Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରେସର ନୁହେଁ, ପେସେନ୍ସ ରଖି ପାଠପଢନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ। ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆରମ୍ଭ କରିଛନ୍ତି ପରୀକ୍ଷା ପେ ଚର୍ଚ୍ଚା…

ସ୍କୁଲ ୟୁନିଫର୍ମ ବଣ୍ଟନ ନେଇ ଓସେପାର କଡ଼ା ନିର୍ଦ୍ଦେଶ: ଖୁବଶୀଘ୍ର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ସରକାରୀ ସ୍କୁଲ୍ ଗୁଡ଼ିକରେ ଛାତ୍ରଛାତ୍ରୀଙ୍କୁ ମାଗଣା ପୋଷାକ (ୟୁନିଫର୍ମ) ବଣ୍ଟନ କାର୍ଯ୍ୟ ଶେଷ ହୋଇଛି କି ନାହିଁ, ସେ ନେଇ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ପକ୍ଷରୁ ସମସ୍ତ…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି କରାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ…

Chit Fund: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର । ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ ୩୧ ଯାଏ ବଢାଇଛନ୍ତି । ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ…

Tosali Swadeshi Mela: ଫେବ୍ରୁଆରୀ ୧୪ରେ ୨୦ ତମ ତୋଷାଳି ସ୍ଵଦେଶୀ ମେଳା; ଚଳିତବର୍ଷର ଥିମ୍ ହେଉଛି…

ଭୁବନେଶ୍ଵର: ୨୦ ତମ ଭବ୍ୟ ତୋଷାଳି ସ୍ଵଦେଶୀ ମେଳା ଉପଲକ୍ଷେ ସ୍ଥାନୀୟ ଏକାମ୍ର ହାଟ ଠାରୁ ପ୍ରଚାର ରଥ ଗଡିଛି । ଏହି କାର୍ଯ୍ୟକ୍ରମରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ । ଏହି ପ୍ରଚାର ରଥ କଟକ, ଭୁବନେଶ୍ଵର,…

ରାଉରକେଲାରେ ପୁଣି ଲଜ୍ଜ୍ୟା, ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା

ରାଉରକେଲା : ରାଉରକେଲା ସହରର ପୁଣି ଲଜ୍ଜ୍ୟା। ବଢିଚାଲିଛି ବର୍ବରତା। ସୀମା ଟପୁଛି ଳଜ୍ଜ୍ୟା। ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ମୃତକ ଛାତ୍ରୀ ବିଶ୍ରା ଥାନା ଅନ୍ତର୍ଗତ ଜାମବେର୍ଣ୍ଣା ଗାଁର। ଗୁରୁବାର ସ୍କୁଲକୁ ଯାଇ ଆଉ ଫେରିନଥିଲେ ଛାତ୍ରୀ । ଖୋଜାଖୋଜି ପରେ…

ଆଉ ରହିବ ନାହିଁ ଭଡ଼ାଟିଆଙ୍କ ଟେନସନ, ଗରିବଙ୍କୁ ଭଡ଼ାଘର ଦେବେ ସରକାର

ଭୁବନେଶ୍ୱର: ଗରିବ ଲୋକଙ୍କ ପାଇଁ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ ବୋଲି ଜଣାପଡ଼ଛି। ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ ନଗର ଉନ୍ନୟନ…

Weather Forecast: ପୁଣି ଥରାଇବ ଶୀତ, ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ!

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିବ ଶୀତ । କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଅନୁଭୂତ ହୋଇପାରେ । ଆସନ୍ତା ୩ ଦିନ ଭିତରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇପାରେ ବୋଲି ପୂର୍ବାନୁମାନ କରିଛି…

CM Public Grievance: ଫେବୃଆରୀ ୯ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି..

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ୍ ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଭୁବନେଶ୍ୱର ସ୍ଥିତ ଅଶୋକ ନଗର ୟୁନିଟ-୨ରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଦିନ ୧୧ ଟାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ପୁଣି ବଢିଲା ଆବେଦନ ସମୟସୀମା…

ଭୁବନେଶ୍ୱର: ବଢିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା । ଆସନ୍ତା ୧୮ ତାରିଖକୁ ବୃଦ୍ଧି କରାଗଲା ଆବେଦନ ଅବଧି । ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲା । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ,…