Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୭ରେ ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି 

ଭୁବନେଶ୍ୱର: ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେପ୍ଟେମ୍ବର ୨୭ ତାରିଖରେ ହେବାକୁ ଥିବା ସାଧାରଣ ସଭା ବ୍ରହ୍ମପୁରରୁ ଝାରସୁଗୁଡ଼ାକୁ ସ୍ଥାନାନ୍ତର କରାଯାଇଛି। ବଙ୍ଗୋପସାଗର ଉପରେ ଲଗାତାର ଲଘୁଚାପ ପ୍ରଭାବରେ ସେପ୍ଟେମ୍ବର ୨୯ ତାରିଖ ପର୍ଯ୍ୟନ୍ତ…

୩ ବର୍ଷରେ ୧୦୧ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର: ଗତ ତିନି ବର୍ଷରେ ୧୦୧ ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ବିଧାନସଭାରେ ବିଜେପି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ସେ କହିଛନ୍ତି ଯେ, ରାଜ୍ୟରେ ଗତ ୩ ବର୍ଷରେ ୧୦୧ ଶିଶୁ ଶ୍ରମିକଙ୍କୁ ଉଦ୍ଧାର…

କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁ ଘଟଣା; ଆନ୍ଦୋଳନରେ ବସିଲେ ସୁରକ୍ଷାକର୍ମୀ

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ମୃତ୍ୟୁକୁ ନେଇ ମଙ୍ଗଳବାର ଦିନ ଉତ୍ତେଜନା ଦେଖାଦେଇଥିଲା। ହିଂସା କାଣ୍ଡ ପରେ ମେଡିକାଲରେ ନିୟୋଜିତ ସୁରକ୍ଷା କର୍ମୀମାନେ ପ୍ରତିବାଦରେ ବସିଛନ୍ତି। ସୂତ୍ର ଅନୁଯାୟୀ, ଶିଶୁ ମୃତ୍ୟୁ ପରେ ଉତ୍ତ୍ୟକ୍ତ ଘର ଲୋକେ ହସ୍ପିଟାଲ୍ ପରିସରରେ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ

କଟକ: ଦୀର୍ଘ ୮ ଦିନ ପରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ସୁପରଷ୍ଟାର ବୁଦ୍ଧାଦିତ୍ୟ ମହାନ୍ତି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚାଲୁଥିଲା ଚିକିତ୍ସା। ୮ ଦିନ ପରେ ସୁସ୍ଥ ହେଇ ଆଜି ଘରକୁ ଫେରିଲେ ବୁଦ୍ଧାଦିତ୍ୟ। ବହୁତ କମ କଥା ହେବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର।…

ବାରମ୍ବାର ଭୂସ୍ଖଳନ ଯୋଗୁଁ କଳିଙ୍ଗା ଘାଟ ବନ୍ଦ…

ଭୁବନେଶ୍ୱର: ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟରେ ମରାମତି କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଯାହା ଫଳରେ କର୍ତ୍ତୃପକ୍ଷ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ରାସ୍ତା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ସୋମବାର ଦିନ ପୁଣି ଭୂସ୍ଖଳନ ଯୋଗୁଁ…

ଧବଳେଶ୍ୱରଙ୍କ ପୀଠରେ ନଭେମ୍ବର ୩ରେ ବଡ଼ଓଷା..୫ରେ ଡ଼ଙ୍ଗା ଭସା

କଟକ: କଟକର ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ନଭେମ୍ବର ୩ ସୋମବାର ବଡ଼ଓଷା ପାଳନ ହେବ । ନଭେମ୍ବର ୪ ମଙ୍ଗଳବାର ସକାଳୁ ଗଜଭୋଗ ବିତରଣ କରାଯିବ। ନଭେମ୍ବର ୧ରୁ ୫ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବ । ଏନେଇ ଧବଳେଶ୍ୱର ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି ।…

ପ୍ରଶ୍ନପତ୍ର ଲିକ୍ ରୋକିବାକୁ ସରକାର ନେଲେ ବଡ ପଦକ୍ଷେପ

ଭୁବନେଶ୍ୱର: ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣା ଅନେକ ସମୟରେ ଚର୍ଚ୍ଚାରେ ରହୁଛି । ପ୍ରଶ୍ନପତ୍ର ଲିକ୍ କାରଣରୁ ଛାତ୍ରଛାତ୍ରୀ ନିରାଶ ହେଉଛନ୍ତି । ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଏବେ ଏହାର ସମାଧାନର ବାଟ ବାହାର କରିଛନ୍ତି । ପରୀକ୍ଷା ପରିଚାଳନା କରୁଥିବା…

୮୫ କୋଟି ଟଙ୍କାରେ ରାଇରଙ୍ଗପୁରରେ ହେବ ନୂଆ ଆୟୁର୍ବେଦିକ କଲେଜ

ଭୁବନେଶ୍ୱର: ଆୟୁର୍ବେଦ ହେଉଛି, ସାରା ବିଶ୍ବକୁ ଭାରତର ଏକ ଅମୂଲ୍ୟ ଅବଦାନ। ଆମ ଉଦ୍ଦେଶ୍ୟ ହେଉଛି ଆୟୁର୍ବେଦକୁ କେବଳ ଏକ ଚିକିତ୍ସା ପ୍ରଣାଳୀ ନୁହେଁ ବରଂ ସମଗ୍ର ମାନବ ଜାତିର କଲ୍ୟାଣ ପାଇଁ ଆମର ଜ୍ଞାନ ଓ ଦାର୍ଶନିକ ଦୃଷ୍ଟିକୋଣକୁ ଉପସ୍ଥାପିତ କରିବା। ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ…

Odia Signboard: ଓଡ଼ିଆରେ ନାମ ଫଳକ ନ ଲେଖିଲେ ହେବ ମୋକଦ୍ଦମା, ହୋଇଯାଆନ୍ତୁ ସାବଧାନ!

ଭୁବନେଶ୍ୱର: ଓଡ଼ିଆରେ ନାମଫଳକ ନ ଲେଖିଥିଲେ ସାବଧାନ୍ । ଆପଣଙ୍କ ନାଁରେ ରୁଜୁ ହୋଇପାରେ ମାମଲା । ଓଡ଼ିଆରେ ନାମ ଫଳକ ନଲେଖିଲେ ହେବ ମୋକଦ୍ଦମା। ଖିଲାପକାରୀ ୧୦୦ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ନାଁରେ ହେବ ମୋକଦ୍ଦମା। ୧୬୦୬ ପ୍ରତିଷ୍ଠାନକୁ ଓଡ଼ିଆରେ ନାମଫଳକ ଲେଖା ନ ଥିବାରୁ ନୋଟିସ୍…

କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ସମ୍ପର୍କରେ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ । ଆଜି ବିଧାନସଭାରେ ଏହି ଉତ୍ତର ରଖିଛନ୍ତି ମନ୍ତ୍ରୀ । ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ…