Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାତି ଅଧରେ ବଡ଼ ପ୍ରଶାସନିକ ଅଦଳବଦଳ: ୧୬ ଜିଲ୍ଲାରେ ନୂଆ ଜିଲ୍ଲାପାଳ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶା ସରକାର ଏକ ବୃହତ୍ ପ୍ରଶାସନିକ ଅଦଳବଦଳ କରି ୧୬ଟି ଜିଲ୍ଲାରେ ନୂଆ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ନିଯୁକ୍ତ କରିଛନ୍ତି। ଏହା ମାଧ୍ୟମରେ ଜନସାଧାରଣଙ୍କୁ ସୁଶାସନ ଓ ସେବା ଯୋଗାଣରେ ନୂଆ ନେତୃତ୍ୱ ଆଣିବାକୁ ଲକ୍ଷ୍ୟ ରଖାଯାଇଛି। ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗର…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ; ବଦଳିଲେ ବିଏମସି କମିଶନର, ହେମନ୍ତ ଶର୍ମା ଏସିଏସ…

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ତଦନୁଯାୟୀ, ୧୯୯୫ ବ୍ୟାଚ୍ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମାଙ୍କୁ ସୂଚନା ଏବଂ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ନୂତନ ଦାୟିତ୍ୱ ସହିତ ସେ ଶିଳ୍ପ ବିଭାଗର…

ଦୁଷ୍କର୍ମ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ଜେଲ

ଭୁବନେଶ୍ୱର: ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ କଟକ, ସ୍ୱତନ୍ତ୍ର POCSO କୋର୍ଟ, ବିଚାରପତି ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୫୦,୦୦୦ ଟଙ୍କା ଜରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ଜଣକ ହେଉଛନ୍ତି ବାରଙ୍ଗ ଅଞ୍ଚଳର କୈଳାସ ସୁନାର। ମାମଲା ବିବରଣୀ ଅନୁଯାୟୀ…

ନଭେମ୍ବର ୧ରୁ ଖରିଫ ଧାନ କ୍ରୟ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଖରିଫ ଧାନ ସଂଗ୍ରହ ପାଇଁ ଧାନ କ୍ରୟ ଆସନ୍ତା ନଭେମ୍ବର ୧, ୨୦୨୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୧, ୨୦୨୬ ଯାଏଁ ଚାଲିବ। କେବଳ ପଞ୍ଜିକୃତ ଚାଷୀମାନଙ୍କ ଠାରୁ ସରକାର ଧାନ ସଂଗ୍ରହ କରିବେ। ଏଥି ପାଇଁ ଚାଷୀ ମାନେ ନିକଟସ୍ଥ ଅନୁମୋଦିତ PACS /LAMPCS/WSHG /Pani Panchayat ମାନଙ୍କ…

ପାଇକ ବିଦ୍ରୋହ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ହାସ୍ୟାସ୍ପଦ କହିଲେ ମନ୍ତ୍ରୀ

ଭୁବନେଶ୍ୱର: ଅଷ୍ଟମ ଶ୍ରେଣୀ ବହିରୁ ପାଇକ ବିଦ୍ରୋହକୁ ବାଦ ଦିଆଯିବା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏନସିଇଆରଟି ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ତେବେ ତାଙ୍କ ଦାବିକୁ ଅତ୍ୟନ୍ତ ହାସ୍ୟାସ୍ପଦ ଏବଂ ରାଜନୈତିକ ଉଦ୍ଦେଶ୍ୟମୂଳକ ବୋଲି କହିଛନ୍ତି…

ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପଡେଟ, ତ୍ରୁଟି ଥିଲେ ଯିବ ଫୋନ୍ କଲ୍…

ଭୁବନେଶ୍ୱର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର। ଆସନ୍ତା ରକ୍ଷାବନ୍ଧନରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ଯେଉଁମାନେ ଦ୍ୱିତୀୟ କିସ୍ତି…

ରାଜ୍ୟରେ ମହିଳା ଅସୁରକ୍ଷିତ, ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଉଛି ଆଉ ଉଠାଇବ ବିଜେଡି: ନବୀନ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ନେଇ ବିଜେପିକୁ ଘେରିଛନ୍ତି ବିରୋଧୀ। ନାରୀ ସୁରକ୍ଷାକୁ ପ୍ରସଙ୍ଗ କରି ଗର୍ଜୁଛନ୍ତି ବିରୋଧୀ। ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ…

୭୦ ଗ୍ରାମ ବ୍ରାଉନ ସୁଗାର ସହ ଦମ୍ପତ୍ତି ଗିରଫ

ବରଗଡ଼: ବରଗଡ଼ ସହରରେ ବଢୁଥିବା ନିଶା କାରବାରକୁ ରୋକିବା ଦିଗରେ ବଡ ପଦକ୍ଷେପ ନେଇଛି ପୋଲିସ। ତେବେ ବରଗଡ଼ ପୋଲିସ କୁ ମିଳିଲା ପୁଣି ଏକ ବଡ଼ ସଫଳତା। ବରଗଡ଼ରେ ନିଶା କାରବାର ରୋକିବା ପାଇଁ ପୋଲିସ୍ ପକ୍ଷରୁ ବିଭିନ୍ନ ରେଡ୍ କରାଯାଉଥିବା ବେଳେ ଆଜି ସକାଳ ସମୟରେ ଘରୋଇ ବସଷ୍ଟାଣ୍ଡ ନିକଟରୁ…

ସ୍ୱଚ୍ଛ ସହର ସର୍ବେକ୍ଷଣ; ଦ୍ୱିତୀୟ ସ୍ଥାନ ହାସଲ କଲା ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ

ଭୁବନେଶ୍ୱର: ଦେଶର ସ୍ୱଚ୍ଛ ସହର ସର୍ଭେରେ ଗଞ୍ଜାମ ଜିଲ୍ଲାର ଆସ୍କା ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଚଳିତ ମାସ ୧୭ରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହ…

ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ସହଯୋଗୀ ଗିରଫ

ଭୁବନେଶ୍ୱର: ନିଲମ୍ବିତ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ସହଯୋଗୀ ଗିରଫ। ଉଦିତ ପ୍ରଧାନଙ୍କ ଅନ୍ୟତମ ସହଯୋଗୀ ଆୟୁଷ୍ମାନ ସାହୁ ଗିରଫ। ଗତକାଲି ଭିଡିଓ କରି ଉଦିତ୍‌ଙ୍କ ଦୋଷ ନଥିବା କହିଥିଲେ ଆୟୁଷ୍ମାନ। ଦୁଷ୍କର୍ମ ମାମଲାକୁ ଗଣଦୁଷ୍କର୍ମ ମାମଲାରେ ପରିବର୍ତ୍ତନ କଲା ପୋଲିସ।…