Latest Odisha News

BREAKING NEWS

Browsing Category

ଓଡିଶା

Odisha

ତାରିଣୀ ପୀଠ, ବିରଜା ମନ୍ଦିର ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାଯାଇଛି ଯେ, ଘଟଗାଁ ମା’ ତାରିଣୀ ମନ୍ଦିରର ବିକାଶ…

ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା; ସିସିଟିଭିରେ ଥିବା ୨ ଝିଅ କିଏ?

ଭୁବନେଶ୍ୱର: ଏଫଏମ କଲେଜରେ ୧୨ ଜୁଲାଇରେ କ୍ୟାମ୍ପସରେ ଜଣେ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗରେ ଆତ୍ମହତ୍ୟା କରିଥିଲେ ଯାହାର ତଦନ୍ତ ବର୍ତ୍ତମାନ କ୍ରାଇମବ୍ରାଞ୍ଚ୍ କରୁଛି। ଛାତ୍ରୀ ଜଣକ ପ୍ରିନ୍ସିପାଲଙ୍କ ଚାମ୍ବରରୁ ବାହାରିବାର କିଛି ମିନିଟ୍ ପରେ ନିଜକୁ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣାଟି…

ଜାତୀୟ ମାଗାଜିନରେ ପ୍ରକାଶ ପାଇବ କେଜିବିଭି ଛାତ୍ରୀଙ୍କ ସଫଳତାର କାହାଣୀ…

ଭୁବନେଶ୍ବର: ଜାତୀୟସ୍ତରୀୟ ମାଗାଜିନରେ ସ୍ଥାନ ପାଇବ କେଜିବିଭି ଛାତ୍ରୀଙ୍କ ସଫଳତାର କାହାଣୀ। ଜାତୀୟସ୍ତରୀୟ ହାଣ୍ଡବଲ୍ ଖେଳାଳୀ ବିଭୂତି ମୁଣ୍ଡାଗାଡ଼ିଆଙ୍କ ସଫଳତାର କାହାଣୀ ଜାତୀୟସ୍ତରୀୟ ମାଗାଜିନରେ ପ୍ରକାଶ ପାଇବ। ମାଲକାନାଗିରି ଜିଲ୍ଲା ସିନ୍ଧ୍ରିମାଳ ସ୍ଥିତ କସ୍ତୁରବାଗାନ୍ଧୀ ଆବାସିକ…

ବିଏମସି ଯନ୍ତ୍ରୀଙ୍କ ଆଖି ଝଲସା ସମ୍ପତି; ୨୦୦ ଗ୍ରାମ୍‌ ସୁନା, ଦେଶୀ ବନ୍ଧୁକ ଜବତ…

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି)ର ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ବୁଧବାର ଦିନ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ପାଖରେ ଆୟ ବହିର୍ଭୁତ ସମ୍ପତ୍ତି ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢାଉ କରିଥିଲେ। ଭିଜିଲାନ୍ସ ଦ୍ୱାରା…

ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ; ଚାଷୀ ହେବେ ପ୍ରଶିକ୍ଷିତ

ଭୁବନେଶ୍ୱର: “ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ର”ର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଭୁବନେଶ୍ଵର କୌଶଲ୍ୟାଗଙ୍ଗ ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ…

ନାରୀ ନ୍ୟାୟ ପାଇଁ ଲଢ଼ିବ ‘ନାରୀ ନ୍ୟାୟ ବାହିନୀ’ ଆପ୍

ଭୁବନେଶ୍ୱର: ବାରମ୍ବାର ନାରୀ ଅତ୍ୟାଚାର ଉପରେ ଲାଗିବ ରୋକ୍ । ନାରୀ ନ୍ୟାୟ ପାଇଁ ଲଢ଼ିବ ‘ନାରୀ ନ୍ୟାୟ ବାହିନୀ’ ଆପ୍। ବୁଧବାର ‘ନାରୀ ନ୍ୟାୟ ବାହିନୀ’ ଆପ୍ ଉନ୍ମୋଚନ ହୋଇଛି। ନାରୀଙ୍କୁ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ସମାଜରେ ମହିଳା ଆଉ ଶୋଷିତ ହେବନି। ରାଜ୍ୟ…

‘ମୁଁ ରହିବାକୁ ଚାହୁଁନି, ବୋଉକୁ ଭଲରେ ରଖିବୁ’ ଲେଖି ନିଜକୁ ଜାଳିଦେଲେ ବୃଦ୍ଧ

ଗଞ୍ଜାମ: ସାନଖେମୁଣ୍ଡି ବ୍ଲକ ଦୟାନିଧି ପୁର ପଞ୍ଚାୟତ ବଡ଼ିଆଓସ୍ତା ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି । ଗ୍ରାମର ଜଣେ ବୃଦ୍ଧ କୌଣସି କାରଣରୁ ସୁଇସାଇଡ୍‌ ନୋଟ୍‌ ଲେଖି କିରାସିନି ଢ଼ାଳି ନିଜକୁ ଜାଳିଦେଇଛନ୍ତି । ନିଆଁ ଲଗାଇ ଦେଇଥିବାରୁ ବୃଦ୍ଧ ଜଣକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।…

ଅଧିକାର ପାଇଁ ସ୍ୱର ଉଠେଇବା ଅପରାଧ ନୁହେଁ: ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅଧିକାରୀ ପାଇଁ ସ୍ୱର ଉଠେଇବା ଅପରାଧ ନୁହେଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ ୨୦୧୩…

ଅଗଷ୍ଟ ୧୬ରୁ ଭୁବନେଶ୍ଵରରୁ ଝାରସୁଗୁଡାକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଏକ ଆଞ୍ଚଳିକ ବିମାନ କମ୍ପାନୀ ଷ୍ଟାର ଏୟାର ଅଗଷ୍ଟ ୧୬ରୁ ଭୁବନେଶ୍ୱର ଏବଂ ଝାରସୁଗୁଡା ମଧ୍ୟରେ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ କରିବ। ଷ୍ଟାର ଏୟାରର ମୁଖ୍ୟ ବାଣିଜ୍ୟିକ ଅଧିକାରୀ ଶିଳ୍ପା ଭାଟିଆ କହିଛନ୍ତି ଯେ, "ଆମେ ଭୁବନେଶ୍ୱରରୁ ଆମର ସେବା ଆରମ୍ଭ କରି ଆନନ୍ଦିତ। ଝାରସୁଗୁଡା…

ବଳଙ୍ଗା ନାବାଳିକାଙ୍କୁ ଜାଳିଦେବା ଘଟଣାରେ ୩ ଅଟକ; ସେପଟେ, ପୀଡ଼ିତାଙ୍କ ମାମୁଘରେ କ୍ରାଇମବ୍ରାଞ୍ଚ୍ ଟିମ୍

ନିମାପଡା: ବଳଙ୍ଗା ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଗତ ୫ ଦିନ ଧରି ବଳଙ୍ଗାରେ ତନାଘନା ଚଳାଇଛନ୍ତି କ୍ରାଇମବ୍ରାଞ୍ଚ ଟିମ୍ । ତେବେ ଆଜି ୩ ଜଣଙ୍କୁ ଉଠାଇ ନେଲା ପୋଲିସ । ଏକ ଅଜଣା ସ୍ଥାନକୁ ନେଇ ପଚରାଉଚରା କରାଯାଉଛି । ଏହି ଘଟଣାରେ ସଂପୃକ୍ତ ଥିବା ନେଇ ଅଭିଯୋଗ ହେବା ପରେ ସେମାନଙ୍କୁ ଉଠାଇ…