Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ସବୁ ସ୍କୁଲରେ ଲାଗିବ ସିସିଟିଭି, ସ୍ଥାପନା ହେବ ଆଇସିସି କମିଟି….

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ନାରୀ ସୁରକ୍ଷା ବିଶେଷ କରି ଶିକ୍ଷାକ୍ଷେତ୍ରରେ ଛାତ୍ରୀଙ୍କ ସୁରକ୍ଷା ଏକ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ, ଏନେଇ ରାଜ୍ୟ ସରକାର ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି ।  ଏହାରି…

ନଙ୍ଗଲବୋର୍ଡରେ ଡାଇରିଆ ଆତଙ୍କ: ୧୬ ଆକ୍ରାନ୍ତ, ୬ ଗୁରୁତର

ନୂଆପଡା: ନଙ୍ଗଲବୋର୍ଡରେ ଡାଇରିଆ ଆତଙ୍କ। ୩ ଦିନ ଭିତରେ ୧୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଛି। ସମସ୍ତେ ସିନାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।…

ରାଜଭବନ ଇତିହାସରେ ପ୍ରଥମ: ରାଜ୍ୟପାଳଙ୍କ ସଚିବ ଭାବେ ମହିଳା ଆଇଏଏସ୍ ନିଯୁକ୍ତ

ଭୁବନେଶ୍ଵର: ଓଡ଼ିଶା ରାଜଭବନ ଇତିହାସରେ ପ୍ରଥମ। ରାଜ୍ୟପାଳଙ୍କ ସଚିବ ଭାବେ ମହିଳା ଆଇଏଏସ୍ ନିଯୁକ୍ତ। ରାଜ୍ୟପାଳଙ୍କ ସଚିବ ଭାବେ ବରିଷ୍ଠ ଆଇଏଏସ ଅଧିକାରୀ ରୂପା ରୋଶନ ସାହୁଙ୍କୁ ନିଯୁକ୍ତି ମିଳିଛି । ରୂପା ରୋଷନ ଓଡ଼ିଶା ରାଜଭବନ ଇତିହାସରେ ପ୍ରଥମ ମହିଳା ସଚିବ। ବର୍ତ୍ତମାନର…

ବାଲେଶ୍ବର ଛାତ୍ରୀଙ୍କ ଜୀବନ ହାରିବା ଘଟଣା ଅତ୍ୟନ୍ତ ଲଜ୍ଜାଜନକ: ସୁପ୍ରିମକୋର୍ଟ

କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତୀ ଉଦ୍ୟମ ଘଟଣା । ଏହି ଘଟଣାକୁ “ଅତ୍ୟନ୍ତ ଦୁଃଖଦ ଓ ଲଜ୍ଜାଜନକ” ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହି ଘଟଣାରେ କେନ୍ଦ୍ର ସରକାର ଓ ସମସ୍ତ ପକ୍ଷଙ୍କୁ ଜବାବ ମାଗିଛନ୍ତି ଜଷ୍ଟିସ ସୂର୍ଯ୍ୟ କାନ୍ତ ଓ ଜଷ୍ଟିସ ଜୟମାଲ୍ୟ ବାଗଚୀଙ୍କ ଖଣ୍ଡପୀଠ…

ଭିଜିଲାନ୍ସ ଜାଲରେ ବିଏମସି ଅଧିକାରୀ, ୪ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ମହାନଗର ନିଗମ (ବିଏମସି) କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ୪ଟି ସ୍ଥାନରେ ଚଢାଉ ଚାଲିଛି । ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା…

ମୌସୁମୀ ଋତୁରେ ବିଦ୍ୟୁତ୍ ସୁରକ୍ଷା ନିୟମ ପାଳନ କରିବାକୁ ଟିପିସିଓଡିଏଲ୍ ପକ୍ଷରୁ ଗ୍ରାହକମାନଙ୍କୁ ଆହ୍ୱାନ

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍‌) ପକ୍ଷରୁ ମୌସୁମୀ ଋୁତୁ ଲାଗି ପ୍ରସ୍ତୁତ ରହିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ବଜାୟ ରଖିବା ଏବଂ ବର୍ଷା…

ଗଞ୍ଜାମରେ ବ୍ୟାପୁଛି ଡାଇରିଆ: ୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ୫ ଗୁରୁତର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରେ ବ୍ୟାପୁଛି ଡାଇରିଆ । ସୋମବାର ସକାଳେ ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଗତ ରାତିରେ ଆଉ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ସାନଖେମୁଣ୍ଡିରେ ଡାଇରିଆ ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି । ସେହିପରି ୫ ଜଣ ଡାଇରିଆରେ…

ନକଲି ଚାଷୀ ଧରିବାକୁ ମୋହନ ସରକାର ଆରମ୍ଭ କଲେ ଇ-କେୱାଇସି ବାଧ୍ୟତାମୂଳକ

ଭୁବନେଶ୍ୱର: ଓଡ଼ିଶା ସରକାର ଖରିଫ ଧାନ ବିକ୍ରି ପାଇଁ ପଞ୍ଜୀକରଣ କରୁଥିବା ସମସ୍ତ ଚାଷୀଙ୍କ ପାଇଁ ଇ-କେୱାଇସି (ଇଲେକ୍ଟ୍ରୋନିକ ନୋ-ୟୁଅର-କଷ୍ଟମର) ଯାଞ୍ଚକୁ ବାଧ୍ୟତାମୂଳକ କରି ନକଲି ଚାଷୀଙ୍କୁ ଚିହ୍ନଟ ଓ ବାଦ ଦେବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଖାଦ୍ୟ ଯୋଗାଣ ଓ ଗ୍ରାହକ…

ଜୋରଧରିଲ ମନ୍ତ୍ରିମଣ୍ଡଳ ଚର୍ଚ୍ଚା, ଆଶାୟୀଙ୍କ ତାଲିକା ଅଧିକ; ପ୍ରଦ୍ୟୁମ୍ନ ନାୟକ ମନ୍ତ୍ରୀ ପଦ ପାଇଁ କଲେ ଦାବି

ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ କେନ୍ଦ୍ର ନେତୃତ୍ୱଙ୍କ ଆଗରେ ରଖିବେ ନୂଆ ଟିମର ରୂପରେଖ? ମଙ୍ଗଳବାର ସକାଳେ ଦିଲ୍ଲୀ ଗସ୍ତରେ ଅଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କୁହାଯାଉଛି କେନ୍ଦ୍ର ନେତୃତ୍ୱ ଆଗରେ ମୁଖ୍ୟମନ୍ତ୍ରୀ ନୂଆ ଟିମର ରୂପରେଖ ରଖିବେ।

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ: ଏସଆଇଟି ତଦନ୍ତ ଆବଶ୍ୟକ ନାହିଁ, ବିଜେଡି ଓ କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ

କଟକ: ବାଲେଶ୍ୱର ଫକୀର ମୋହନ (ଏଫଏମ) କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର କହିଛନ୍ତି ଯେ, ଏହି ମାମଲାରେ ସ୍ୱତନ୍ତ୍ର ତଦନ୍ତ ଦଳ (ଏସଆଇଟି) ଗଠନର ଆବଶ୍ୟକତା ନାହିଁ। କ୍ରାଇମବ୍ରାଞ୍ଚର ତଦନ୍ତ ରିପୋର୍ଟ ପରଖି ହାଇକୋର୍ଟ ଏହାର ଅଗ୍ରଗତି ଉପରେ ସନ୍ତୋଷ ପ୍ରକାଶ…