Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ପର୍ଯ୍ୟାପ୍ତ ପରିମାଣର ସାର ଆଗୁଆ ମହଜୁଦ ରଖିବାକୁ ସାର କମ୍ପାନୀମାନଙ୍କୁ ନିର୍ଦ୍ଦେଶ…

ଭୁବନେଶ୍ଵର: ଖରିଫ ଋତୁ ଆରମ୍ଭ ହୋଇସାରିଛି l ଏହି କ୍ରମରେ ରାଜ୍ୟରେ ପ୍ରାୟ ୫୮.୫୦ ଲକ୍ଷ ହେକ୍ଟର ଜମିରେ ଖରିଫ ଫସଲ ଯୋଜନା ରହିଛି l କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟରେ ଖରିଫ ଫସଲ ପାଇଁ ସାର ଯୋଗାଣ ସ୍ଥିତିର…

ଥାନା ସମ୍ମୁଖରେ ବିଷ ପିଇଲେ ମହିଳା

ନୟାଗଡ଼: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ପରିସରରେ ସୋମବାର ଦିନ ଜଣେ ଯୁବତୀ ବିଷ ପିଇ ଦେଇଛନ୍ତି। ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ପରେ ଭୁବନେଶ୍ୱରର ଏକ ଡାକ୍ତରଖାନାକୁ ପଠାଯାଇଥିଲା। ସୂଚନା ଅନୁଯାୟୀ, ମହିଳା ସେହି ଗାଁର ଜଣେ ଯୁବକଙ୍କୁ ଭଲ ପାଉଥିଲେ। ଗତ…

ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବା ନିମନ୍ତେ ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟସେବା ବିଶେଷଜ୍ଞ ଟିମ୍

ନୂଆପଡ଼ା: ନୂଆପଡ଼ା ଜିଲ୍ଲାର ଦୂରଦୂରାନ୍ତ ଅଞ୍ଚଳରେ ବସବାସ କରୁଥିବା ଲୋକମାନଙ୍କୁ ସାର୍ବଜନୀନ ଗୁଣାତ୍ମକ ସ୍ଵାସ୍ଥ୍ୟସେବା ଯୋଗାଇବା ନିମନ୍ତେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନା ଅଧିନରେ ଆଜି ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଏବଂ…

ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର ସାଇନ୍ସର ଶେଷ ବର୍ଷର ଛାତ୍ର ଥିଲେ।…

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି;ଛତିଶଗଡ଼ ସଂଯୋଗ ରାସ୍ତା ହେଲା ସିଲ୍‌

ଝାରସୁଗୁଡ଼ା:ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ରେଙ୍ଗାଲି ଥାନା ଅନ୍ତର୍ଗତ NH ୪୯ ନିକଟରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି ହୋଇଛି । ଖବରମୁତାବକ, ଦିନ ପ୍ରାୟ ୨ଟାବେଳେ ୩ ଜଣ ଦୁର୍ବୃତ୍ତ ହେଲମେଟ ପିନ୍ଧି ଉତ୍କଳ ଗ୍ରାମୀଣ…

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ 

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ, ଜଷ୍ଟିସ…

ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ହକି କୋଚଙ୍କୁ ଉଠାଇ ନେଲା ପୋଲିସ

ଯାଜପୁର: ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି ସେ ପୁରୀ ଜିଲ୍ଲା ନିମାପଡା ବ୍ଲକ ଅଧୀନ ବଳଙ୍ଗାର ଯୁକ୍ତ ଦୁଇ ଛାତ୍ରୀଙ୍କୁ ପୋଡିବା ଘଟଣା । ଏହି…

ଜୁଲାଇ ୨୩ ଯାଏଁ ଭିଜିବ ଓଡ଼ିଶା

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ସୃଷ୍ଟ ଏକ ନୂଆ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ୨୪ ଜୁଲାଇ ପାଖାପାଖି ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

ଓଡ଼ିଶାରେ ପ୍ରଥମ ଏମ୍. ଆର୍. ଓ. ସୁବିଧା ସ୍ଥାପନ ହେବ

ଭୁବନେଶ୍ବର: ବିମାନ ଚଳାଚଳ ଭିତ୍ତିଭୂମିକୁ ଏକ ରଣନୈତିକ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଭୁବନେଶ୍ୱରରେ ରାଜ୍ୟର ପ୍ରଥମ ରକ୍ଷଣାବେକ୍ଷଣ, ମରାମତି ଏବଂ ପୁନଃସ୍ଥାପନ (ଏମ. ଆର. ଓ.) ସୁବିଧା ପ୍ରତିଷ୍ଠା ପାଇଁ ସମସ୍ତ ଔପଚାରିକତା ପୂରଣ କରିଛନ୍ତି। ଯାହା ବିମାନ ଚଳାଚଳ ସହ ଜଡ଼ିତ ଆର୍ଥିକ…