Latest Odisha News

BREAKING NEWS

Browsing Category

ଓଡିଶା

Odisha

ହୀରାକୁଦ ଡ୍ୟାମର ପୁଣି ଖୋଲିଲା ୨ଟି ଗେଟ୍‌

ସମ୍ବଲପୁର: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ୨ଟି ସ୍ଲୁଇସ୍‌ ଗେଟ୍‌ କୁ ଖୋଲିଦିଆଯାଇଛି । ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ…

ବ୍ରାଉନସୁଗାର ଜବତ ସହ ୩ ଜଣଙ୍କୁ ଗିରଫ କଲା ପୋଲିସ

ବରଗଡ: କିଛି ଦିନର ବ୍ୟବଧାନ ପରେ ବରଗଡ଼ରୁ ପୁଣି ଜବତ ହେଲା ବ୍ରାଉନସୁଗାର l ବିଶେଷ ସୂତ୍ରରୁ ଖବର ପାଇ ବରଗଡ଼ ଟାଉନ ଥାନା ପୋଲିସ ଘୁଳିପାଲି ଛକରେ ସମ୍ବଲପୁର ପଟୁ ଆସୁଥିବା ଏକ ସ୍କୁଟି ଉପରେ ଚଢ଼ାଉ କରିଥିଲା l ଚଢ଼ାଉ ବେଳେ ସ୍କୁଟିରୁ ୫୦ ଗ୍ରାମ ବ୍ରାଉନସୁଗର ଜବତ କରିବା ସହ ସହରର ୩ ଜଣଙ୍କୁ…

ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର;ଆତଙ୍କିତ ଚଉଦ କୁଲାଟ ବାସିନ୍ଦା

କେନ୍ଦ୍ରାପଡା: ଘରେ ପାଣି, ଗାଁ ଚାରିପଟେ ପାଣି। ବନ୍ୟା ଯୋଗୁଁ କଲବଲ ହେଉଛନ୍ତି ଲୋକେ । ଏପଟେ ଗାଁ ଦାଣ୍ଡରେ ବୁଲୁଛନ୍ତି କୁମ୍ଭୀର। କେନ୍ଦ୍ରାପଡ଼ାରେ ବନ୍ୟା ବିଭୀଷିକା ଭିତରେ କୁମ୍ଭୀର ଭୟ ଦେଖାଦେଇଛି । ବ୍ରାହ୍ମଣୀ ନଦୀ ପାଣି ଗାଁ ଭିତରକୁ ପଶିଥିବାରୁ ଲୋକେ ଭୟଭୀତ ଅଛନ୍ତି । ଚଉଦ କୁଲାଟ…

‘ମହିଳାମାନଙ୍କ ଅଭିଯୋଗକୁ ଅଣଦେଖା କଲେ ଆଗକୁ ଏସପି ଅଫିସ ଘେରାଉ କରିବ କଂଗ୍ରେସ’

ଅନୁଗୁଳ: ରାଜ୍ୟରେ ଗତ ଏକ ବର୍ଷ ୨ ମାସ ମଧ୍ୟରେ ବଢି ଚାଲିଛି ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ । ଅନୁଗୁଳ ଜିଲ୍ଲାରେ ମଧ୍ୟ ଏହାର ଅନୁପାତ କିଛି କମ ନାହିଁ । ପୂର୍ବରୁ ଜିଲ୍ଲାର ନନ୍ଦିନୀପାଲି, ନିଶା ଥାନା ଅଞ୍ଚଳ, ତାଳଚେର, ବନ୍ତଳା ଆଦି ଅଞ୍ଚଳରେ ଦୁଷ୍କର୍ମ ଓ ପରେ ହତ୍ୟା ଘଟଣା ସାମ୍ନାକୁ…

ସରକାରୀ ଅର୍ଥ ହଡ଼ପ କରିବା ପଡ଼ିଲା ମହଙ୍ଗା: ସରପଞ୍ଚ ନିଲମ୍ବିତ

ମୟୂରଭଞ୍ଜ: ସରକାରୀ ଅର୍ଥ ହେରଫେର କରିବା ପଡିଲା ମହଙ୍ଗା। ନିଲମ୍ୱିତ ହେଲେ ସରପଞ୍ଚ। ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢ଼ୋ ପଞ୍ଚାୟତର ସରପଞ୍ଚ ନିଲମ୍ବିତ ହୋଇଛନ୍ତି। ସରପଞ୍ଚ ବସେନ ମାରାଣ୍ଡିଙ୍କୁ ନିଲମ୍ବନ କଲା ପଞ୍ଚାୟତିରାଜ ବିଭାଗ। ରାଢ଼ୋ ପଞ୍ଚାୟତରେ ଷ୍ଟ୍ରିଟ ଲାଇଟ ଲଗାଇବାରେ…

ଯୁବତୀଙ୍କୁ ଅସଦାଚରଣ ଓ ଧମକ ଦେବା ଅଭିଯୋଗରେ ଯୁବ ନେତା ଗିରଫ

ଅନୁଗୁଳ: ଯୁବତୀଙ୍କୁ ଅସଦାଚରଣ ଓ ଧମକ ଚମକ ଦେବା ଅଭିଯୋଗରେ ଯୁବ ନେତା ଗିରଫ । ଗିରଫ ଯୁବକ ଜଣକ ହେଲେ ଯୁବ ନେତା ସୁଦୀପ୍ତ କୁମାର ସ୍ୱାଇଁ । ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ, ଶରଧାପୁର ଗାଁର ଏହି ଯୁବ ନେତା ଜଣଙ୍କ ଜଣେ…

ରାୟଗଡା ଜିଲ୍ଲାରେ ପାରିବାରିକ କଳହର କରୁଣ ପରିଣତି

ରାୟଗଡା ଜିଲ୍ଲାରେ ପାରିବାରିକ କଳହ ନେଲା ଜୀବନ । ବାହାଘରର କେତଟା ବର୍ଷ ନପୁରୁଣୁ ଆଖି ବୁଝିଛି ଝିଅ । ଶାଶୂଘର ଲୋକେ ଆତ୍ମହତ୍ୟା କହୁଥିବା ବେଳେ ବାପଘର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଜାରି ରଖିଛି । ରାୟଗଡା ଜିଲ୍ଲା ବିଷମକଟକ…

ପୁଣି ଏକ ଅନୁସୂଚିତ ବିଦ୍ୟାଳୟର ଛାତ୍ରୀ ଗର୍ଭବତୀ

ରାୟଗଡ଼ା: ମଙ୍ଗଳ ବିଭାଗର ଆବାସିକ ବିଦ୍ୟାଳୟମାନଙ୍କରେ ଛାତ୍ରୀମାନେ ବାରମ୍ବାର ଦୁଷ୍କର୍ମ ସାଙ୍ଗକୁ ଗର୍ଭବତୀ ହେବା ଭଳି ଚିତ୍ର ସାମ୍ନାକୁ ଆସୁଛି। ପୁଣି ବିଷମକଟକରେ ଦେଖିବାକୁ ମିଳିଛି ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଭଳି ଏକ ଲଜ୍ଜା ଜନକ ଘଟଣା । ରାୟଗଡା ଜିଲ୍ଲା ବିଷମକଟକ ବ୍ଲକ…

ପୁଣି ଆସୁଛି ଲଘୁଚାପ, ୨୩ରୁ ବଢିବ ବର୍ଷା

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା। ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ…

ରେଭେନ୍ସା ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ ଛାଡ଼ ନିର୍ଦ୍ଦେଶ ଘଣ୍ଟାକରେ ପ୍ରତ୍ୟାହୃତ

କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ ଛାଡ଼ ନିର୍ଦ୍ଦେଶ ଘଣ୍ଟାକ ମଧ୍ୟରେ ହେଲା ପ୍ରତ୍ୟାହୃତ । ସନ୍ଧ୍ୟା ସାଢ଼େ ୫ଟା ପୂର୍ବରୁ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ ଛାଡ଼ ନିର୍ଦ୍ଦେଶ ପ୍ରତ୍ୟାହୃତ ହୋଇଛି । ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ ଆସିଥିବା ନିର୍ଦ୍ଦେଶନାମା…