Latest Odisha News
Browsing Category

ଓଡିଶା

Odisha

ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ

ସୁବର୍ଣ୍ଣପୁର: ନିର୍ବାଚନ ପ୍ରଚାର କରୁଥିବା ବେଳେ ମହୁମାଛି ଆକ୍ରମଣରେ ୨୦ ଜଣ ଆହତ ହୋଇଛନ୍ତି । ବିନିକାରେ ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀ ନିର୍ବାଚନ ପ୍ରଚାର କରୁଥିବା ସମୟରେ ମହୁମାଛି ଆକ୍ରମଣ କରିଥିଲା । ସୂଚନା ଅନୁଯାୟୀ, ୨୦ ଜଣ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।…

‘ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବ’

ଅନୁଗୁଳ: ହିନ୍ଦୋଳ, କାମାକ୍ଷନଗର ପରେ ଏବେ ପରଜଙ୍ଗରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ସମୟରେ ସେ ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ୧୦ ବର୍ଷ ହେଲା ସେ କେନ୍ଦ୍ରମନ୍ତ୍ରୀ ଅଛନ୍ତି ।…

 ଭାରସାମ୍ୟ ହରାଇ ଓଲଟିଲା ବସ

କେନ୍ଦୁଝର: ବସ ଓଲଟି ୧୮ ଜଣ ଆହତ । ସୂଚନା ଅନୁଯାୟୀ ବସ୍ ଟି କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। କାଞ୍ଜିପାଣି ଘାଟିରେ  ଭାରସାମ୍ୟ ହରାଇ ଓଲଟି ପଡିଥିଲା ବସ । ଏହି ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ୧୮ ଆହତଙ୍କୁ ତେଲକୋଇ ମେଡିକାଲରେ…

ଓଡ଼ିଶାର ଲୋକଙ୍କୁ ସାମନା କରିବାର ନୈତିକ ସାହସ ବିଜେଡିର ନାହିଁ :ମନମୋହନ ସାମଲ

ଭୁବନେଶ୍ବର: ବିଜେଡି ଆତ୍ମବିଶ୍ୱାସ ହରାଇଛି । ଆଜି ଯିଏ ଗୁମାସ୍ତା ସାଜିଛନ୍ତି କହୁଛନ୍ତି ହାରିଲେ ସନ୍ନ୍ୟାସ ନେବେ। ରାଜନୀତିରେ ହାରଜିତ ଏକ ସ୍ବାଭାବିକ ପ୍ରକ୍ରିୟା। ହତାଶ ହୋଇ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବୃତି ଦେଉଛନ୍ତି। କିନ୍ତୁ ବିଜେପି ଯାହା ସଂକଳ୍ପ ପତ୍ର ଦେଇଛୁ ତାହା ପୂରଣ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୁବର୍ଣ୍ଣପୁରରେ ବିଜେପିର ମାରାଥନ ପ୍ରଚାର

ସୁବର୍ଣ୍ଣପୁର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି । କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ୪ ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଦେଉଛନ୍ତି ଲୋକେ । ତେବେ ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୯.୩୦ ପ୍ରତିଶତ ମତଦାନ ହୋଇଛି । ସେହିପରି…

ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି !

କଟକ: ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି। ଅନୁଭବଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା (NBW) ଜାରି ହେବା ପରେ ଏପରି ଆଶଙ୍କା ସୃଷ୍ଟି ହୋଇଛି। କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ ଏହି ଏନବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀ ପୁରୀଘାଟ ଥାନାରେ ରୁଜୁ…

ବିଜେପିକୁ ବିଜେଡିର ଆକ୍ଷେପ, ଓଡ଼ିଶାରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ?

ଭୁବନେଶ୍ୱର: ଓଡ଼ିଶାରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିବା ବେଳେ ଏପର୍ଯ୍ୟନ୍ତ ବିଜେପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ। ଆଜି ସକାଳୁ ସକାଳୁ ବିଜେଡିର ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ…

ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ବିଜେପି ଭଳି କଂଗ୍ରେସ ମଧ୍ୟ ଓଡିଶା ଉପରେ ଜୋର୍ ଦେଉଛି। ବିଜେଡି ବିରୋଧରେ ଗୋଟିଏ ଜନ ବିରୋଧୀ ନାରା ତେଜିଛି ବୋଲି କଂଗ୍ରେସ ବାରମ୍ବାର କହି ଆସୁଛି। ଆଉ ଏହି ଧାରାରେ ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ, ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରଚାର ପାଇଁ ଆସିବେ ବୋଲି ଦଳ…

ମାଙ୍କଡ ହାତରେ ଶାଳଗ୍ରାମ କହି ରାଜ୍ୟ ସରକାରଙ୍କୁ ତାଚ୍ଛଲ୍ୟ କଲେ ଧର୍ମେନ୍ଦ୍ର

ଭୁବନେଶ୍ବର: ମାଙ୍କଡ ହାତରେ ଶାଳଗ୍ରାମର ଉଦାହରଣ ଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ସମ୍ବଲପୁର ଲୋକସଭା ଆସନର ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ନିଜର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ ପ୍ରେସମିଟ କରିଛି ବିଜେପି । ଯେଉଁଥିରେ…

ବିଜେଡି ୧୦୦ ୟୁନିଟ୍‌ ମାଗଣା ଦେବ, ବିଜେପି ପୂରା ଛାଡ଼ କରିବ: ଅପରାଜିତା ଷଡ଼ଙ୍ଗୀ 

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି । ଏହି ସମୟରେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି ଏକ ପ୍ରେସମିଟ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ଆଉ…