Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଲବାହୀ ଟ୍ରେନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ପାରାଦୀପ: ଜଗତସିଂହପୁରର ପାରାଦୀପରେ ରବିବାର ଦିନ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ତାଳଚେରରୁ ଆସିଥିବା ଟ୍ରେନ୍‌ଟି ବନ୍ଦର ଭିତରେ ଥିବା ଏକ ଘରୋଇ କମ୍ପାନୀ ପରିସରକୁ ଯାଉଥିବା ବେଳେ ମୃତଦେହ ଠାବ କରାଯାଇଥିଲା। ବନ୍ଦର…

ଏଣିକି ଶନିବାର ସାଢ଼େ ୧୨ଟା ପୂର୍ବରୁ ସ୍କୁଲ୍ ବନ୍ଦ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ…

ଖୋର୍ଦ୍ଧା: ଦିନ ୧୧ ନୁହଁ ଏବେ ସାଢେ ୧୨ଟା ପର୍ଯ୍ୟାନ୍ତ ଖୋଲା ରହିବ ସ୍କୁଲ । ବେଗୁନିଆ ବ୍ଳକର ବିଭିନ୍ନ ପ୍ରାଥମିକ ସ୍କୁଲ ଗୁଡିକ ପୂର୍ବୂରୁ ଶନିବାର ଦିନ ୧୧ଟା ସୁଦ୍ଧା ଛୁଟି ହେଉଯାଉଥିଲା । ଏନେଇ ଖୋର୍ଦ୍ଧା ଜିଲା ଶିକ୍ଷାଧିକାରୀ ବିଜ୍ଞପ୍ତି ଜାରି କରିଛନ୍ତି । ଏଥର ଦିନ ୧୨ଟା…

ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା କବଚ: ନ୍ୟାୟମୂର୍ତୀ ଦୀକ୍ଷିତ 

ଭୁବନେଶ୍ୱର: ଶାସନ ବ୍ୟବସ୍ଥାରେ ବିଧି ପ୍ରତି ସମ୍ମାନ ସମ୍ବିଧାନର ସୁରକ୍ଷା ଦିଗରେ ସବୁଠାରୁ ବଡ଼ ଉପାଦାନ ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ନ୍ୟାୟମୂର୍ତୀ କ୍ରିଷ୍ଣା ଶ୍ରୀପଦ ଦୀକ୍ଷିତ କହିଛନ୍ତି। ଯଦି ଆମର ଆଇନ ପ୍ରତି ସମ୍ମାନ ନ ରହେ ତେବେ ସମ୍ବିଧାନ ପ୍ରତି ବିପଦ ଉପୁଜିବ ବୋଲି…

Weather Update: ଆଜି ଏବଂ କାଲି ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦୁଇ ଦିନ ରାଜ୍ୟରେ ଅଧିକ ବର୍ଷା ହୋଇପାରେ । ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଆସନ୍ତାକାଲି ତଥା ସୋମବାର ଉପକୂଳ ଓଡ଼ିଶା ଓ…

ପ୍ରେମିକାକୁ ଲଜକୁ ଡାକି ବନ୍ଧୁଙ୍କ ସହ ଗଣଦୁଷ୍କର୍ମ କଲା ପ୍ରେମିକ, ୩ ଗିରଫ

ଭୁବନେଶ୍ଵର: ରାଜଧାନୀ ଚାଞ୍ଚଲ୍ୟ । କୋଲ୍ଡ ଡ୍ରିକରେ ନିଷା ଦେଇ ଗଣଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି । ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରିଛି ମହିଳା ଥାନା ପୋଲିସ । ଅଭିଯୁକ୍ତମାନେ ହେଲେ ଚନ୍ଦନ କୁମାର ହାତୀ ଓରଫ ଚାନ୍ଦୁ, ପ୍ରସନ୍ନ କୁମାର ଆଚାର୍ଯ୍ୟ ଏବଂ ରାଜେଶ କୁମାର ଦାସ ।…

ରାଜ୍ୟରେ ପ୍ରଥମ; ଆସନ୍ତା ୧୭ ରୁ ୨୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ଚାଲିବ ବୁଲା କୁକୁର ଗଣନା

ଭୁବନେଶ୍ବର: ଆସନ୍ତା ୧୭ ତାରିଖରୁ ୨୪ ତାରିଖ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ବୁଲା କୁକୁର ଗଣନା କରାଯିବ । ତେବେ ରାଜ୍ୟରେ ଏହା ପ୍ରଥମଥର ପାଇଁ ହେବ । ସମୁଦାୟ ୬୭ଟି ଓ୍ୱାର୍ଡରେ ଏହି ଗଣନା କାର୍ଯ୍ୟ ଚାଲିବ । ଏଥିପାଇଁ ଜୋନ୍, ଓ୍ୱାର୍ଡ ଓ ଓ୍ୱାର୍ଡରେ ଥିବା ପ୍ରତ୍ୟେକ…

ଆସୁଛନ୍ତି ମା’, ଆଜିଠୁ ରାଜ୍ୟର ସମସ୍ତ ଶକ୍ତିପୀଠରେ ଷୋଡଶ ଉପଚାର ବିଧି ଆରମ୍ଭ

ଭୁବନେଶ୍ବର: ଚାଲିଛି ପାର୍ବଣ ଋତୁ । ଆଉ ଦିନ କେଇଟାରେ ଧରା ପୃଷ୍ଠକୁ ଅବତରଣ କରିବେ ମହିଷା ମର୍ଦ୍ଧିନି ମା' ଦୁର୍ଗା । ମାଆଙ୍କ ଆଗମନକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି ଗାଁଠୁ ସହର । ଏହି ଅବସରରେ ରାଜ୍ୟର ବିଭିନ୍ନ ଶକ୍ତି ପୀଠରେ ଆଜିଠାରୁ ଆରମ୍ଭ ହୋଇଛି ମା’ଙ୍କ ଷୋଡ଼ଶ ଉପଚାର ପୂଜା ନୀତି ।…

National Lok Adalat: ଖୋର୍ଦ୍ଧା ଜିଲ୍ଲାରେ ୩ୟ ରାଷ୍ଟ୍ରୀୟ ଲୋକ ଅଦାଲତ;୯୬୧୫୬ ମାମଲାର ଫୈସଲା

ଭୁବନେଶ୍ୱର: ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ମତେ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ଵ ଅଦାଲତ ପରିସର…

‘ପୋଲିସ ବଳରେ କ୍ରୀଡା ପ୍ରତିଯୋଗିତା ସୁସ୍ଥ, ଶୃଙ୍ଖଳିତ ଓ ପ୍ରେରଣାଦାୟକ ପରିବେଶ ଗଠନ କରୁଛି’

କେନ୍ଦୁଝର: ୭୮ତମ ରାଜ୍ୟ ପୋଲିସ ପୁରୁଷ କବାଡି ଚାମ୍ପିୟାନସିପ୍ ଓ ଦଶମ ପୋଲିସ ହ୍ୟାଣ୍ଡବଲ ଚାମ୍ପିୟାନସିପ୍ ଉଦ୍‌ଯାପନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ କହିଥିଲେ ଯେ, ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଗେମରେ ସେମାନଙ୍କର ଉତ୍କୃଷ୍ଟ…

ଏକ୍ ପେଡ୍ ମା’ କେ ନାମ୍ ୨.୦: ‘ରାଜ୍ୟବ୍ୟାପୀ ମୋଟ ୭.୫ କୋଟି ଗଛ ଲଗାଇବାକୁ ଆମେ ଲକ୍ଷ୍ୟ ରଖିଛୁ’

ଭୁବନେଶ୍ବର: ଦୁନିଆର ସବୁଠୁ ବଡ଼ ଆଶୀର୍ବାଦ ହେଉଛି ମା'। ନିଜ ଜନ୍ମଦାତ୍ରୀ ମା' ଭଳି ଧରିତ୍ରୀ ମଧ୍ୟ ଆମର ଆଉ ଏକ ମା'। ନିଜ ମା' ପ୍ରତି ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ପ୍ରଦର୍ଶନ କରିବା ସହିତ, ଧରିତ୍ରୀ ମା'ର ସୁରକ୍ଷା ଲାଗି, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ 'ଏକ୍ ପେଡ୍ ମା' କେ…