Latest Odisha News

BREAKING NEWS

Browsing Category

ଓଡିଶା

Odisha

ସର୍ଜରୀ ପରେ ଭୁବନେଶ୍ୱର ଫେରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାରରୁ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଶନିବାର ଭୁବନେଶ୍ୱର ଫେରିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ) ରେ ପହଞ୍ଚିବା ପରେ…

୩ନକଲି ମାଓବାଦୀ ଗିରଫ; ବ୍ୟବସାୟୀଙ୍କୁ କରୁଥିଲେ ୫୦ ଲକ୍ଷ ଦାବି

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଦୋରାଗୁଡ଼ା ପୋଲିସ ୩ ନକଲି ମାଓବାଦୀଙ୍କୁ ଗିରଫ କରିଛି। ଗିରଫ ମଧ୍ୟରେ ଦୁଇଜଣ ଯୁବକ କୁପାଖାଲ ଗ୍ରାମର ବିନୋଦ ବାଗ ଓ ମାଳିଗୁଡ଼ା ଗ୍ରାମର ନରେଶ ନାଏକ ଓ ଅନ୍ୟଜଣେ ନାବାଳକ ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ସୂଚନାଥାଉକି, ବିନୋଦ…

ଆଗାମୀ ୫ ଦିନ ଯାଏଁ ଭିଜିବ ଓଡ଼ିଶା; ଏସଆରସିଙ୍କ ଆଡଭାଇଜରି ଜାରି

ଭୁବନେଶ୍ୱର:  ଜୁଲାଇ ୧୭ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ପାଣିପାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରେ ସତର୍କତା ଜାରି…

ଚିକିତ୍ସା ଅବହେଳାରୁ କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା

କଟକ:କଟକ ସିଟି ହସ୍ପିଟାଲରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା । ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ କଲେ ପରିବାର । ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ନାବାଳକଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଡାକ୍ତର…

ବାଲେଶ୍ବର ଏଫ୍‌ଏମ୍‌ ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଥାନାରେ ଅଟକ; ଏପଟେ ପ୍ରିନ୍ସିପାଲ ଓ ବିଭାଗୀୟ ମୁଖ୍ୟ ନିଲମ୍ବିତ

ବାଲେଶ୍ବର:ବାଲେଶ୍ବର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇବା ଘଟଣାରେ ଅଭିଯୁକ୍ତ ଅଧ୍ୟାପକଙ୍କୁ ପୋଲିସ ଅଟକ ରଖିଛି । ଅଧ୍ୟାପକ ଜଣକ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଛାତ୍ରୀ ଜଣକ ଅଭିଯୋଗ କରି ଶନିବାର ଏଭଳି ପଦକ୍ଷେପ ନେଇଥିଲେ। ଏପଟେ ବାଲେଶ୍ୱର FM କଲେଜ…

ଶିମିଳିପାଳରେ ପୁଣି ୩ ଟି ଛୁଆ ଜନ୍ମ ଦେଲା କଳା ବାଘୁଣୀ T20

ମୟୂରଭଞ୍ଜ: ଶିମିଳିପାଳରେ ଖୁସି ଖବର। ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି ବାଘ ଛୁଆ ଜନ୍ମ ନେଇଥିବା ସୂଚନା ଦେଇଛନ୍ତି…

ଓସିଏର ସମ୍ମିଳନୀ ହଲରେ ଭୟାବହ ଅଗ୍ନିକାଣ୍ଡ

କଟକ: କଟକରେ ଥିବା ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସମ୍ମିଳନୀ ହଲରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ଅନେକ ଉପକରଣ ଏବଂ ଆସବାବପତ୍ର ପୋଡ଼ି ଯାଇଛି। ସମ୍ମିଳନୀ ହଲରୁ ଧୂଆଁ ବାହାରୁଥିବା ଦେଖିବା ପରେ…

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ…

ବଜ୍ରାଘାତରେ ଚାଲିଗଲା ୩ଶ୍ରମିକଙ୍କ ଜୀବନ

ବାଲେଶ୍ବର: କେନାଲ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ। ସୂଚନାନୁଯାୟୀ, ମୃତକଙ୍କ ମଧ୍ୟରେ ୨ ମହିଳା, ଜଣେ ଜେସିବି ଅପରେଟର ବୋଲି ଜଣାପଡ଼ିଛି। ନୀଳଗିରି ଅଞ୍ଚଳର ଛତ୍ରପୁର ନିକଟରେ ଶନିବାର ଏହି ଅଘଟଣ ଘଟିଛି। ମୃତକମାନେ ‌ହେଲେ ମାମି ସିଂ, ବଢ଼େଇପଲା ଓ ଅଜିତ କୁମାର ହାଜିଦା। ବରହମପୁର…

ଡ୍ରାଇଭର ସଂଘରେ ଫାଟ; ମୁହଁ ଖୋଲିଲେ ସଭାପତି ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର: ଡ୍ରାଇଭର୍ ସଂଘରେ ଫାଟ ନେଇ ସଂଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କାନ୍ଦି କାନ୍ଦି ଭିଡିଓ ଜାରି କଲେ ମେଣ୍ଡୁଲି । ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି ବୋଲି ସେ କହିଛନ୍ତି । ଯେଉଁ ଭାଇମାନେ ମାଲିକଙ୍କୁ ଚାହୁଁଛନ୍ତି,…