Latest Odisha News

BREAKING NEWS

Browsing Category

ଓଡିଶା

Odisha

Asian Men’s U-17 Handball Championship: ୧୫ରୁ ପ୍ରଥମ ଯୁବ ଏସିଆନ୍ ହ୍ୟାଣ୍ଡବଲ ଚାମ୍ପିଅନସିପ୍; ଭାରତୀୟ ଦଳରେ ୨…

ଭୁବନେଶ୍ୱର: ଜୋଡାନର ରାଜଧାନୀ ଅମାନ ସହରରେ ଚଳିତ ମାସ ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ 17 ବର୍ଷରୁ କମ୍ ବାଳକ ଏସିଆନ୍ ହ୍ୟାଣ୍ଡବଲ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ଅଂଶଗ୍ରହଣ କରିବେ ୩ଜଣ । କୋଚ ଭାବେ ଗୌରୀ ଶଙ୍କର ମିଶ୍ର ତଥା ଖେଳାଳି ଭାବେ…

Nuapada BY Election: ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର…

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍ । ନୂଆପଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବ ଏସଏସଆର । ଆଗାମୀ ଉପନିର୍ବାଚନ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ହେବ ବୋଲି ସୂଚନା ଦିଆଯାଇଛି । ଉପନିର୍ବାଚନ ନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି…

Zero Accident Day: କେନ୍ଦୁଝରର ୧୩ଟି ବ୍ଲକରେ ଗଡ଼ିଲା ଶୂନ ଦୁର୍ଘଟଣା ବାର୍ତ୍ତା ପ୍ରଚାର ରଥ

କେନ୍ଦୁଝର: ଆଜି କେନ୍ଦୁଝର ଠାରେ ବାଣିଜ୍ୟ ଓ ପରିବହନ ବିଭାଗ ଦ୍ୱାରା ଆୟୋଜିତ “ଜିରୋ ଆକ୍ସିଡେଣ୍ଟ ଡେ” (ZAD) ବା ଶୂନ ଦୁର୍ଘଟଣା ଦିବସ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡିଶାକୁ ଏକ ଦୁର୍ଘଟଣା-ଶୂନ୍ୟ ରାଜ୍ୟ ଭାବେ ଗଢିବା ପାଇଁ…

ଦରମା ମିଳିବା ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲେ ‘ଆମ ବସ୍‌’ ଡ୍ରାଇଭର

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲେ ‘ଆମ ବସ୍‌’ ଡ୍ରାଇଭର । ସୋମବାର ଦରମା ମିଳିବ ନେଇ ‘CRUT’ କର୍ତ୍ତୃପକ୍ଷଙ୍କ ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ । ସୂଚନାଥାଉକି, ଆଜି ପୋଖରୀପୁଟ ଡିପୋର ୪୩ଟି ବସ ବନ୍ଦ ରହିଥିଲା । ବର୍ତ୍ତମାନ ୪୨ ଦିନ ହୋଇଯାଇଥିଲେ ବି ଦରମା ପାଇନଥିବାରୁ ଷ୍ଟିଅରିଂ ଛାଡ଼…

ବାମରା ତହସିଲଦାରଙ୍କୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ବର: ୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡା ଧରାପଡିବା ଘଟଣା । ଏନେଇ ବଡ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ଯେ, ୨୦୧୯ ବ୍ୟାଚର ଟପର ଅଶ୍ୱିନୀ କୁମାର ପଣ୍ଡା ଲାଞ୍ଚ ନେଇ ଧରାପଡ଼ିଛନ୍ତି, ଆଜି କିମ୍ବା କାଲି ଭିତରେ ତାଙ୍କୁ…

ନିଖୋଜ ମହିଳା ଟ୍ରାଫିକ୍ କନଷ୍ଟେବଳଙ୍କୁ ଖୋଜିବା ପାଇଁ ପୁରସ୍କାର ଘୋଷଣା…

ଭୁବନେଶ୍ୱର: ଭୁବନେଶ୍ୱରରେ ସେପ୍ଟେମ୍ବର ୬ରୁ ଜଣେ ମହିଳା ଟ୍ରାଫିକ୍ କନଷ୍ଟେବଳ ନିଖୋଜ ଥିବା ନେଇ ସୂଚନା ମିଳିଛି।ଯେଉଁ ବ୍ୟକ୍ତି ତାଙ୍କ ବିଷୟରେ ସୂଚନା ଦେବ କମିଶନରେଟ୍ ପୋଲିସ ତାଙ୍କୁ ୨୫୦୦୦ ଟଙ୍କା ନଗଦ ପୁରସ୍କାର ଦେବା ନେଇ ଘୋଷଣା କରିଛନ୍ତି। ଏଥିସହିତ କମିଶନରେଟ୍ ପୋଲିସ, ୟୁପିଡି…

କ୍ଷୀର ଅପମିଶ୍ରଣ ଘଟଣାର ମାଷ୍ଟରମାଇଣ୍ଡ ଓ ସହଯୋଗୀ ଗିରଫ

ଭୁବନେଶ୍ୱର: କ୍ଷୀର ଅପମିଶ୍ରଣ କରୁଥିବା ରାକେଟର ପର୍ଦ୍ଦାଫାସ କରିଛି ପୋଲିସ। ଶନିବାର କଟକ ଜିଲ୍ଲାର ଗୁରୁଡିଝାଟିଆ ଅଞ୍ଚଳରେ ଏହି ବେଆଇନ କାର୍ଯ୍ୟର ମାଷ୍ଟରମାଇଣ୍ଡ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ। ଗତ ସେପ୍ଟେମ୍ବର ୧୦ରେ ସୂଚନା ପାଇ ପୋଲିସ କୁସୁପାଙ୍ଗିରେ ଏକ କ୍ଷୀର…

ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ଅତି କମରେ ୧୫ଟି ଜିଲ୍ଲାରେ ଶନିବାର ଅପରାହ୍ନରେ ବର୍ଷା, ବଜ୍ରପାତ ସହ ପବନ ବହିବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏବଂ କଟକ ସହର ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ଅଛି। ଜାରି ବୁଲେଟିନ…

୮ ଛାତ୍ରଙ୍କ ଆଖିରେ ଫେଭିକ୍ବିକ୍ ଲଗାଇଦେଲେ ଅନ୍ୟ ଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଫିରିଙ୍ଗିଆ: କନ୍ଧମାଳ ଫିରିଙ୍ଗିଆ ବ୍ଲକର ଏକ ଆଶ୍ରମ ସ୍କୁଲରେ ଆଠ ଜଣ ଛାତ୍ରଙ୍କ ଆଖିରେ ଅନ୍ୟ ଛାତ୍ରମାନେ ଫେଭିକ୍ୱିକ୍ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, କିଛି ଛାତ୍ର ରାତିରେ ଶୋଇଥିବା ସମୟରେ ସେମାନଙ୍କ ଆଖିପତାରେ ଅନ୍ୟ ସହପାଠୀ ଅଠା ଲଗାଇ ଦେଇଥିବା ଅଭିଯୋଗ ହୋଇଛି।…

ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ‘ସ୍ୱଚ୍ଛୋତ୍ସବ’ ପାଳନ ନେଇ ୟୁଏଲବି ମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ମାନଙ୍କୁ "ସ୍ୱଚ୍ଛୋତ୍ସବ" ଭାବନା ସହିତ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସ୍ୱଚ୍ଛତା ହି ସେବା (ଏସ୍ଏଚ୍ଏସ୍)-୨୦୨୫ ଅଭିଯାନକୁ ସକ୍ରିୟ ଭାବେ ପାଳନ କରିବାକୁ…