Latest Odisha News

BREAKING NEWS

Browsing Category

ଓଡିଶା

Odisha

ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ

ଭୁବନେଶ୍ଵର: ଦୁଷ୍କର୍ମ ଅଭିଯୋଗରେ ଗିରଫ ହୋଇଥିବା ଉଦିତ ପ୍ରଧାନ ନିଲମ୍ବିତ। ଛାତ୍ର କଂଗ୍ରେସ ସଭାପତି ପଦରୁ ଉଦିତ୍ ପ୍ରଧାନ ନିଲମ୍ବିତ। ଉଦିତ୍ ପ୍ରଧାନଙ୍କୁ ନିଲମ୍ବିତ କଲେ NSUI ସଭାପତି। ଦୁଷ୍କର୍ମ ଅଭିଯୋଗ ଆସିବା ପରେ ଦଳରୁ ନିଲମ୍ବିତ ହୋଇଛନ୍ତି ଉଦିତ ପ୍ରଧାନ। ଜଣେ ଯୁବତୀଙ୍କୁ ନିଶା…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା: ସଂପୃକ୍ତ ଅଧିକାରୀ, କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର: ଗତକାଲି ହେବାକୁ ଥିବା ସ୍ବତନ୍ତ୍ର OTET-୨୦୨୫ ପରୀକ୍ଷା ସ୍ଥଗିତ ରହିଛି। ରାତି ଅଧରେ ପ୍ରଶ୍ନପତ୍ର ପ୍ରଘଟ ଦର୍ଶାଇ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ଶିକ୍ଷକମାନେ ମର୍ମାହତ ହୋଇଛନ୍ତି। ଏହି ଘଟଣାକୁ ତୀବ୍ର ନିନ୍ଦା କରିଛି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ। ଦୁଇଟି ସିଟିଂରେ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି: ୨୩ରୁ ବଢ଼ିବ ବର୍ଷା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ତାରିଖ ବେଳକୁ ଏହା ଲଘୁଚାପ ରୂପ ନେଇପାରେ। ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ସୋମବାର କୋରାପୁଟ, ମାଲକାନଗିରି,…

ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ରୋକିବାକୁ ପଦକ୍ଷେପ, ଏନଏସି ସ୍ତରରେ ନିଯୁକ୍ତ ହେବେ ଖାଦ୍ୟ ନିରାପତ୍ତା ଅଧିକାରୀ

ଭୁବନେଶ୍ୱର: ଏଣିକି ଖାଦ୍ୟ ସାମଗ୍ରୀରେ ହେବ ନାହିଁ ଅପମିଶ୍ରଣ। ଏହାକୁ ରୋକିବାକୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଉଛି। ରାଜ୍ୟରେ ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ହୁ ହୁ ହୋଇ ବଢିଚାଲିଛି। ସହରରୁ ଗାଁ ପର୍ଯ୍ୟନ୍ତ ଅନେକ ପେଟ ରୋଗରେ ଆକ୍ରାନ୍ତ ହେଉଛନ୍ତି। କେଉଁଠି ବାସି ଖାଦ୍ୟ ବିକ୍ରି ହେଉଛି ତ ପୁଣି…

ରେଭେନ୍ସାରେ ରାଗିଂ ଅଭିଯୋଗ;୧୦ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ରାଗିଂ ଅଭିଯୋଗ ପରେ ୧୦ ଜଣ ଛାତ୍ରଙ୍କୁ ହଷ୍ଟେଲ୍‌ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଣ୍ଟି ରାଗିଂ କମିଟି ପକ୍ଷରୁ ପଦକ୍ଷେପ ନିଆଯାଇଛି । ସୂଚନାଥାଉକି, ୟୁଜି ପ୍ରଥମ ବର୍ଷ ଛାତ୍ରଙ୍କୁ ତୃତୀୟ ବର୍ଷ ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା।…

ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ;୨ ଶିକ୍ଷକ ଅଟକ

ବାଲେଶ୍ବର:ଛାତ୍ରୀଙ୍କୁ ଅସଦାଚରଣ ଘଟଣାରେ ୨ ଶିକ୍ଷକ ଅଟକ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ଅଟକ ଅଭିଯୁକ୍ତମାନେ ହେଲେ ଚରମାରଗାଁ ପୃଥୁନାଥ ସରକାରୀ ଉଚ୍ଚ ବିଦ୍ୟାଳୟର…

ଏଣିକି ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍; କେବଳ ଗାଡ଼ିରେ ମିଳିବ…

ଭୁବନେଶ୍ବର: ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ ଓ ଡିଜେଲ । କେବଳ ଗାଡ଼ିର ଇନ୍ଧନ ଟାଙ୍କିରେ ହିଁ ଭରାଯିବ। ବାଲେଶ୍ୱର ଓ ବଳଙ୍ଗା ଘଟଣା ପରେ ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି ପେଟ୍ରୋଲିୟମ୍ ଡିଲରସ୍ ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ । ଏହି…

ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

ଭୁବନେଶ୍ୱର : ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳତ୍କାର କରିଥିବା ଅଭିଯୋଗରେ ପୋଲିସ ଗିରଫ କରିଛି । ଉଦିତଙ୍କ ବିରୋଧରେ ବିଏନଏସ ଧାରା…

ସ୍ୱାଭିମାନ ଅଞ୍ଚଳରୁ ୪୨ କିଲୋ ବାରହା ମାଂସ ଜବତ; ୨ ଜୀଅନ୍ତା ଶାବକ ଉଦ୍ଧାର, ୧୧ ଗିରଫ

ମାଲକାନଗିରି: ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବନ ବିଭାଗ ସ୍ୱାଭିମାନ ଅଞ୍ଚଳରୁ ୪୨ କିଲୋ ବାରହା ମାଂସ ଜବତ ହୋଇଛି ଏହା ସହ ୨ଟି ଜୀଅନ୍ତା ବାରହା ଶାବକ ଉଦ୍ଧାର ହୋଇଛନ୍ତି । ଏହା ସହ ଏହି ଘଟଣାରେ ଏଗାର ଜଣକୁ ଗିରଫ କରିଛି ବନ ବିଭାଗ । ଏହା ସହିତ ସେମାନଙ୍କ ନିକଟରୁ ବିପୁଳ ପରିମାଣର…

ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଅତିରିକ୍ତ ଅଗ୍ନିଶମ ଅଧିକାରୀ ଗିରଫ

ରାୟଗଡ଼ା: ଜନୈକ ବିବାହିତ ମହିଳାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ । ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ପ୍ରସନ୍ନ କୁମାର ବେହେରା ସୂଚନା…