Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଂଲାଦେଶୀ ସନ୍ଦେହରେ ଆକ୍ରମଣ; ଶ୍ରମିକ ମୃତ, ଦୁଇ ଗୁରୁତର

ସମ୍ବଲପୁର: ସମ୍ବଲପୁରର ଅଇଁଠାପାଲି ଥାନା ଅଧୀନ ଦାନୀପାଲି ଅଞ୍ଚଳରେ ଜମେ ଶ୍ରମିକଙ୍କୁ ହତ୍ୟା କରାଯାଇଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ନିବାସୀ ଶେଖ ଜୁଏଲ (୨୧) । ଅପରପକ୍ଷରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ସେମାନେ ହେଲେ ଅକୁର ରହମାନ ଓ ସୋନୱାର ହୁସେନ । ଦାନିପାଲି…

୧୦ ବଡ଼ ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ ବୈଠକରେ ମୋଟ ୭ଟି ବିଭାଗର ୧୦ଟି ପ୍ରସ୍ତାବ ଆଗତ ହେବା ସହ ପ୍ରସ୍ତାବ ଗୁଡ଼ିକ ଅନୁମୋଦନ ଲାଭ…

୬ ଅଲିଭ୍ ରିଡଲେ କଇଁଛଙ୍କୁ ସାଟେଲାଇଟ୍ ଟ୍ୟାଗିଂ…

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ଗହୀରମଥାରେ ଛଅଟି ଅଲିଭ୍ ରିଡଲେ କଇଁଛଙ୍କୁ ସରକାର ବୁଧବାର ଦିନ ସାଟେଲାଇଟ୍-ଲିଙ୍କ୍ଡ୍ ଟ୍ରାକିଂ ଡିଭାଇସ୍ ସହିତ ଟ୍ୟାଗ୍ କରିଥିବା ସୂଚନା ମିଳିଛି। କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରିବା ପାଇଁ ମୋଟ ନଅଟି କଇଁଛ ଅର୍ଥାତ୍ ଚାରି ଅଣ୍ଡିରା ଏବଂ…

ବିଜେପି ଶାସନରେ ଦୁଷ୍କର୍ମ ମାମଲା; ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ ଜଣେ ୧୦ ବର୍ଷୀୟା ନାବାଳିକା ସହିତ ହୋଇଥିବା ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ନିନ୍ଦା କରିଛନ୍ତି। ଏପରିକି ଏହାକୁ 'ଏକ ଅତ୍ୟନ୍ତ ଜଘନ୍ୟ କାଣ୍ଡ' ବୋଲି…

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପରେ ୬୪୫ କିମି. ଦୀର୍ଘ ୩ଟି ରିଙ୍ଗ୍ ରୋଡ୍ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପକୁ ନେଇ ଇକୋନୋମିକ୍ ରିଜିଅନ୍ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ ବିକଶିତ କରିବା ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ…

ଅଭୟାରଣ୍ୟରୁ ୬ ଶିକାରୀ ଗିରଫ, ପାଖରେ ଥିଲା ୧୪୬ ବଜ୍ରକାପ୍ତା କାତି ସହ ବିସ୍ଫୋରକ ସାମଗ୍ରୀ

ବାଲେଶ୍ଵର: ନୀଳଗିରି ଅଞ୍ଚଳର କୁଳଡିହା ବନ ବିଭାଗକୁ ବଡ଼ ସଫଳତା । କୁଳଡିହା ଅଭୟାରଣ୍ୟରେ ୬ ଶିକାରୀ ଓ ବେପାରୀ ଗିରଫ । ଜବତ ସାମଗ୍ରୀ ହେଲା ୧୪୬ ବଜ୍ରକାପ୍ତା କାତି, ଦେଶୀ ବନ୍ଧୁକ, ଝିଙ୍କ କାଠି, ଧନୁତୀର, ବିସ୍ଫୋରକ ଆଦି । ସୂଚନାଥାଉକି, ଏଆଇ କ୍ୟାମେରାରୁ ପ୍ରଥମେ ୩ ଜଣ ଶିକାରୀ ଗିରଫ…

ଆଭାଷୀ ମାଧ୍ୟମରେ ୪୯୧ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ 

ଭୁବନେଶ୍ଵର: ତୃଣମୂଳସ୍ତରର ବିକାଶର କେନ୍ଦ୍ରବିନ୍ଦୁ ହେଉଛି ଅଙ୍ଗନବାଡି। ଅଙ୍ଗନବାଡି ଭିତ୍ତିଭୂମି ବିକାଶ ଉପରେ ଫୋକସ ଦେଇ ଗ୍ରାମୀଣ ବିକାଶକୁ ସୁଦୃଢ କରିବାକୁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି। ମହିଳା ଶିଶୁ ବିକାଶ ବିଭାଗ ସମ୍ମିଳନୀ…

HighCourt Order: କଟକରେ ବାମସେଫ୍‌ ରାଷ୍ଟ୍ରୀୟ ଅଧିବେଶନ ପାଇଁ ହାଇକୋର୍ଟ ଦେଲେ ନାହିଁ ଅନୁମତି, କାରଣ…

କଟକ: ବାଲିଯାତ୍ରା ପଡିଆରେ ହେବ ନାହିଁ ବାମସେଫ (BAMCEF) ସଂଗଠନର ରାଷ୍ଟ୍ରୀୟ ଅଧିବେଶନ ଆୟୋଜନ । କଟକ ଜିଲ୍ଲାପାଳ ଓ ଡିସିପିଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇବାକୁ ମନା କଲେ ହାଇକୋର୍ଟ । ଏପରି ସମାବେଶ ଦ୍ବାରା ସାମାଜିକ ସଦ୍‌ଭାବ କ୍ଷୁର୍ଣ୍ଣ ହେବାର ଆଶଙ୍କା ଥିବା ନେଇ ରାଜ୍ୟ…

ଦୁଷ୍କର୍ମ ଓ ହତ୍ୟା ମାମଲା; ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଅଭିଯୋଗକୁ ନେଇ ଆସନ୍ତାକାଲି ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ପକ୍ଷରୁ ଛଅ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଏନେଇ…

Special Raid: ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ଚତୁର୍ଥ ଦିନ, ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବେଆଇନ ସାମଗ୍ରୀ ଜବତ

ଭୁବନେଶ୍ୱର: ଅବକାରୀ ବିଭାଗ ଓ ପୋଲିସ ବିଭାଗର ମିଳିତ ସହଯୋଗରେ ସାରା ରାଜ୍ୟରେ ଚାଲୁଥିବା ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ଚତୁର୍ଥ ଦିନ। ଏହି ଚଢ଼ାଉରେ ମୋଟ ୧ କୋଟି ୧୪ ଲକ୍ଷ ୬୨ ହଜାର ୯୭୪ ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ ହୋଇଛି । ଏହି କାର୍ଯ୍ୟାନୁଷ୍ଠାନରେ NDPS Act.…