Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅର୍ଥ ଆତ୍ମସାତ ଘଟଣା; ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପୂର୍ବତନ ପ୍ରିନ୍ସିପାଲ୍ ଗିରଫ

ଭୁବନେଶ୍ୱର: ସୋନପୁର ବିନିକାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ର ପୂର୍ବତନ ପ୍ରିନ୍ସିପାଲ୍ ସୌମ୍ୟରଞ୍ଜନ ଖେତିଙ୍କୁ ସୋମବାର ଦିନ ଭିଜିଲାନ୍ସ ଅଧିକାରୀମାନେ ୫୫,୦୨,୬୧୦ ଟଙ୍କା ସରକାରୀ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଗିରଫ କରିଛନ୍ତି। ଭିଜିଲାନ୍ସର ବିବୃତ୍ତି ଅନୁଯାୟୀ,…

ବର୍ଷେ ୩ ମାସରେ ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ, ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଏତିକି…

ଭୁବନେଶ୍ବର: ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଉତ୍ତରରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖି କହିଛନ୍ତି ଯେ, ବର୍ଷେ ୩ ମାସ ମଧ୍ୟରେ ୧୯୯ ଜଣ ସରକାରୀ ବାବୁଙ୍କୁ ଗିରଫ କରିଛି ଭିଜିଲାନ୍ସ । ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ କରିଛି…

ମାଓବାଦୀ ପ୍ରତିଷ୍ଠା ଦିବସ ସପ୍ତାହ ଆରମ୍ଭ, ସତର୍କତା ଜାରି କରିଛି ପୋଲିସ ଓ ରେଳ ପ୍ରଶାସନ

ଭୁବନେଶ୍ୱର: ସିପିଆଇ-ମାଓବାଦୀ ପ୍ରତିଷ୍ଠା ଦିବସ ସପ୍ତାହ ଆରମ୍ଭ ହୋଇଛି। ଏହି ସପ୍ତାହ ସେପ୍ଟେମ୍ବର ୨୧ ତାରିଖରୁ ସେପ୍ଟେମ୍ବର ଶେଷ ଯାଏ ଚାଲିବ। ଏହି ଦିନରେ ହିଂସାତ୍ମକ କାର୍ଯ୍ୟ କରି ମାଓବାଦୀମାନେ ସେମାନଙ୍କର ଉପସ୍ଥିତି ଜାହିର କରିବେ। ଏ ସମ୍ପର୍କରେ ସତର୍କତା ଜାରି କରିଛି ରେଳ ପ୍ରଶାସନ।…

Wall Collapse: ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ; ଚାଲିଗଲା ବାପା-ମାଆଙ୍କ ଜୀବନ, ଝିଅ ଗୁରୁତର

ବାଲେଶ୍ୱର: ଜଳେଶ୍ବରରୁ ଆସିଛି ଏକ ହୃଦୟ ବିଦାରକ ଘଟଣା। କାନ୍ଥ ଭୁଶୁଡ଼ି ଦମ୍ପତି ମୃତ ଏବଂ ଝିଅ ଗୁରୁତର। ବାଲେଶ୍ବର ଜିଲ୍ଲା ଜଳେଶ୍ବରବସ୍ତା ଥାନା ମହାଦେବ ସରାଇ ଗାଁରେ ଘରକାନ୍ଥ ପଡ଼ି ସ୍ୱାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ବର୍ଷର ଝିଅ ଗୁରୁତର ହୋଇଛି। ଗୁରୁତର ଅବସ୍ଥାରେ ଝିଅକୁ…

Puri Srimandir: କାଲି ଯିବେନି ଶ୍ରୀମନ୍ଦିର, ସକାଳ ୧୦ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ…

ପୁରୀ: ମଙ୍ଗଳବାର ଅର୍ଥାତ୍ ଆସନ୍ତାକାଲି ସକାଳ ୧୦ ପରଠାରୁ ମିଳିବନି ମହାପ୍ରଭୁଙ୍କ ଦର୍ଶନ । ସକାଳ ୧୦ଟା ପୁରୀ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ କରାଯାଇଛି । ଏନେଇ ସୂଚନା ଦେଇଛି ମନ୍ଦିର ପ୍ରଶାସନ । ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ଘୋଷଣା କରିଛି ଯେ ରତ୍ନ ଅଳଙ୍କାର ମନ୍ଦିରର…

Manmohan Samal On GST: ପୂଜା ଭେଟି ନୁହେଁ ଆତ୍ମବିଶ୍ୱାସର ଦିନ, ନୂଆ ଜିଏସ୍‌ଟି ଦ୍ୱାରା ସଞ୍ଚୟ ହାର ବଢ଼ିବ: ମନମୋହନ…

ଭୁବନେଶ୍ୱର: ନବରାତ୍ରର ପ୍ରଥମ ଦିନରୁ ମୋଦି ସରକାର ଦେଇଛନ୍ତି ପୂଜା ଭେଟି। ଆଜିଠୁ ଲାଗୁହେଲା ନେକ୍ସଟ୍ ଜେନ୍ ଜିଏସଟି। ଦେଶ ହିତରେ ସଂଶୋଧିତ ନୂଆ ସାମଗ୍ରୀ ଓ ସେବା ଶୁଳ୍କ(ଜିଏସ୍‍ଟି)ରେ ଏଭଳି ଆର୍ଥିକ ସଂସ୍କାର କରାଯାଇଛି। ନାଗରିକ ଦେବ ଭବଃ ଧାରାରେ ଏହାକୁ ସଞ୍ଚୟ ଉତ୍ସବ ରୂପେ ପାଳନ କରିବେ…

Odisha Assembly: ଚତୁର୍ଥ ଦିନରେ ବି ବିଧାନସଭା ଅଚଳ, ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ଵର: ମୌସୁମୀ ଅଧିବେଶନର ଚତୁର୍ଥ ଦିନରେ ବି ବିଧାନସଭା ଅଚଳ। ମାତ୍ର ୭ ମିନିଟ୍ ଚାଲିଲା ବିଧାନସଭା। କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହାଲ୍ଲାରେ ଚାଲିପାରୁନି ଗୃହ। ପ୍ରଶ୍ନ କାଳ ଆରମ୍ଭରୁ ପ୍ଲାକାର୍ଡ, ପୋଷ୍ଟର ଧରି ବିରୋଧୀ ସଦସ୍ୟ ହଟ୍ଟଗୋଳ କରିଛନ୍ତି। ଅପରାହ୍ନ ୪ଟା ଯାଏଁ ବାଚସ୍ପତି…

Ratna Bhandar: ସରିଲା ରତ୍ନଭଣ୍ଡାର ମରାମତି; ଆସନ୍ତାକାଲି ଅଳଙ୍କାର ସ୍ଥାନାନ୍ତର, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ସରିଲା ରତ୍ନଭଣ୍ଡାର ମରାମତି। ମରାମତି କାମ ସମ୍ପୂର୍ଣ୍ଣ ହୋଇଥିବାରୁ ଶ୍ରୀଜିଉଙ୍କର ସମସ୍ତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି ଏହି ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ମାର୍ଗଦର୍ଶିକା ଅନୁସାରେ ରତ୍ନାଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରୁ…

Nabaratri Starts: ଶାରଦୀୟ ଦୁର୍ଗାପୂଜା: ଆଜିଠାରୁ ବିଭିନ୍ନ ଶକ୍ତି ପୀଠରେ ନବ ଦିନାତ୍ମକ ପୂଜା

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ଅବସରରେ ଆଜିଠୁ ଆରମ୍ଭ ହେଉଛି ନବରାତ୍ରୀ ପୂଜା। ନବ ଦିନାତ୍ମକ ପୂଜାରେ ପ୍ରଥମ ଦିନରେ ଶ୍ରଦ୍ଧାଳୁଙ୍କୁ ଶୈଳପୁତ୍ରୀ ରୂପରେ ଦର୍ଶନ ଦେବେ ମା। ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତିପୀଠ ମାନଙ୍କରେ ସକାଳୁ ସକାଳୁ ଭକ୍ତ ସମାଗମ ଦେଖିବାକୁ ମିଳିଲାଣି।…

Weather Update: ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ: ଭିଜିବ ଦଶହରା, ଆଜି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ…

ଭୁବନେଶ୍ବର: ଭିଜିବ ପାର୍ବଣ। ଆସୁଛି ପଛକୁ ପଛ ଦୁଇଟି ଲଘୁଚାପ। ଉତ୍ତର ଆଣ୍ଡାମାନ ଓ ସଂଲଗ୍ନବର୍ତ୍ତୀ ମିଆଁମାର ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି। ଫଳରେ ଦଶହରାରେ ଅଧିକ ବର୍ଷା…