Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା; ‘ଏଥିପାଇଁ କର୍ତ୍ତୃପକ୍ଷ ଦାୟୀ’

ବାଲେଶ୍ବର: ନ୍ୟାୟ ନ ପାଇ ବାଲେଶ୍ୱର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ସେ ଏହି ଘଟଣାପାଇଁ କର୍ତ୍ତୃପକ୍ଷଙ୍କ…

ଏଫଏମ ଛାତ୍ରୀ ଆତ୍ମାହୁତୀ: ଘେରିଲେ ବିରୋଧୀ, ନବୀନ ଲୋଡିଲେ ରାଜ୍ୟପାଳଙ୍କ ହସ୍ତକ୍ଷେପ

ବାଲେଶ୍ବର: ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତୀ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସରକାର ମଧ୍ୟ ଆକ୍ସନ ମୋଡରେ ଏହି ଘଟଣାକୁ ପ୍ରାଥମିକତା ଦେଇ ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହାରି ଭିତରେ ଏବେ ବିରୋଧୀ ରାଜ୍ୟରେ ନାରୀ ସୁରକ୍ଷାକୁ ପ୍ରଶ୍ନ କରି ସରକାରଙ୍କୁ…

ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ବାଲେଶ୍ଵର ପୀଡ଼ିତା; ଏମ୍ସ ଯାଇ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି…

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।…

ଆଜିଠୁ ୩ ଦିନ ପ୍ରବଳ ବର୍ଷିବ! ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ,…

୫ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କାଲା ଡ୍ରାଇଭର ସଙ୍ଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ବେଳେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିବା ଘୋଷଣା…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ: ୫୦ ଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତ

କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଡାଇରିଆ ଆତଙ୍କ । ପିଜି ଛାତ୍ରାବାସରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୫୦ ଛାତ୍ର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି । ଛାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଏସସିବି ଟିମ ନଜର…

କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା; ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତାଙ୍କ ବାପା..

ବାଲେଶ୍ବର: ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଜଣେ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ପ୍ରିନ୍ସିପାଲ ଓ ଏଚଓଡିଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପୀଡ଼ିତାଙ୍କ ବାପା । ସେ କହିଛନ୍ତି ମୋ ଝିଅକୁ ପ୍ରିନ୍ସିପାଲ ମାନସିକ ନିର୍ଯାତନା ଦେଇଛନ୍ତି । ପ୍ରିନ୍ସିପାଲ କହିଥିଲେ ସବୁ…

ଭୁବନେଶ୍ୱର ଏମ୍ସର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ତାରିଖରେ ଭୁବନେଶ୍ୱରର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଏହି ଅବସରରେ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା…

ସର୍ଜରୀ ପରେ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାରରୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଶନିବାର ଭୁବନେଶ୍ୱର ଫେରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ) ରେ ପହଞ୍ଚିବା ପରେ…