Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଦେଲେ ଏମିତି କଥା…

ଭୁବନେଶ୍ୱର: ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ। କଂଗ୍ରେସର ଅନାସ୍ଥା ଆହ୍ଵାନକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ମନ୍ତ୍ରୀ କହିଛନ୍ତି ଯେ ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ବରଂ ଅନାସ୍ଥା ପ୍ରସ୍ତାବରେ ନିଜେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡିଶା ଆଦିବାସୀ ମହାସଂଘ; ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ରଖିଲେ ପ୍ରସ୍ତାବ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟ ମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଦିବାସୀ…

ସିଂହବାହିନୀରେ ଯାତ୍ରା କରିବେ ପିୟୂଷ

କଟକ : କିଛି ଦିନର ନିରବତା ପରେ ପୁଣିଥରେ ବଡ ବୟାନ ଦେଇଛନ୍ତି ଯାତ୍ରାଜଗତର ଚର୍ଚ୍ଚିତ ଖଳନାୟକ ପୀୟୂଷ । ଆସନ୍ତା ଦଶହରାରୁ ପୁଣିଥରେ ମଞ୍ଚକୁ ଓହ୍ଲାଇବେ ବୋଲି ସ୍ପଷ୍ଟ କରିଛନ୍ତି । ଗଣମାଧ୍ୟମ ଆଗରେ ସିଂହବାହିନୀରେ କାମ କରିବେ ବୋଲି ନିଜେ ସ୍ପଷ୍ଟ କରିଛନ୍ତି । ବର୍ଷେ ବିଶ୍ରାମ ପାଇଁ ଆଗରୁ ସେ…

୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଗନ୍ଧମାର୍ଦ୍ଦନ ପାହାଡ଼ରେ ଫସିଥିବା ୧୭ ପର୍ଯ୍ୟଟକ

ବଲାଙ୍ଗୀର: ଗନ୍ଧମାର୍ଦ୍ଦନ ପାହାଡ଼ ଉପରେ ଫସିଥିବା ୧୭ ଛତିଶଗଡ଼ି ପର୍ଯ୍ୟଟକ ଉଦ୍ଧାର। ୧୬ ଘଣ୍ଟା ପରେ ଉଦ୍ଧାର ହେଲେ ଏହି ପର୍ଯ୍ୟଟକ। ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ପାଇଁ ରାତିସାରା ଚାଲିଥିଲା ଅପରେସନ୍। ଅପରେସନରେ ସାମିଲ୍ ହୋଇଥିଲେ ପୋଲିସ୍, ଅଗ୍ନିଶମ ଓ ବନ ବିଭାଗ କର୍ମଚାରୀ। ପ୍ରବଳ…

ବିଏମସି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ

ଭୁବନେଶ୍ୱର: BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଗିରଫ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ୪ଟି ସ୍ଥାନରେ ଚଢ଼ାଉ କରି କୋଟି କୋଟି ଟଙ୍କାର ସଂପତ୍ତି ପାଇଛି ଭିଜିଲାନ୍ସ। ଭୁବନେଶ୍ବରରେ ଗୋଟିଏ, ଗୁଣପୁରରେ ୨ଟି ବହୁତଳ କୋଠା ଠାବ ହୋଇଛି।…

ନର୍ସିଂ ଛାତ୍ରୀ ବିଷ ପିଇବା ଘଟଣା; ୨ ଗିରଫ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକର ଜଣେ ୨୧ ବର୍ଷୀୟ ବିଏସସି ନର୍ସିଂ ଦ୍ଵିତୀୟ ବର୍ଷର ଛାତ୍ରୀ ପୁରୁଷ ବନ୍ଧୁଙ୍କ ମାନସିକ ଓ ଶାରୀରିକ ନିର୍ଯାତନା ସହି ନପାରି ଗତ ୧୭ ତାରିଖରେ ବିଷପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ତାଙ୍କୁ ଆଜି ଭୋର ୪.୩୦ଟା ସମୟରେ ଗୁରୁତର ଅବସ୍ଥାରେ…

ବର୍ଷା ପାଣିରେ ଧୋଇଗଲା ପୋଲ

ନୂଆପଡା : ସାରା ରାଜ୍ୟରେ ଏବେ ଜାରି ରହିଛି ପ୍ରବଳ ବର୍ଷା । ଏହାର ପ୍ରଭାବରେ କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ ପ୍ରବଳ ବର୍ଷା ପାଇଁ ନୂଆପଡା ଜିଲ୍ଲାରେ ଏକ ପୋଲ ଭାସି ଯାଇଛି । ସୁନାବେଡା-ଗାଡିବେଡା ମଧ୍ୟରେ ଥିବା ପୋଲ ବର୍ଷା ପାଣିରେ ଭାସି ଯାଇଛି । ପୋଲ…

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ…

ଉଚ୍ଚଶିକ୍ଷା ପକ୍ଷରୁ ବଡ଼ ନିଷ୍ପତ୍ତି: ଏଣିକି ନିଶା ମୁକ୍ତ ହେବ କଲେଜ କ୍ୟାମ୍ପସ

ଭୁବନେଶ୍ୱର: ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଇଛି ବଡ଼ ନିଷ୍ପତ୍ତି। ଓଡ଼ିଶାରେ କଲେଜ ହେବ ନିଶା ମୁକ୍ତ। ନିଶାମୁକ୍ତ କ୍ୟାମ୍ପସ ପାଇଁ ସମସ୍ତ କଲେଜକୁ ନିର୍ଦ୍ଦେଶ ଜାରି କଲା ଉଚ୍ଚଶିକ୍ଷା ବିଭାଗ। ଏନସିବିର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାନସର ଶୁଭାରମ୍ଭ। ନିଶା ସମ୍ପର୍କିତ ସୂଚନା ପାଇଁ ହେଲପଲାଇନ୍…

ପୁଣି ଟ୍ରେନ୍ ଦୁର୍ଘଟଣା: ଲାଇନଚ୍ୟୁତ ହେଲା ମହିମା ଗୋସାଇଁ ଏକ୍ସପ୍ରେସ୍

ସମ୍ବଲପୁର: ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଆଜି ସକାଳ ୯ଟା ୧୮ରେ ଶାଲିମାର-ସମ୍ୱଲପୁର ଯାଉଥିବା ମହିମା ଗୋସାଇଁ ଏକ୍ସପ୍ରେସର ଜେନେରାଲ୍ କୋଚର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ସମ୍ୱଲପୁର ସିଟି ଷ୍ଟେସନ ପୂର୍ବରୁ…