Latest Odisha News

BREAKING NEWS

Browsing Category

ଓଡିଶା

Odisha

୮ ଛାତ୍ରଙ୍କ ଆଖିରେ ଫେଭିକ୍ବିକ୍ ଲଗାଇଦେଲେ ଅନ୍ୟ ଛାତ୍ର, ହସ୍ପିଟାଲରେ ଭର୍ତ୍ତି

ଫିରିଙ୍ଗିଆ: କନ୍ଧମାଳ ଫିରିଙ୍ଗିଆ ବ୍ଲକର ଏକ ଆଶ୍ରମ ସ୍କୁଲରେ ଆଠ ଜଣ ଛାତ୍ରଙ୍କ ଆଖିରେ ଅନ୍ୟ ଛାତ୍ରମାନେ ଫେଭିକ୍ୱିକ୍ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, କିଛି ଛାତ୍ର ରାତିରେ ଶୋଇଥିବା ସମୟରେ ସେମାନଙ୍କ ଆଖିପତାରେ ଅନ୍ୟ ସହପାଠୀ ଅଠା ଲଗାଇ ଦେଇଥିବା ଅଭିଯୋଗ ହୋଇଛି।…

ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ‘ସ୍ୱଚ୍ଛୋତ୍ସବ’ ପାଳନ ନେଇ ୟୁଏଲବି ମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ମାନଙ୍କୁ "ସ୍ୱଚ୍ଛୋତ୍ସବ" ଭାବନା ସହିତ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସ୍ୱଚ୍ଛତା ହି ସେବା (ଏସ୍ଏଚ୍ଏସ୍)-୨୦୨୫ ଅଭିଯାନକୁ ସକ୍ରିୟ ଭାବେ ପାଳନ କରିବାକୁ…

ସେପ୍ଟେମ୍ବର ୨୭ରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବ୍ରହ୍ମପୁରରେ ଏକ ବିଶାଳ ଜନ ସମାବେଶରେ ଯୋଗଦେବାର ସମ୍ଭାବନା ଅଛି। ମୋଦିଙ୍କ ଯୋଜନାବଦ୍ଧ ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ଏବଂ ଚୂଡ଼ାନ୍ତ ଯାତ୍ରା…

Aama Bus Strike: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ‌, ୪୨ ଦିନ ହେବ ମିଳୁନି ଦରମା

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌। ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ ଛୁଟି ମିଳୁନଥିବା ଅଭିଯୋଗ।…

ଆଉ ୬ମାସ ବଢ଼ିଲା ପିଏମ୍ କିଷାନ ଅବଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର କେୱାଇସି ସମୟ ସୀମାକୁ ଛଅ ମାସ ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଅବଧି ବୃଦ୍ଧିର ଲକ୍ଷ୍ୟ ହେଉଛି ଅଧିକ ଚାଷୀଙ୍କୁ ଯୋଜନାରେ ସାମିଲ କରିବା ଏବଂ ସେମାନଙ୍କୁ ଆର୍ଥିକ ସହାୟତା…

ଭାରତୀୟ ଲ କମିଶନ ଅଧ୍ୟକ୍ଷ ଜଷ୍ଟିସ୍‍ ଦିନେଶ ମହାଶ୍ୱେରୀଙ୍କ ଦ୍ୱାରା ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍‍ କୋର୍ଟ…

ଭୁବନେଶ୍ୱର: ଭାରତର ୨୩ତମ ଭାରତୀୟ ବିଧି ଆୟୋଗ ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‍ ଦିନେଶ ମାହେଶ୍ୱରୀଙ୍କ ଦ୍ୱାରା କିଟ୍‍ ଲ ସ୍କୁଲରେ ପ୍ରଥମ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ଉଦ୍‍ଘାଟିତ ହୋଇଯାଇଛି। ୩ଦିନ ଧରି ଚାଲିବାକୁ ଥିବା…

ସେପ୍ଟେମ୍ବର ୨୮ରେ ୨ୟ ନ୍ୟାସନାଲ ମେଡିଏସନ କର୍ମଶାଳା; ଯୋଗଦେବେ ଭାରତର ମୁଖ୍ୟ ବିଚାରପତିଙ୍କ ସମେତ…

ଭୁବନେଶ୍ୱର: ମଧ୍ଯସ୍ଥତା ମାଧ୍ୟମରେ ମକଦମା ଗୁଡିକର ସମାଧାନ ନେଇ ଚଳିତ ସେପ୍ଟେମ୍ବର ୨୮ ତାରିଖରେ ଭୁବନେଶ୍ବରରେ ହେବାକୁ ଯାଉଛି ଦ୍ଵିତୀୟ ନ୍ୟାସନାଲ ମେଡିଏସନ କର୍ମଶାଳା । ଲୋକସେବା ଭବନ ସ୍ଥିତ କନଭେନସନ ହଲରେ ହେବାକୁ ଥିବା ଏହି କର୍ମଶାଳାକୁ ସବୁ ଦିଗରୁ ସଫଳ କରିବା ଲାଗି ଆଇନ, ପୂର୍ତ୍ତ ଓ…

ଅବକାରୀ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ: ଏକ ଦିନରେ ୨.୬୩ କୋଟିର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ଅବକାରୀ ବିଭାଗର ବଡ଼ କାର୍ଯ୍ୟାନୁଷ୍ଠାନ "ଏନ୍‌ଫୋର୍ସମେଣ୍ଟ ସ୍ପେଶାଲ୍ ଡ୍ରାଇଭ୍"ର ୧୧ତମ ଦିନରେ ଏକ ବଡ଼ ସଫଳତା ସହ ମୋଟ ୨.୬୩ କୋଟି ଟଙ୍କାର ବେଆଇନ ସାମଗ୍ରୀ ଜବତ ହୋଇଛି। ଏହି ବଡ଼ ଅଭିଯାନରେ ୨୬୩ଟି ମାମଲା ରୁଜୁ ହେବା ସହ ୧୫୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ୧୩,୮୨୭ BL…

ସାରା ଓଡ଼ିଶାରେ ୫,୦୦୦ ମହିଳାଙ୍କୁ ସଶକ୍ତ କରିଛି “ଦିଶା”

ବ୍ରହ୍ମପୁର: ଟାଟା ଷ୍ଟିଲ ଫାଉଣ୍ଡେସନ୍ (ଟିଏସ୍‌ଏଫ୍‌) ପକ୍ଷରୁ ଆଜି ବ୍ରହ୍ମପୁରରେ ଦିଶା ସମାବର୍ତ୍ତନ ସମାରୋହ ଅନୁଷ୍ଠିତ ହୋଇଯାଇଛି। “ଏନଲାଇଟେଡ୍ ଇକ୍ୱିଟେବଲ୍ ସୋସାଇଟି’ ବିଷୟବସ୍ତୁ ଉପରେ ଅଧାରିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ, କଳିଙ୍ଗନଗର ଏବଂ ସୁକିନ୍ଦା (ଯାଜପୁର), ବ୍ରାହମଣିପାଳ…

ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା: ଭାରତୀୟ ରେଳବାଇ ପକ୍ଷରୁ ସ୍ବତନ୍ତ୍ର ଟ୍ରେନ୍‌ ସେବା ଯୋଗାଇବାକୁ ପ୍ରସ୍ତୁତି…

ଭୁବନେଶ୍ବର: ପାଖେଇ ଆସୁଛି ଶାରଦୀୟ ଦୁର୍ଗାପୂଜା । ଅକ୍ଟୋବର ୨ ତାରିଖରେ ସମଗ୍ର ଦେଶବାସୀ ପାଳିବେ ଦଶହରା ପର୍ବ । ଆଉ ଦିନକ ପରେ ଆରମ୍ଭ ହେବ ପୀଠରେ ମାଆଙ୍କର ଷୋଡଶ ଉପଚାର । ଆସନ୍ତା ୨୨ ତାରିଖ ଠାରୁ ମା’ ଦୁର୍ଗାଙ୍କ ନବରାତ୍ରୀ ଆରମ୍ଭ ହୋଇଯିବ । ବିଶେଷ ଭାବରେ ଓଡ଼ିଶା, ପଶ୍ଚିମବଙ୍ଗ,…