Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭସାପୋଲ ଅଘଟଣ: କୁହୁଡ଼ି ପାଇଁ ଚିଲିକାରେ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ: ରାଜ୍ୟରେ ବର୍ତ୍ତମାନ ଘନ କୁହୁଡି ପ୍ରବଳ ମାତ୍ରାରେ ଚାରିଆଡେ ଛାଇ ରହୁଥିବାବେଳେ, ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ନୂଆବର୍ଷ ଦିନ ପ୍ରବଳ କୁହୁଡି ଯୋଗୁ ଚିଲିକାରେ ଫସିଥିଲା ଭସାପୋଲ । ସେଥିରୁ ଖସିପଡି ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଥିଲା । ଏହାପରେ…

ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ

ବାଲେଶ୍ୱର: ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ଦେହାନ୍ତ। କ୍ୟାନ୍ସର ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିବା ବେଳେ ଆଖି ବୁଜିଲେ। ୭୮ ବର୍ଷ ବୟସରେ ଦେହାନ୍ତ। ଓଡ଼ିଶା ବିଧାନସଭାର ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ। ନୀଳଗିରି କାହାଳିଆ ସ୍ଥିତ ବାସଭବନରେ ହିଁ…

Cold Weather: ଶୀତରେ ଥରୁଛି ସାରା ଓଡ଼ିଶା, ଆହୁରୀ ୩ ଦିନ ଘନକୁହୁଡ଼ି ପଡ଼ିବାର ଆଶଙ୍କା

ଭୁବନେଶ୍ୱର: ଅସହ୍ୟ ଶୀତରେ ଥରୁଛି ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ। ଆହୁରୀ ୩ ଦିନ ଯାଏଁ ଘନକୁହୁଡ଼ି ପଡ଼ିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।…

ଜଷ୍ଟିସ ସଙ୍ଗମ କୁମାର ସାହୁ ହେଲେ ପାଟନା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ: ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନୂଆ ନିଯୁକ୍ତି । ବିହାର ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ସୂଚନା ମିଳିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ, ଜଷ୍ଟିସ୍…

IAS: ବରିଷ୍ଠ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ବର: ନୂଆ ବର୍ଷ ଆରମ୍ଭରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ମୁଖ୍ୟ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଅନୁ ଗର୍ଗ । ଅନୁଙ୍କ ସ୍ଥାନରେ ଦେଓରଞ୍ଜନ ସିଂ ହେଲେ ଉନ୍ନୟନ କମିଶନର । ସତ୍ୟବ୍ରତ ସାହୁଙ୍କୁ ରାଜସ୍ୱ ପରିଷଦର ସଦସ୍ୟ ଭାବେ ଦାୟିତ୍ୱ…

୭ ଦିନରେ ରାଜଧାନୀବାସୀ ପିଇଗଲେ ୩୨ କୋଟିର ମଦ

ଭୁବନେଶ୍ବର: ୨୦୨୫ ମସିହାରେ ଖ୍ରୀଷ୍ଟମାସରୁ ଜିରୋ ନାଇଟ୍ ପର୍ଯ୍ୟନ୍ତ ପ୍ରାୟ ଏକ ସପ୍ତାହ ମଧ୍ୟରେ ଭୁବନେଶ୍ୱର ବାସିନ୍ଦା ୩୨ କୋଟି ଟଙ୍କାର ମଦ ପିଇଥିବା ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟରେ ରାଜଧାନୀର କ୍ଲବ୍, ପବ୍ ଏବଂ ଅଫ-ସପ୍ସରେ ପ୍ରବଳ ଭିଡ଼ ଦେଖିବାକୁ…

ଏମଭି ୨୬ ଗାଁର ହିଂସାକାଣ୍ଡ ଘଟଣା: ୧୦ଟି ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଭୁବନେଶ୍ବର: ଡିସେମ୍ବର ୭ ଓ ୮ ତାରିଖରେ ମାଲକାନଗିରି ଜିଲ୍ଲାର ରାଖେଲଗୁଡ଼ା ଏବଂ ଏମଭି ୨୬ଗ୍ରାମରେ ଘଟିଥିବା ହିଂସାକାଣ୍ଡ ଘଟଣା ଉପରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗତ ୨୯ ତାରିଖରେ ଭୁବନେଶ୍ବର ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକରେ ଜିଲ୍ଲାର…

Chilika Bird Festival: ଜାନୁଆରୀ ୬ ରୁ ୮ ପର୍ଯ୍ୟନ୍ତ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ…

ଭୁବନେଶ୍ୱର: ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ସହଯୋଗରେ ଚଳିତ ବର୍ଷ ଜାନୁଆରୀ ୬ରୁ ୮ ତାରିଖ ଯାଏଁ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ ଆୟୋଜିତ ହେବ । ସଂରକ୍ଷଣ-ନେତୃତ୍ୱାଧୀନ ପର୍ଯ୍ୟଟନ, ସ୍ଥାୟୀତ୍ୱ ଏବଂ ଗୋଷ୍ଠୀ ଭାଗୀଦାରି ପ୍ରତି ରାଜ୍ୟର…

ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ହେବ ପୁନଃ ଜୀବନ୍ତ, ଓଡ଼ିଶାରୁ ବାଲି ଯାତ୍ରା କରିବ ପାରମ୍ପରିକ ଜାହାଜ…

କଟକ: ନୂଆ ରୂପ ନେବ ଓଡ଼ିଶା ନୌବାଣିଜ୍ୟ ଇତିହାସ । ଓଡ଼ିଶାରୁ ବାଲି ଯାତ୍ରା କରିବ ପାରମ୍ପରିକ ଜାହାଜ । ୨୦୨୬ କାର୍ତ୍ତିକ ପୂର୍ଣ୍ଣିମା ବେଳକୁ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାର ଇତିହାସକୁ ପୁଣି ଥରେ ଆଖି ସାମ୍ନାକୁ ଆଣିବ ‘ଆଇଏନଏସଭି କୌନ୍ଦିନ୍ୟ’ । ସିଲେଇ କୌଶଳ ଦ୍ୱାରା ପାରମ୍ପରିକ ଶୈଳୀରେ…

୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକଙ୍କ ଆଗମନ

ଭୁବନେଶ୍ୱର: ୨୦୨୫ ମସିହାରେ ଭୁବନେଶ୍ୱରରେ ଅବସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସର୍ବାଧିକ ପର୍ଯ୍ୟଟକମାନଙ୍କ ଆଗମନ ହୋଇଥିବା ନେଇ ରେକର୍ଡ କରାଯାଇଛି। ତେବେ ୨୦୨୪ ମସିହାରେ ମୋଟ ୩୭,୯୯,୬୩୨ ପର୍ଯ୍ୟଟକ  ନନ୍ଦନକାନନ ଭ୍ରମଣ କରିବାକୁ ଆସିଥିବା ବେଳେ ୨୦୨୫ ମସିହା ମଧ୍ୟରେ ମୋଟ…