Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ ଗିରଫ

ଭୁବନେଶ୍ବର: ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟ ଗିରଫ। NBW ଆଧାରରେ ଗିରଫ କଲା ବଡଗଡ଼ ଥାନା ପୋଲିସ। କୋର୍ଟ ନିୟମ ଖିଲାପ କରିଥିବାରୁ ଗିରଫ ହେଲେ ଓଲିଉଡ ଅଭିନେତା। ଗିରଫଦାରୀ ନିର୍ଦ୍ଦେଶ ଦେଇଥିଲେ JMFC କୋର୍ଟ। ପାର୍ଥଙ୍କ ବିରୋଧରେ ଜାରି ହୋଇଥିଲା ଜାମିନବିହୀନ ଗିରଫ ପରୱାନା। ତେବେ…

ଆଜି ରାତି ସୁଦ୍ଧା ଡ୍ରାଇଭର୍‌ଙ୍କ ସମସ୍ୟାର ହେବ ସମାଧାନ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପ୍ରସଙ୍ଗ। ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଆସିଲା ପ୍ରତିକ୍ରିୟା। ଆଜି ରାତି ସୁଦ୍ଧା ଆଲୋଚନା ପରେ ସମସ୍ୟାର ସମାଧାନ ହୋଇଯିବ ବୋଲି କହିନ୍ତି ଯୋଗାଣ ମନ୍ତ୍ରୀ। ଡ୍ରାଇଭରମାନଙ୍କ ପ୍ରାୟ ଦାବି…

ହାତ ଧରିଲେ ସୁନୀତା

ଆସନ୍ତାକାଲି ଓଡିଶା ଗସ୍ତ କରୁଛନ୍ତି ଲୋକସଭା ବିରୋଧୀଦଳ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏହି ଅବସରରେ ରାଜ୍ୟ କଂଗ୍ରେସ ପାଇଁ ଖୁସି ଖବର ଆସିଛି । ଦଳକୁ ଫେରିଛନ୍ତି ସୁନୀ ତା ବିଶ୍ୱାଳ । ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ଶଙ୍ଖ ଛାଡି ବିଦ୍ଧିବଦ୍ଧଭାବେ…

ସୁକାନ୍ତଙ୍କୁ ଗିରଫ ପାଇଁ ଦାବି କଲା ବିଜେଡି

ଭୁବନେଶ୍ୱର : ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କ ବିରୋଧରେ ବାହାରିଛି ରାଜ୍ୟ ମହିଳା ବିଜେଡି । ସୁକାନ୍ତଙ୍କୁ ଗିରଫ ଦାବି କରି ରାଜ୍ୟ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇଛି । ଶତାଧିକ ବିଜେଡି ମହିଳା କର୍ମୀ ଏକତ୍ରିତ ହୋଇ ନୀଳଗିରି ବିଜେପି ବିଧାୟକ ସୁକାନ୍ତ ଖଟୁଆଙ୍କୁ ମନଇଛା…

ଡ୍ରାଇଭର ମହାସଂଘର ପ୍ରତିବାଦ; ପେଟ୍ରୋଲ ପମ୍ପରେ ଜମୁଛି ଲୋକଙ୍କ ଭିଡ଼

ଭୁବନେଶ୍ୱର: ଓଡିଶାର ବିଭିନ୍ନ ପେଟ୍ରୋଲ ପମ୍ପ ବାହାରେ ଗୁରୁବାର ଦିନ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। କାରଣ ଓଡ଼ିଶା ଡ୍ରାଇଭର ମହାସଂଘର ପ୍ରତିବାଦ ଯୋଗୁଁ ସାରା ରାଜ୍ୟରେ ପେଟ୍ରୋଲ ଏବଂ ଡିଜେଲ ଯୋଗାଣ ଗୁରୁତର ଭାବରେ ପ୍ରଭାବିତ ହୋଇଛି। ତୃତୀୟ ଦିନରେ ପହଞ୍ଚିଥିବା ଏହି ଷ୍ଟ୍ରାଇକ…

ଆସୁଛନ୍ତି ରାହୁଲ…ବଦଳିବ ରାଜ୍ୟ କଂଗ୍ରେସ ଭାଗ୍ୟ !

ଭୁବନେଶ୍ବର: ୧୧ତାରିଖରେ ଓଡିଶା ଆସୁଛନ୍ତି ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ କଂଗ୍ରେସ ଶିବିର। ତୃଣମୂଳସ୍ତରର କର୍ମୀରୁ ନେତାଙ୍କ ମନରେ ଜୋଶ୍ ଭରିବେ ରାହୁଲ। ରାଜନୈତିକ ସମୀକ୍ଷକ ରାହୁଲଙ୍କ ଗସ୍ତକୁ ଭିନ୍ନ ଦୃଷ୍ଟିରେ ଦେଖୁଛନ୍ତି। ରାଜ୍ୟରେ ବିଜେପି…

ଡେଲାଙ୍ଗରେ ବାର୍ଡ ଫ୍ଲୁ, ମଲେଣି ୨୦ ହଜାର କୁକୁଡ଼ା

ପୁରୀ: ଡେଲାଙ୍ଗ ବ୍ଲକରେ ପୁଣି ଦେଖାଦେଇଛି କୁକୁଡା ମଡ଼କ। ଗତ ୭ ଦିନ ମଧ୍ୟରେ ବ୍ଲକର ବିଭିନ୍ନ ଫାର୍ମ ଗୁଡ଼ିକରୁ ପ୍ରାୟ ୨୦ ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରିଛନ୍ତି। ବ୍ଲକର ଆଙ୍କୁଲା, ଶିଶୁଆପଡ଼ା, ଗୋଡ଼ିପୁଟ ମାଟିଆପଡ଼ା, ବେଗୁନିଆପଡ଼ା, ସିଂହବ୍ରହ୍ମପୁର, ଚାଇଁପୁର, ଗଡ଼ମୋଟରୀ ଆଦି ଅଞ୍ଚଳରେ…

ଫୁଲୁଛି ମହାନଦୀ: ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା

ସମ୍ବଲପୁର: ହୀରାକୁଦର ପ୍ରଥମ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଫୁଲୁଛି ମହାନଦୀ। ପ୍ରତି ସେକେଣ୍ଡରେ ମୁଣ୍ଡଳୀରେ ୪ ଲକ୍ଷ ୧୦ ହଜାର ୨୪୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ମୁଣ୍ଡଳୀର ଅପ୍ ଷ୍ଟ୍ରିମରେ ଜଳସ୍ତର ୮୬.୭୦ ଫୁଟ୍ ରହିଛି। ମୁଣ୍ଡଳୀର ଡାଉନ୍ ଷ୍ଟ୍ରିମରେ ଜଳସ୍ତର ୮୩.୬୦ ଫୁଟ୍…

ଟଳିଲା ତେଲ ସଙ୍କଟ ଆଶଙ୍କା, ତରବରିଆ ହୋଇ କିଣନ୍ତୁ ନାହିଁ ପେଟ୍ରୋଲ : ସଞ୍ଜୟ ଲାଠ

ଭୁବନେଶ୍ୱର: ପେଟ୍ରୋଲ୍ ପମ୍ପ୍‌ରେ ତେଲ ସଙ୍କଟ ଆଶଙ୍କା ଟଳିଲା। ପେଟ୍ରୋଲିୟମ୍‌ ଡିଲର୍ ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା। ୧୫୦ ପେଟ୍ରୋଲ୍ ଟ୍ୟାଙ୍କର ଆସି ପହଞ୍ଚଥିବା କହିଛନ୍ତି ସଞ୍ଜୟ ଲାଠ। ପେଟ୍ରୋଲ୍ ପମ୍ପ୍‌ରେ ତେଲ ସରିଯିବା ଆଶଙ୍କା ଆଉ ନାହିଁ। ପେଟ୍ରୋଲ୍ ପମ୍ପ୍‌ରେ ଅଯଥା ଭିଡ଼ ନକରିବା…

ଶରଧାବାଲି ଦଳଚକଟା ଘଟଣା: ଆଜି ପୁରୀରେ ସାକ୍ଷ ଗ୍ରହଣ କରିବେ ଅନୁ ଗର୍ଗ

ପୁରୀ: ଶରଧାବାଲିରେ ଦଳାଚକଟା ଘଟଣାରେ ତଦନ୍ତ ଆରମ୍ଭ। ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଦଳାଚକଟା ଘଟଣାର ତଦନ୍ତ ଚାଲିଛି। ଭୁବନେଶ୍ୱରରେ ସରିଛି ତଦନ୍ତ ଓ ସାକ୍ଷ୍ୟ ଗ୍ରହଣ। ଭୁବନେଶ୍ୱରରେ ମୋଟ ୧୭ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ଆଜି ଅପରାହ୍ଣ ୩ଟାରୁ ପୁରୀରେ ସାକ୍ଷ୍ୟ ଗ୍ରହଣ କରାଯିବ।…