Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଧ୍ୟାପକଙ୍କ ଦୁର୍ବ୍ୟବହାର ସହିନପାରି ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ । ଏଭଳି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱର ସ୍ଥିତ ଫକୀର ମୋହନ ମହାବିଦ୍ୟାଳୟରେ । କଲେଜର ଜଣେ ଛାତ୍ରୀ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିବାକୁ ଉଦ୍ୟମ କରିଛନ୍ତି । ଗୁରୁତର ଛାତ୍ରୀଙ୍କୁ ଛାତ୍ରଛାତ୍ରୀ ଓ…

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି । ୧୪ ତାରିଖ ଅପରାହ୍ନରେ ନୂଆଦିଲ୍ଲୀରୁ…

ବାଲେଶ୍ୱର ସମେତ ଏହି ଜିଲ୍ଲାକୁ ଝଡ଼ ବର୍ଷା ନେଇ ରେଡ୍ ଆଲର୍ଟ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ସନ୍ଧ୍ୟା ୫.୧୦ ମି. ପର୍ଯ୍ୟନ୍ତ ବାଲେଶ୍ୱର ଜିଲ୍ଲା ପାଇଁ ଏକ ରେଡ୍ ସତର୍କତା ଜାରି କରିଛି। ଆଗାମୀ ୨ ଘଣ୍ଟା ମଧ୍ୟରେ ବାଲେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହୋଇପାରେ। ସେହିପରି ଭୁବନେଶ୍ୱର ସମେତ ଖୋର୍ଦ୍ଧା…

ରାୟଗଡ଼ାରେ କଙ୍ଗାରୁ କୋର୍ଟ ଘଟଣା: ତଦନ୍ତ କରିବ ୪ ଜଣିଆ କମିଟି

ରାୟଗଡା: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଶିକରପାଈ ପଞ୍ଚାୟତ କଞ୍ଜାମଯୋଡ଼ି ଗାଁରେ କଙ୍ଗାରୁ କୋର୍ଟ ଘଟଣାରେ ତଦନ୍ତ କରିବ କମିଟି। ତଦନ୍ତ ପାଇଁ ଗଠନ ହେଲା ଜିଲ୍ଲା ପ୍ରଶାସନର ୪ ଜଣିଆ କମିଟି। ଏନେଇ ସୂଚନା ଦେଲେ ରାୟଗଡ଼ା ଉପଜିଲ୍ଲାପାଳ ରମେଶ କୁମାର ଜେନା। ଟିମ୍‌ରେ ବିଡିଓ,…

ଏହି ଦିନ ହେବ ଛାତ୍ର ସଂସଦ ନିର୍ବାଚନ…ସାମ୍ନାକୁ ଆସିଲା ତାରିଖ….

ଭୁବନେଶ୍ବର: ଖୁବଶୀଘ୍ର ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ଛାତ୍ର ନେତାଙ୍କ ମଧ୍ୟରେ ଉତ୍କଣ୍ଠା ଜାରି ରହିଥିବା ବେଳେ ଏନେଇ ଏକ ତାରିଖ ସାମ୍ନାକୁ ଆସିଛି । କୁହାଯାଉଛି ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଆଗାମୀ ସେପ୍ଟେମ୍ବର ୨୫ କିମ୍ବା ୨୬ରେ ଛାତ୍ର ସଂସଦ ନିର୍ବାଚନ କରିବାକୁ…

ବାଂଲାଦେଶୀ ସନ୍ଦେହରେ ଅଟକ ଥିବା ୧୦୧ ଜଣଙ୍କୁ ମୁକ୍ତ କଲା ଓଡିଶା, ୪୪ ଜଣଙ୍କ ଉପରେ ଏବେ ବି ଚାଲିଛି ଯାଞ୍ଚ

ଭୁବନେଶ୍ୱର: ବାଂଲାଦେଶୀ ନାଗରିକ ଏବଂ ରୋହିଙ୍ଗ୍ୟା ସନ୍ଦେହରେ ଝାରସୁଗୁଡା ଜିଲ୍ଲାର ହୋଲ୍ଡିଂ ସେଣ୍ଟରରେ ଅଟକ ଥିବା ଆଉ ୧୦୧ ଜଣ ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ମୁକ୍ତ କରିଛି। ସୋମବାର ଠାରୁ ୪୪୭ ଜଣଙ୍କୁ ବାଂଲାଦେଶୀ ସନ୍ଦେହରେ ପୋଲିସ ଗିରଫ କରିଥିଲା। ୩୦୨ ଜଣଙ୍କୁ ଭାରତୀୟ ନାଗରିକ ବୋଲି…

ବୀରମିତ୍ରପୁରରେ ଟ୍ରେନ୍‌ର ୧୧ବଗି ଲାଇନଚ୍ୟୁତ

ରାଉରକେଲା: ପୁଣି ଏକ ରେଳ ଦୁର୍ଘଟଣା । ମାଲବାହୀ ଟ୍ରେନ୍‌ର ୧୧ଟି ବଗି ଲାଇନଚ୍ୟୁତ ହୋଇଛି । ବୀରମିତ୍ରପୁର ବଜାର ନିକଟର ବଗିଗୁଡ଼ିକ ଲାଇନଚ୍ୟୁତ ହୋଇଯାଇଛି। ତେବେ କୌଣସି କ୍ଷୟକ୍ଷତି ହୋଇ ନଥିବା କୁହାଯାଉଛି। ଚୂନପଥର ବୋଝେଇ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି । ସୂଚନାମୁତାବକ,…

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ ଅର୍ଚ୍ଚନା…

୨୧ ଦିନ ପରେ ଆଜି ମୁମ୍ବାଇରୁ ଘରକୁ ଫେରୁଛନ୍ତି ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ତାଙ୍କର ମେରୁଦଣ୍ଡ ଅସ୍ତ୍ରୋପଚାର ହୋଇଥିଲା। ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପରେ ଆଜି ଭୁବନେଶ୍ୱର ଫେରୁଛନ୍ତି। ନବୀନ ଜୁନ୍ ୨୦ ରେ ମୁମ୍ବାଇ ଅଭିମୁଖେ…

ନା ସାଂସଦ, ନା ବିଧାୟକ….ଆଉ ନିର୍ବାଚନ ଲଢିବେନି ଜୁଏଲ୍ ଓରାମ୍

ଭୁବନେଶ୍ବର: ଆଉ ନିର୍ବାଚନ ଲଢିବେନି କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ ସାଂସଦ ଜୁଏଲ୍ ଓରାମ୍ । ଆଉ ନିର୍ବାଚନ ଲଢ଼ିବିନି ପୁଣି ସ୍ପଷ୍ଟ କରିଛନ୍ତି ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲ୍‌ କିଛି ଏପରି ବୟାନ ଦେଇଛନ୍ତି । ସେ କହିଛନ୍ତି, ଗତ…