Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘରୋଇ ପୁଞ୍ଜି ନିବେଶରେ ଦେଶରେ ୧ ନଂ ଓଡ଼ିଶା

ଭୁବନେଶ୍ୱର: ଘରୋଇ ପୁଞ୍ଜି ନିବେଶରେ ଦେଶରେ ଏକ ନମ୍ବର ଓଡ଼ିଶା। ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଘରୋଇ ପୁଞ୍ଜିନିବେଶ ହାସଲ କରିବା ଅନ୍ୟ ସବୁ ରାଜ୍ୟକୁ ଓଡ଼ିଶା ପଛରେ ପକାଇ ଏକ ନମ୍ବର ସ୍ଥାନ ହାସଲ କରିଛି। ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ସଫଳତା । CMIE ରିପୋର୍ଟ…

ରାଜ୍ୟର କୌଣସି ଗୋଟିଏ ସ୍ଥାନରେ ବନ୍ୟା ସ୍ଥିତି ନାହିଁ, ବିପଦ ସଂକେତ ଟପିବନି ସୁବର୍ଣ୍ଣରେଖା

ଭୁବନେଶ୍ୱର: ରାଜ୍ୟର କୌଣସି ଗୋଟିଏ ସ୍ଥାନରେ ବନ୍ୟା ସ୍ଥିତି ନାହିଁ। ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ଦେଇଛନ୍ତି ସୂଚନା। ସୁବର୍ଣ୍ଣରେଖା ନଦୀର ଜଳସ୍ତର ସତର୍କ ସଂକେତ ଉପରେ ଅଛି। କେବେ ହେଲେ ବିପଦ ସଂକେତ ଉପରକୁ ଯିବ ନାହିଁ। କୌଣସି ସ୍ଥାନରେ ବନ୍ୟା ପରିସ୍ଥିତି…

ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପିଲା ଫେଲ୍‌ ହେଲେ ପୁଣି ମିଳିବ ପରୀକ୍ଷା ସୁଯୋଗ

ଭୁବନେଶ୍ବର: ପ୍ରାଥମିକ ଶିକ୍ଷା ଶେଷ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ୍‌ରୁ ବହିଷ୍କାର କରାଯାଇ ପାରିବନି । ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରେ ସଂଶୋଧନ ଆଣି ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରାଯାଇଛି । ନୂତନ ନିୟମ ଅନୁସାରେ, ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଫେଲ୍‌…

ଜୁଲାଇ ୧୫ ଯାଏଁ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଏବଂ ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଝଡ଼ବର୍ଷା ସହିତ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସତର୍କ ସୂଚନା ଜାରି କରିଛି।…

ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲା; ରବୀନ୍ଦ୍ର ଜେନାଙ୍କୁ ସାମୟିକ ଆଶ୍ବସ୍ତି

ଭୁବନେଶ୍ବର: ସି-ସୋର୍ ଚିଟଫଣ୍ଡ ଠକେଇ ମାମଲା । ପୂର୍ବତନ ସାଂସଦ ରବି ଜେନାଙ୍କୁ ମିଳିଲା ସାମୟିକ ଆଶ୍ବସ୍ତି । ଅଦାଲତରେ ପରବର୍ତ୍ତୀ ଶୁଣାଣି ଯାଏଁ ରବିନ୍ଦ୍ରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଉପରେ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ । ସି-ସୋର୍ ଚିଟଫଣ୍ଡ କେସରେ ପୂର୍ବତନ ସାଂସଦ ରବି…

ବହୁ ଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ପତ୍ନୀ ବିଦ୍ୟାଭାରତୀଙ୍କ ପିଟିସନ୍‌ ଖାରଜ

କଟକ: ACF ସୌମ୍ୟ ରଂଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟାଭାରତୀ ଓ ତତ୍‌କାଳୀନ DFO ସଂଗ୍ରାମ ବେହେରାଙ୍କୁ ହାଇକୋର୍ଟରୁ ଝଟ୍‌କା । ଉଭୟଙ୍କ ପିଟିସନ୍‌ ଖାରଜ କରିବା ସହ ହତ୍ୟା ମାମଲା ଚାଲିବ ବୋଲି ଆଜି କହିଲେ ହାଇକୋର୍ଟ । ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ ମଧ୍ୟ ହତ୍ୟା ମାମଲା…

ଓପିସିସି ପକ୍ଷରୁ ମୁଖପାତ୍ର ଓ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ଜାରି…

ଭୁବନେଶ୍ୱର: ଏଆଇସିସି ବୁଧବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି)ର ପଦାଧିକାରୀ, ମୁଖପାତ୍ର ଏବଂ ମିଡିଆ ପ୍ୟାନେଲିଷ୍ଟଙ୍କ ତାଲିକା ଘୋଷଣା କରିଛି। ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଦ୍ୱାରା ପ୍ରକାଶିତ ତାଲିକା ଅନୁଯାୟୀ ବରିଷ୍ଠ ନେତା ଅମୀୟ ପାଣ୍ଡବଙ୍କୁ ଭାଇସ…

ରାଜ୍ୟ ବିଜେପି ସଭାପତି ମନମୋହନଙ୍କ ବଡ଼ ଘୋଷଣା: ଖୁଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର: ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ବଡ଼ ଘୋଷଣା। ଖୁଶୀଘ୍ର ସଂପ୍ରସାରଣ ହେବ ମନ୍ତ୍ରିମଣ୍ଡଳ। ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଦେଲେ ଏପରି ସୂଚନା। ରାଜ୍ୟ ମନ୍ତ୍ରିମଣ୍ଡଳରେ ୬ଟି ପଦ ଖାଲି ଅଛି ଏବଂ ଖୁବଶୀଘ୍ର ସଂପ୍ରସାରଣ ହେବ। ଖୁବଶୀଘ୍ର ବୋର୍ଡ ନିଗମ…

ଆଇପିଏସ୍ ସ୍ତରରେ ଅଦଳବଦଳ; ସଞ୍ଜୀବ ପଣ୍ଡାଙ୍କୁ ମିଳିଲା ଏହି ଦାୟିତ୍ଵ…

ଭୁବନେଶ୍ୱର: ଆଇପିଏସ୍ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଓଡ଼ିଶା ସରକାର ବୁଧବାର ଦିନ ନକ୍ସଲ ବିରୋଧୀ ଅଭିଯାନ ଏବଂ ସ୍ୱତନ୍ତ୍ର ଗୁପ୍ତଚର ୱିଙ୍ଗ (SIW) ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସହିତ ଜଡିତ ବରିଷ୍ଠ ଅଧିକାରୀଙ୍କ ବଦଳି ଘୋଷଣା କରିଛନ୍ତି। ଗୃହ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ, ଗାଡିରୁ ମିଳିଲା ୩ ଲକ୍ଷ ଟଙ୍କା

ଛତ୍ରପୁର: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ଭାରପ୍ରାପ୍ତ ମୁଖ୍ୟ ଯୋଗାଣ ଅଧିକାରୀ । ଛତ୍ରପୁର ବ୍ୟାଙ୍କ କଲୋନୀ ଭଡା ଘରୁ ଅଫିସ ଯାଉଥିବା ସମୟରେ ଯୋଗାଣ ଅଧିକାରୀ ପୁଷା ମୁଣ୍ଡାଙ୍କୁ ଅଟକାଇ ଥିଲା ଭିଜିଲାନ୍ସ । ଏହି ସମୟରେ ତାଙ୍କ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ କରିଛି ବ୍ରହ୍ମପୁର…