Latest Odisha News

BREAKING NEWS

Browsing Category

ଓଡିଶା

Odisha

Cuttack Durga puja:NOC ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି: କଟକ ଜିଲ୍ଲାପାଳ

କଟକ: କଟକରେ ଏନଓସି ନନେଲେ ମିଳିବନି ପୂଜା ମଣ୍ଡପକୁ ଆୟୋଜନ ଅନୁମତି । ପ୍ରଶାସନର ପୂଜା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି । କଟକରେ ମୋଟ ୧୫୭ଟି ପୂଜା ମଣ୍ଡପ ରହିଛି । କେବଳ ୧୧୭ଟି ପୂଜାମଣ୍ଡପ NOC ପାଇଁ ଆବେଦନ କରିଛନ୍ତି । ୪୦ଟି ମଣ୍ଡପ NOC ପାଇଁ ଆବେଦନ କରି ନାହାନ୍ତି…

Cabinet meeting: କ୍ୟାବିନେଟ ବୈଠକରେ ୫ ପ୍ରସ୍ତାବରେ ବାଜିଲା ମୋହର;ଭୁବନେଶ୍ୱର ‘ନ୍ୟୁ ସିଟି’କୁ ଅନୁମୋଦନ

ଭୁବନେଶ୍ବର: ଗତକାଲି (ବୁଧବାର) ରାଜ୍ୟ କ୍ୟାବିନେଟର ୨୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ…

ଟାଟା ପାୱାର ନେତୃତ୍ୱାଧୀନ ଡିସକମଗୁଡ଼ିକ ଆଣିଛନ୍ତି ଗ୍ରାହକ କୈନ୍ଦ୍ରୀକ ଶକ୍ତି 

ଗ୍ରାହକମାନଙ୍କ ପାଇଁ ବହୁବିଧ ଟଚ୍‌ପଏଣ୍ଟ: ଗ୍ରାହକ ସେବା କେନ୍ଦ୍ର (ସିସିସି), ଅନୁଭବ କେନ୍ଦ୍ର, ମୋବାଇଲ୍ ଆପ୍‌, ଦ୍ରୁତ ସମାଧାନ ପାଇଁ ୱେବସାଇଟ୍ ଉପଲବ୍ଧ

ସେପ୍ଟେମ୍ବର ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି: ମନ୍ତ୍ରୀ

ଭୁବନେଶ୍ବର: ବଡ଼ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ାଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ…

ଦେଶୀୟ ପକ୍ଷୀ ଗଣନା ଶେଷ; ଚଳିତ ବର୍ଷ ଭିତରକନିକାକୁ ଆସିଛନ୍ତି ୧୦ ପ୍ରକାର ନୂଆ ପକ୍ଷୀ

କେନ୍ଦ୍ରାପଡା: ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଗଣନା ଶେଷ ହୋଇଛି । ତେବେ ଗତ ବର୍ଷ ତୁଳନାରେ ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୦ ହଜାର୧୨୩ଟି ଦେଶୀୟ ପକ୍ଷୀ ଥିବାବେଳେ, ଚଳିତବର୍ଷ ଏଥିରେ ବୃଦ୍ଧି ପାଇ ୧ଲକ୍ଷ ୩୦ ହଜାର ୭୯୬ରେ…

‘ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ’

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ବେଆଇନ ଭାବେ ରହୁଥିଲେ କାଲି ବିଦା ହେବେ ବୋଲି ସୂଚନା ଦେଲେ ଏସିପି ଜୋନ୍‌-୫ ବିଶ୍ବରଞ୍ଜନ ସେନାପତି । ଯେଉଁମାନେ ବେଆଇନ ଭାବେ କ୍ବାର୍ଟର୍ସ ମାଡ଼ି ବସିଛନ୍ତି, କାଲି ବିଦା ହେବେ । ଆଜି ସରୁଛି ନୋଟିସ୍‌ର ଡେଡ୍‌ଲାଇନ, କାଲି ପୋଲିସ ଉଚ୍ଛେଦ…

୭୭୫ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ଗଲା ସ୍ଵତନ୍ତ୍ର ଟ୍ରେନ

ଭୁବନେଶ୍ବର: ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଆଜି ଭୁବନେଶ୍ବର ରେଳ ଷ୍ଟେସନରୁ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ନେଇ ଅଯୋଧ୍ୟା ଓ ବାରାଣସୀ ଅଭିମୁଖେ ବାହାରିଲା ସ୍ଵତନ୍ତ୍ର ଟ୍ରେନ । ପ୍ଲାଟ୍‌ଫର୍ମ ନଂ-୧ ଠାରେ ସ୍ୱତନ୍ତ୍ର ଟ୍ରେନ୍‌କୁ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ…

ସୁରକ୍ଷାକୁ ଦୃଷ୍ଟିରେ ରଖି ଏହିସବୁ ଟ୍ରେନ ବାତିଲ, ଯାତ୍ରା ଆରମ୍ଭ ପୂର୍ବରୁ ଜାଣି ରଖନ୍ତୁ…

ଭୁବନେଶ୍ୱର: ବ୍ରହ୍ମପୁର ଏବଂ ବିଶାଖାପାଟଣା ମଧ୍ୟରେ ଏକ୍ସପ୍ରେସ ଟ୍ରେନ ସେବା ସେପ୍ଟେମ୍ବର ୧୦ ରୁ ସେପ୍ଟେମ୍ବର ୧୨ ମଧ୍ୟରେ ବାତିଲ ରହିବ। ଏନେଇ ପୂର୍ବତଟ ରେଳପଥ ବୁଧବାର ଦିନ ସୂଚନା ଦେଇଛି। ଅପ୍ ଲାଇନରେ ପେଣ୍ଡୁର୍ଟି ଏବଂ ସିଂହାଚଳମ ମଧ୍ୟରେ ବାଲାଷ୍ଟ କ୍ଲିନିଂ ମେସିନ (BCM) କାମ ପାଇଁ…

ପତ୍ନୀଙ୍କୁ ସନ୍ଦେହରୁ ବର୍ବରତା: ବନ୍ଧା ହେଲେ ସ୍ବାମୀ

ନିମାପଡା: ପୁରୀ ଜିଲ୍ଲା ନିମାପଡା ବ୍ଲକ ଅମଳାପଡାର ଶିକ୍ଷୟିତ୍ରୀ ଓ ଜଣେ ଶିକ୍ଷକଙ୍କୁ ମାଡ଼ ଘଟଣା । ଶିକ୍ଷୟିତ୍ରୀଙ୍କ ସ୍ବାମୀ ଓ ତାଙ୍କ ସହଯୋଗୀଙ୍କୁ ଗିରଫ କଲା ପୋଲିସ । ଶିକ୍ଷୟିତ୍ରୀ ପତ୍ନୀ ଓ ନିର୍ଯାତିତ ଶିକ୍ଷକଙ୍କ ଅଭିଯୋଗ ଆଧାରରେ ଗିରଫ କରାଯାଇଥିବା ସୂଚନ ରହିଛି । ଶିକ୍ଷୟିତ୍ରୀ…

New BJD Party: ଗଢା ହେବ କି ବିଜେଡି ୨.୦?, ସଙ୍କେତ ଦେଲେ ବରିଷ୍ଠ ନେତା ଅମର ଶତପଥୀ…..

ଭୁବନେଶ୍ବର: ଭାଙ୍ଗୁଛି ବିଜେଡି ବଳ । ମୁହଁ ଫେରାଉଛନ୍ତି ବରିଷ୍ଠ ଏବଂ ଅଭିଜ୍ଞ । ସରକାରରୁ ହଟିବା ପରେ ଏବେ ବିଜେଡି କନ୍ଦଳ ଦାଣ୍ଡରେ ପଡି ହାଟରେ ଗଡିଥିବା ବେଳେ ନୂଆ ବିଜେଡିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି ଦଳର କିଛି ପୁରୋଧା ନେତା ଏବଂ ପୂର୍ବତନ ବିଜେଡି ନେତା ମିଶି…