Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଜେଡିର ପ୍ରତିବାଦ; ବିକ୍ଷୋଭକାରୀଙ୍କ ଉପରକୁ ପୋଲିସର ପାଣି ମାଡ଼

ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏ ନେଇ ବିଧାନସଭା ସମ୍ମୁଖରେ ଜୋରଦାର୍‌ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏହି ସମୟରେ ବିଜେଡି କର୍ମୀ ୨ଟି ବ୍ୟାରିକେଡ ଭାଙ୍ଗିଥିବବା ଦେଖିବାକୁ ମିଳିଛି।…

Odisha Assembly: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ, ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି

ଭୁବନେଶ୍ୱର: ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି। ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ। ବିଜେଡି ଗୃହ ଚଳାଇ ଦେଉ ନଥିବା ଅଭିଯୋଗରେ କଂଗ୍ରେସର ପ୍ରତିବାଦ। ବାଚସ୍ପତିଙ୍କ…

ଭୂସ୍ଖଳନ ଯୋଗୁଁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହେଲା କନ୍ଧମାଳ ଓ ଗଞ୍ଜାମ ମଧ୍ୟରେ ଯୋଗାଯୋଗ; ଏପଟେ ବଣ୍ଡାଘାଟିକୁ…

ମାଲକାନଗିରି:ମାଲକାନଗିରି ଜିଲ୍ଲା ବଣ୍ଡାଘାଟି ମାଙ୍କଡ଼ଝୋଲା ଝରଣା ନିକଟରେ ଭୂସ୍ଖଳନ । ମାଙ୍କଡ଼ ଝୋଲା ଠାରୁ ମୁଦୁଲିପଡା ବଣ୍ଡାଘାଟିକୁ ଯାଇଥିବା ମୁଖ୍ୟ ରାସ୍ତାରୁ ଅତଡା ଖସି ବଣ୍ଡାଘାଟିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଏସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ଖଇରପୁଟ ବିଡିଓ  ,ତହସିଲଦାର ନ…

Vijay Kumar atpathy: ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ

ବ୍ରହ୍ମପୁର: ଜଣାଶୁଣା ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀଙ୍କ ପରଲୋକ। ଗତକାଲି ରାତି ୮ଟା ୪୦ ମିନିଟ୍ ସମୟରେ ବ୍ରହ୍ମପୁର ନିଜ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକ ଦେଇଛନ୍ତି ସୂଚନା। ୧୯୮୨…

ଚୌଦ୍ୱାର ଥାନାରେ ଅଭିଯୁକ୍ତର ସନ୍ଦେହଜନକ ମୃତ୍ୟୁ: ଥାନା ଅଧିକାରୀ, ଏସଆଇ ଓ କନେଷ୍ଟବଳ ନିଲମ୍ବିତ

କଟକ: ଚୌଦ୍ବାର ଥାନାରେ ଅଟକ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ୩ ପୋଲିସ ସସପେଣ୍ଡ। ଥାନା ଅଧିକାରୀ , ଏସଆଇ ଓ କନେଷ୍ଟବଳ ନିଲମ୍ବିତ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଚୌଦ୍ବାର…

Weather Update: ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ: ୨୮ ପର୍ଯ୍ୟନ୍ତ ଉତ୍ତର, ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଉଛି ଲଘୁଚାପ। ଉତ୍ତର, ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ସୁନ୍ଦରଗଡ଼ ଓ ସମ୍ବଲପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି।…

ଲାଞ୍ଚ ନେଇ ଫସିଲେ ଡାଟା ଏଣ୍ଟ୍ରି ଅପରେଟର

ଭୁବନେଶ୍ବର: ବାଲେଶ୍ୱର ସିମୁଳିଆ ବ୍ଲକର ଜନ କଲ୍ୟାଣ ବିଭାଗର ଅଫିସ ଆସିଷ୍ଟାଣ୍ଟ-କମ-ଡାଟା ଏଣ୍ଟ୍ରି ଅପରେଟର ବିଶ୍ୱରଞ୍ଜନ ପ୍ରଧାନଙ୍କୁ ଲାଞ୍ଚ ନେବା ବେଳେ ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଇଣ୍ଟରକାଷ୍ଟ ବିବାହ ପାଇଁ ୨.୫ ଲକ୍ଷ ଟଙ୍କାର ସରକାରୀ ସହାୟତା ପ୍ରଦାନ କରୁଥିବା…

୧୦ ଦେଶର ରାଷ୍ଟ୍ରଦୂତ କିଟ ଓ କିସ ପରିଦର୍ଶନ ସହ ଏସଡିଜି ବୈଠକରେ ସାମିଲ

ଭୁବନେଶ୍ୱର: ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ୧୦ ଜଣ ରାଷ୍ଟ୍ରଦୂତ କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇଥିଲେ। ପେରୁ, ଆର୍ଜେଣ୍ଟିନା, ଉରୁଗୁଏ, ପାରାଗୁଏ, ସୁରିନାମ, ଚିଲି,…

୩.୪୬ କୋଟି ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରୁ ଏତିକିଙ୍କୁ ମିଳିଛି ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ…

ଭୁବନେଶ୍ୱର: ୧.୪୭ କୋଟି ହିତାଧୀକାରୀଙ୍କୁ ମିଳିଛି ଆୟୁଷ୍ମାନ ସ୍ବାସ୍ଥ୍ୟ କାର୍ଡ । ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ଦ୍ୱାରା ଉଠାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ସୋମବାର ରାଜ୍ୟ ବିଧାନସଭାରେ ଏହି ତଥ୍ୟ ରଖିଛନ୍ତି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

୩ ବର୍ଷରେ ୨୩,୧୩୦ ନବଜାତ ଶିଶୁଙ୍କ ମୃତ୍ୟୁ, ପ୍ରାଣ ହରାଇଛନ୍ତି ଏତିକି ପ୍ରସୂତୀ…

ଭୁବନେଶ୍ୱର: ଗତ ତିନି ବର୍ଷ ମଧ୍ୟରେ ରାଜ୍ୟରେ ମୋଟ ୧୯ ଲକ୍ଷ ୩୪ ହଜାର ୪୧୨ ଜଣ ମହିଳା ଗର୍ଭବତୀ ହୋଇଥିବାବେଳେ, ଏଥିରୁ ୨ ହଜାରରୁ ଅଧିକ ପ୍ରସୂତୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୧୭ ଲକ୍ଷ ୬୦ ହଜାର ୫୭୭ ମହିଳା ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ପ୍ରସବ କରିଥିବା ବେଳେ, ବାକି ୧୪ ହଜାର ୪୨୪ ଜଣ ଘରେ…