Latest Odisha News

BREAKING NEWS

Browsing Category

ଓଡିଶା

Odisha

Magha Saptami buda: ଚନ୍ଦ୍ରଭାଗାରେ ଏହି ସମୟରେ ବୁଡ ପକାଇବେ ଶ୍ରଦ୍ଧାଳୁ… ମାଘ ସପ୍ତମୀର ହେଲା ନୀତି…

କୋଣାର୍କ:ଆସନ୍ତା ଜାନୁୟାରୀ ୨୪ ଓ ୨୫ ତାରିଖ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ । ପୂର୍ବ ରାତି ମାଘ ଷଷ୍ଠୀ ଶନିବାର ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଅନୁମାନ କରାଯାଉଛି। ତେବେ ପଞ୍ଜିକାନୁଯାୟୀ ତିନି ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥକୁ ଶୋଭାଯାତ୍ରା ଓ ସ୍ନାନ ନୀତି…

Happy New Year 2026: ଇଂରାଜୀ ନବବର୍ଷକୁ ସ୍ୱାଗତ…ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରାତି ୨ଟାରୁ ଚାଲିଛି…

ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଲାଗିଛି ଭକ୍ତଙ୍କ ଗହଳି । ନୂଆବର୍ଷର ପ୍ରଥମ…

IAS officer Arabinda Padhee: ଅରବିନ୍ଦ ପାଢୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ…

Jasipur: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଯଶୀପୁରକୁ ଏନଏସି ମାନ୍ୟତା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଜିଲ୍ଲାର ପ୍ରମୁଖ ସ୍ଥାନ ମଧ୍ୟରୁ ଅନ୍ୟତମ ଯଶୀପୁରକୁ ଏଣିକି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଭାବେ ମାନ୍ୟତା ପ୍ରଦାନ କରାଯାଇଛି। ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ…

E-KYC Deadline Extended: ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା

ଭୁବନେଶ୍ବର: ରାସନକାର୍ଡକୁ ନେଇ ବଡ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ E-KYC ସମୟ ସୀମା । ଡିସେମ୍ବର ୩୧ ତାରିଖ ଦିନ E-KYC ଅବଧି ଶେଷ ହେଉଥିବା ବେଳେ, ଏହାର ଅବଧିକୁ ଆହୁରି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସୂଚନା…

ବିଡିଏ ଉପାଧ୍ୟକ୍ଷଙ୍କ ନୂଆ ପଦକ୍ଷେପ, ପ୍ରତି ମାସରେ ବଣ୍ଟନକାରୀଙ୍କ ପାଇଁ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଲୋକମାନଙ୍କ ସହିତ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଏବଂ ପ୍ରଶାସନିକ କାର୍ଯ୍ୟରେ ସ୍ୱଚ୍ଛତା ବଢ଼ାଇବା ଉଦ୍ଦେଶ୍ୟରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଏଣିକି ବିଡିଏ ଉପାଧ୍ୟକ୍ଷ ପ୍ରତି ମାସର ପ୍ରଥମ ଶନିବାର ଦିନ…

ନବବର୍ଷରେ ବାହାର କାଠ ନିକଟରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ…

ପୁରୀ: ନବବର୍ଷରେ ଶୃଙ୍ଖଳିତ ନୀତି କାନ୍ତି ସହିତ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ତେବେ ଆଜି ରାତ୍ର ୧୧ ଟାରେ ରାତ୍ର ପହୁଡ଼ କରାଯାଇ ରାତ୍ର ୨ଟା ରେ ଦ୍ବାରଫିଟା ନୀତି ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା…

ପୁରୀ ହେଲା ମହାନଗର ନିଗମ

ଭୁବନେଶ୍ୱର: ପୁରୀକୁ ଆନୁଷ୍ଠାନିକ ଭାବରେ ପୌରପାଳିକାରୁ ମହାନଗର ନିଗମକୁ ଉନ୍ନୀତ କରାଯାଇଥିବା ନେଇ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସହରାଞ୍ଚଳ ଶାସନ ଏବଂ ଭିତ୍ତିଭୂମି ବିକାଶକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ ଏପରି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି।…

Paradip Beach: ଖୁବଶୀଘ୍ର ପାରାଦୀପ ବେଳାଭୂମି ହେବ ବ୍ଲୁ ଫ୍ଲାଗ୍ ବିଚ୍, ଖର୍ଚ୍ଚ ହେବ ଏତିକି ଟଙ୍କା…

ପାରାଦୀପ: ଖୁବଶୀଘ୍ର ପାରାଦୀପ ବେଳାଭୂମି ହେବ ବ୍ଲୁ ଫ୍ଲାଗ୍ ବିଚ୍ । ପାରାଦୀପରେ ୩ କିଲୋମିଟର ବେଳାଭୂମି ହେବ । ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ପ୍ରାୟ ୨୪ କୋଟି ଟଙ୍କା । ଏହି ଅବସରରେ ଓଡ଼ିଶା ସରକାରଙ୍କ ମାନବ ସମ୍ବଳ ବିଭାଗର ପ୍ରମୁଖ ସଚିବ ଏନବିଏସ ରାଜପୁତ ଜଗତସିଂହପୁର ଜିଲ୍ଲାର ବିଭିନ୍ନ…

Pralay Missile Test: ଚାନ୍ଦିପୁରରେ DRDO ପକ୍ଷରୁ ଦ୍ରୁତ କ୍ରମାଗତ ୨ଟି ପ୍ରଳୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ଦେଶର ପ୍ରତିରକ୍ଷା କ୍ଷମତାକୁ ସୁଦୃଢ଼ ​​କରିବା ପାଇଁ, ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପ୍ରଳୟ କ୍ଷେପଣାସ୍ତ୍ରର ଏକ ପ୍ରମୁଖ ଏବଂ ସଫଳ ପରୀକ୍ଷଣ କରିଛି। ଓଡ଼ିଶାର ଚାନ୍ଦିପୁରରେ ଗୋଟିଏ ଲଞ୍ଚରରୁ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର କିଛି ସେକେଣ୍ଡ ମଧ୍ୟରେ ନିକ୍ଷେପ…