Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ବନ୍ଦ: ମାଷ୍ଟର କ୍ୟାଣ୍ଟିନ୍ ଭିତରେ ମୁହାଁମୁହିଁ ପୋଲିସ୍-କଂଗ୍ରେସ, ଚେତାବନୀ ଦେଲେ ସିପି 

ଭୁବନେଶ୍ଵର: ଆଜି ଓଡିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଯାହାର ପ୍ରଭାବ ସକାଳୁ ସକାଳୁ ଦେଖିବାକୁ ମିଳିଥିବା ବେଳେ ରାଜଧାନୀ ଭୁବନେଶ୍ଵରରେ ବାଇକ୍ ରାଲି କରି ବିଭିନ୍ନ ସ୍ଥାନରେ ପିକେଟିଂ କରୁଛନ୍ତି କଂଗ୍ରେସ ଆନ୍ଦୋଳନକାରୀ । ଏହାରି ଭିତରେ ଭୁବନେଶ୍ବର ରେଳ ଷ୍ଟେସନରେ ଭିତରକୁ ପ୍ରବେଶ…

୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା, ଆଜି ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା

ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କିନ୍ତୁ ଏବେ ବଡ଼ ବର୍ଷା ହେବାର ସମ୍ଭାବନା ନାହିଁ। ଆଜି ୨୩ଟି ଜିଲ୍ଲାରେ ଝଡବର୍ଷା ସହିତ ପବନର ବେଗ ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ସେହି ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ, ଝାରସୁଗୁଡା, ବରଗଡ,…

୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କଣ ଖୋଲା ରହିବ, କଣ ବନ୍ଦ

ଭୁବନେଶ୍ୱର: କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ ନେତା ଓ କର୍ମୀ। ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିବାଦ କରାଯାଉଛି। ବିରୋଧୀ ଏହି ପ୍ରସଙ୍ଗରେ…

ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜ୍ୟ ଗୃହ ବିଭାଗ; ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: କଂଗ୍ରେସ ପକ୍ଷରୁ ଜୁଲାଇ ୧୭ ତାରିଖରେ ହେବାକୁ ଥିବା ଓଡ଼ିଶା ବନ୍ଦ ନେଇ ରାଜ୍ୟ ଗୃହ ବିଭାଗ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି । ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଜରୁରୀକାଳୀନ ସେବା ପ୍ରଭାବିତ ନହେବା ଉପରେ ବିଶେଷ…

ରାଜ୍ୟ କ୍ୟାବିନେଟ୍‌ରେ ୧୧ବିଭାଗର ୧୩ପ୍ରସ୍ତାବକୁ ମଞ୍ଜୁରୀ; ଛାଡ଼ ହେଲା ଆଦର୍ଶ ବିଦ୍ୟାଳୟର ମାସିକ ହଷ୍ଟେଲ୍ ଫି’

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କ୍ୟାବିନେଟ୍‌ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ । ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ ଉନ୍ନୟନମୂଳକ କାର୍ଯ୍ୟ ପାଇଁ କ୍ୟାବିନେଟ୍‌…

ସ୍ନାତକ ପାଠ୍ୟକ୍ରମ ସ୍ପଟ୍‌ ନାମଲେଖା ଅବଧି ଜୁଲାଇ ୧୯କୁ ବଢ଼ିଲା

ଭୁବନେଶ୍ୱର: ରାଜ୍ୟର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ଯାଏଁ ବଢ଼ାଯାଇଛି। ପ୍ରେସ୍‌ ରିଲିଜ ଜରିଆରେ ସୂଚନା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ । ଷ୍ଟୁଡେଣ୍ଟ…

ଗୁରୁବାର ଶ୍ରୀଜିଉଙ୍କ ବନକଲାଗି ନୀତି, ସାଢ଼େ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ହେବ ଶ୍ରୀମନ୍ଦିରରେ ବନକଲାଗି ନୀତି । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ। ଏଥିଲାଗି ଶ୍ରୀମନ୍ଦିରରେ ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଶ୍ରାବଣ କୃଷ୍ଣ ସପ୍ତମୀ ତିଥି ଥିବାରୁ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି…

ଆସନ୍ତାକାଲି ସାରା ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ବର:ଆସନ୍ତାକାଲି ସାରା ରାଜ୍ୟରେ ପେଟ୍ରୋଲ ପମ୍ପ ବନ୍ଦ ରହିବ । ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନଜରରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ଆସୋସିଏସନ ସଭାପତି ଶଶାଙ୍କ ଶେଖର ସାହୁ ସୂଚନା ଦେଇଛନ୍ତି ।…

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି…

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ: କମ୍ପ୍ରେସିଭ ମୋବିଲିଟି ପ୍ଲାନ ଓ ନୂଆ ଢାଞ୍ଚା ଉପରେ ଆଲୋଚନା

ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରୋଜେକ୍ଟ ନିମନ୍ତେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀସ୍ତରୀୟ ବୈଠକ ଆଜି ଲୋକସେବା ଭବନ କନଫରେନ୍ସ ହଲରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏକ ସବ୍ କମିଟି ଗଠନ କରାଯାଇଥିଲା ଯାହାର…