Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାମ୍ନାକୁ ଆସିଲା ସୌମ୍ୟାଶ୍ରୀ ବାପାଙ୍କ ଗୁହାରି; ଆଇସିସିଙ୍କୁ ଆଗୁଆ କହିଥିଲେ ଝିଅ କିଛି ବି କରିପାରେ…

ବାଲେଶ୍ୱର: ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ପରେ ଧିରେ ଧିରେ ଅନେକ ତଥ୍ୟ ସାମ୍ନାକୁ ଆସୁଛି । ତେବେ ଏହି ଘଟଣାରେ ବର୍ତ୍ତମାନ ଏକ ବଡ ଖବର ସାମ୍ନାକୁ ଆସିଛି । ସୌମ୍ୟାଶ୍ରୀ ବିଶିଙ୍କୁ ଏଚଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା…

ଏମ୍ସ ପରିସରରେ ଉତ୍ତେଜନା; ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷିତ, ଧାରା ୧୬୩ ଲାଗୁ

ପୁରୀ: ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକା ଦେହରେ ନିଆଁ ଲଗାଇବା ଘଟଣାକୁ ନେଇ ଏମ୍ସ ଭୁବନେଶ୍ବର ପରିସରରେ ଶନିବାର ରାତିରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତେଜନା ପରେ ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। କମିସନରେଟ୍‌ ପୋଲିସ ପକ୍ଷରୁ ଉକ୍ତ ଅଞ୍ଚଳରେ ୧୬୩…

ଉଚ୍ଚଶିକ୍ଷା ବିଭାଗ ତଦନ୍ତ ଶେଷ, ୩୨ ଜଣଙ୍କ ବୟାନ ରେକର୍ଡ

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ମାମଲା । ଶେଷ ହେଲା ଉଚ୍ଚଶିକ୍ଷା ବିଭାଗର ତଦନ୍ତ । ଏହି ଘଟଣାରେ ଆଜି ୩୦ରୁ ୩୨ ଜଣଙ୍କ ବୟାନ ରେକର୍ଡ କଲେ ଉଚ୍ଚଶିକ୍ଷା ବିଭାଗର ଟିମ୍ । ଏଥିରେ ଅଛନ୍ତି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, କ୍ରାମବ୍ରାଞ୍ଚ ଓ ଉଚ୍ଚଶିକ୍ଷା ବିଭାଗର ଟିମ୍…

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀ ଉପରକୁ ଏୟାର ଗନରୁ ଫାୟାରିଂ ; ସ୍ବାମୀକୁ ଗିରଫ କଲା ପୋଲିସ

ବଲାଙ୍ଗୀର: ପାଟଣାଗଡ଼ ଥାନା ଚୁଲୁଦା ଗ୍ରାମରେ ମଦ୍ୟପ ସ୍ବାମୀର ଉନ୍ମତ କାଣ୍ଡ । ନିଶାସକ୍ତ ଅବସ୍ଥାରେ ସ୍ତ୍ରୀ ଛାତିକୁ ଏୟାର ଗନରୁ ଫାୟାରିଂ କରିଛି ମଦ୍ୟପ ସ୍ବାମୀ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଥାନା ଚୁଲୁଦା ଗ୍ରାମରେ ଶନିବାର ଦିନ ୩୫ ବର୍ଷୀୟ ପ୍ରହଲ୍ଲାଦ ମଲ୍ଲିକ ସ୍ତ୍ରୀ ନୀର…

‘ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ସୁରକ୍ଷିତ ବାତାବରଣ ପ୍ରଦାନ କରିବ “ଶକ୍ତିଶ୍ରୀ…

ଭୁବନେଶ୍ବର: କଲେଜ ଓ ବିଶ୍ୱ ବିଦ୍ୟାଳୟରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଯୋଜନା ‘ଶକ୍ତିଶ୍ରୀ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ…

ଏମ୍ସ ହସ୍ପିଟାଲରେ ଲାଗିଲା ନୋଟିସ୍,ପରିସରରେ ବିକ୍ଷୋଭ ଓ ନାରାବାଜି ମନା

ଭୁବନେଶ୍ବର: ଭୁବନେଶ୍ବର ଏମ୍ସ ପରିସରରେ ବିକ୍ଷୋଭ ଓ ନାରାବାଜି କରିବାକୁ ମନା କରାଯାଇଛି । ଏନେଇ ନୋଟିସ ଜାରି କଲେ ଏମ୍ସ କର୍ତ୍ତୃପକ୍ଷ । ଏମ୍ସ ପରିସରରେ ବିକ୍ଷୋଭ ଓ ନାରାବାଜି କରିପାରିବେନି କେହି । ହସ୍‌ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ପାଟିତୁଣ୍ଡ…

୧୯ ବର୍ଷରେ ପାଦ ଥାପିଲା ସୋଆ, ସମାଜକୁ ଅଧିକ ସେବା ପ୍ରଦାନ ପାଇଁ ରହିଛି ଲକ୍ଷ୍ୟ: କୁଳପତି

ଭୁବନେଶ୍ୱର: ୧୯ ବର୍ଷରେ ପାଦ ଥାପିଲା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ । ଗୁଣବତ୍ତା ଶିକ୍ଷା, ସ୍ୱାସ୍ଥ୍ୟ ସେବା ଏବଂ ଗବେଷଣାକୁ ଅଗ୍ରାଧିକାର ଓ ସର୍ବାଧିକ ଗୁରୁତ୍ୱ ଦେଉଥିବା ସୋଆ ବିଶ୍ୱବିଦ୍ୟାଳୟ ଭବିଷ୍ୟତରେ ଦେଶର ଆଗଧାଡ଼ିର ଶିକ୍ଷାନୁଷ୍ଠାନ ତାଲିକାରେ ନିଜକୁ ସାମିଲ କରିବାର…

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫:ଓଡ଼ିଶା ପୋଲିସର ପଦକ ବିଜେତା ଖେଳାଳିଙ୍କୁ ସମ୍ମାନିତ କଲେ ଡିଜିପି

ଭୁବନେଶ୍ବର:ଓଡ଼ିଶା ଫେରିଲେ ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତ । ସେଠାରେ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି । ଏହି ଅବସରରେ ରାଜ୍ୟ ପୋଲିସର ସଫଳ କ୍ରୀଡ଼ାବିତମାନେ ଡିଜିପିଙ୍କ କ୍ୟାମ୍ପ…

ରାଜ୍ୟରେ ରେଳ ବିକାଶ ପାଇଁ ଓଡ଼ିଶାକୁ ୧୨.୫ ଗୁଣ ଅଧିକ ବଜେଟ୍ ବ୍ୟୟବରାଦ

ଭୁବନେଶ୍ୱର: ବର୍ତ୍ତମାନ ଭୁବନେଶ୍ୱର ରେଳ ଷ୍ଟେସନରେ ଚାଲିଥିବା ପୁନଃବିକାଶ କାର୍ଯ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଦେଶର ରେଳ ଷ୍ଟେସନଗୁଡ଼ିକୁ ବିଶ୍ୱସ୍ତରୀୟ ସୁବିଧାରେ ପରିଣତ କରିବାର ଦୃଷ୍ଟିକୋଣକୁ ସ୍ପଷ୍ଟତା ପ୍ରଦାନ କରିବା ଦିଗରେ ଅଗ୍ରଗତି କରୁଛି । ଏହି ଅବସରରେ ଆଜି…

୨୦୩୬ ସୁଦ୍ଧା ଦୁଗ୍ଧ ଉତ୍ପାଦନ ଦ୍ୱିଗୁଣିତ କରିବାକୁ ସଙ୍କଳ୍ପ, ଏନଡିଡିବି ଏବଂ ଓମଫେଡ୍ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଓମଫେଡ୍ ଡେରୀ ପ୍ଲାଣ୍ଟର କର୍ମଚାରୀ ମାନଙ୍କ ପାଇଁ ୬୨ଟି କ୍ୱାର୍ଟର, ମିଲ୍କ ପାଉଡର ପ୍ୟାକିଙ୍ଗ ମେସିନ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଆଜି କଟକ ଠାରେ ନ୍ୟାସନାଲ ଡେରୀ ଡେଭଲପମେଣ୍ଟ ବୋର୍ଡ (ଏନ୍‌.ଡି.ଡି.ବି) ଏବଂ ଓମ୍‌ଫେଡ ମଧ୍ୟରେ ଅନୁଷ୍ଠିତ…