିଳିବ…

ଭୁବନେଶ୍ୱର: ଭୁବନେଶ୍ୱରର ମିଶନ ଶକ୍ତି ଭବନଠାରେ ଆଜି ମିଶନ ଶକ୍ତି ବିଭାଗ ଏବଂ ପର୍ଯ୍ୟଟନ ଓ ଆତିଥେୟତା ଦକ୍ଷତା ପରିଷଦ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମିଶନ ଶକ୍ତି ନିର୍ଦ୍ଦେଶିକା ଡ. ମୋନିକା ପ୍ରିୟଦର୍ଶିନୀ ଏବଂ…

group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆସନ୍ତାକାଲି ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମ୍ପୂର୍ଣ୍ଣ ସହରରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ ରହିବା ସହ BNSର ଧାରା ୧୬୩ ଲାଗୁ କରିଛି ପ୍ରଶାସନ ।…

ଆଉ ଜଣେ ଠକ ଡାକ୍ତର ଗିରଫ; ମିଥ୍ୟା ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କ ପରିବାରଠୁ ୨୨ ଲକ୍ଷ ଠକେଇ

ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ ବ୍ୟକ୍ତି ନକଲି ଡାକ୍ତର ପ୍ରମାଣ ପତ୍ର ଦେଖାଇ ବିବାହର ମିଥ୍ୟା ପ୍ରତିଶୁତି ଦେଇ ଜଣେ ମହିଳା ଓ ତାଙ୍କ ପରିବାର ଠାରୁ ୨୨.୭୦ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଥିଲା। ବର୍ତ୍ତମାନ ପାହାଳ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ତେବେ…

ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦିନ ଦୁଇ ବିଧାୟକଙ୍କୁ ନିଲମ୍ବିତ କରିଛନ୍ତି। ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡଙ୍କୁ ଦଳ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତି ଅଭିଯୋଗରେ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଥିବା ନେଇ ସୂଚନା ମିଳିଛି।…