Latest Odisha News

BREAKING NEWS

Browsing Category

ଓଡିଶା

Odisha

କର୍ମଚାରୀଙ୍କୁ ମାଡ଼ମାରି ବନ୍ଧୁକ ମୁନରେ ଟ୍ରାନ୍ସପୋର୍ଟ ଅଫିସ୍‌ରୁ ଲକ୍ଷାଧିକ ଲୁଟ୍

ସୁନ୍ଦରଗଡ:ଲହୁଣୀପଡା ଥାନା ବରସୁଆଁ ଅଞ୍ଚଳର ଏକ ଟ୍ରାନ୍ସପୋର୍ଟ ଅଫିସରୁ ଲୁଟ୍ । କର୍ମଚାରୀଙ୍କୁ ମାଡ଼ମାରି ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟ୍ ଅଭିଯୋଗ ହୋଇଛି । ବଣାଇ ଉପଖଣ୍ଡ ଲହୁଣୀପଡା ଥାନାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ରେଳଷ୍ଟେସନ ସାଇଡିଂ ନିକଟ ର ଥିବା ଏକ ଟ୍ରାନ୍ସପୋର୍ଟ…

ୟୁନିଟ ୪ ଅଞ୍ଚଳରେ ଅନୈତିକ କାର୍ଯ୍ୟ ପାଇଁ ଚାଲାଣ ବେଳେ ନାବାଳିକା ଉଦ୍ଧାର

ଭୁବନେଶ୍ୱର: ଅନୈତିକ କାର୍ଯ୍ୟ ପାଇଁ ଚାଲାଣ ବେଳେ ନାବାଳିକା ଉଦ୍ଧାର । ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଲଗାଇବାକୁ ଯୋଜନା କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ…

ASO ମେନ୍ ପରୀକ୍ଷା ପାଇଁ ଘୋଷଣା ହେଲା ନୂଆ ତାରିଖ

ଭୁବନେଶ୍ବର:ASO ଲିଖିତ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୦୨୫ ଡିସେମ୍ବର ୭ରେ ସାନି ମୁଖ୍ୟ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଏସ୍‌ଓ ପଦ ପାଇଁ ଅନୁଷ୍ଠିତ ପ୍ରିଲିମିନାରି ପରୀକ୍ଷାରେ ଯୋଗ୍ୟତା ହାସଲ କରିଥିବା ୭୧୧୩ ଜଣ ପ୍ରାର୍ଥୀଙ୍କ ପାଇଁ ଡିସେମ୍ବର ୭ରେ ନୂଆକରି ମୁଖ୍ୟ ଲିଖିତ…

Baliyatra 2025: ବାଲିଯାତ୍ରାରେ ଟଳିଲା ବଡ଼ ଧରଣର ଅଘଟଣ;ଦୋଳି ହେଲା ଅଚଳ…ଫସିଲେ ୧୬

କଟକ:ଐତିହାସିକ କଟକ ବାଲିଯାତ୍ରାରେ ଟଳିଲା ବଡ ବିପଦ । ଏକ ଦୋଳି ଅଚଳ ହେବାରୁ ଶୂନ୍ୟରେ ଏଥିରେ ବସିଥିବା ୧୬ ଜଣ ଲୋକ ଫସି ରହିଥିଲେ । ଏକ ଦୋଳିର ମଟରଟି ଖରାପ ହୋଇଯାଇଥିଲା । ଏଥିରେ ଲୋକଙ୍କ ସହ କୁନିକୁନି ପିଲା ଫସିଯାଇଥିଲେ । ୨ ଘଣ୍ଟା ଧରି ୭୦ ଫୁଟ୍‌ ଉପରେ ଏମାନେ ଫସି ରହିଥିବା ସୂଚନା…

ଓଡ଼ିଶାର କୃଷି ଐତିହ୍ୟ ଓ ଶ୍ରୀ ଅନ୍ନର ସଂରକ୍ଷଣ,ପ୍ରସାର ପଦକ୍ଷେପକୁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ଭୁୟସୀ ପ୍ରଶଂସା

ଭୁବନେଶ୍ଵର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ରେ ଦୁଇଦିନିଆ ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ମହିଳା କୃଷକ ସମ୍ମିଳନୀ ୨୦୨୫ ଲୋକସେବା ଭବନ କନଭେନସନ ହଲଠାରେ ସଫଳତାର ସହ ସମାପ୍ତ ହୋଇଛି । ଏହି ସମ୍ମିଳନୀ “କୃଷି ଐତିହ୍ୟ ଓ ଜୈବ ବିବିଧତା ସଂରକ୍ଷଣରେ…

Film Heritage Foundation: ଓଡ଼ିଆ ଚଳଚ୍ଚିତ୍ରର ପୁନରୁଦ୍ଧାର ପାଇଁ ଫିଲ୍ମ ହେରିଟେଜ ଫାଉଣ୍ଡେସନ୍ ସହ ବୁଝାମଣାପତ୍ର…

ଭୁବନେଶ୍ୱର:ଆମ ଓଡ଼ିଆ ସିନେମା ଆମ ସାଂସ୍କୃତିକ ଐତିହ୍ୟର ପ୍ରତୀକ । ଏଥିରେ ଅନେକ ସ୍ମୃତି ଜଡ଼ିତ ହୋଇ ରହିଛି । ଆମେ ଯେତେବେଳେ ଏହାର ସରଂକ୍ଷଣ ପାଇଁ ଉଦ୍ୟମ କରୁଛୁ ନିଶ୍ଚିତ ରୂପେ ଏହି ସ୍ମୃତି ସବୁ ଜୀବିତ ହେବ ଏବଂ ଆଗାମୀ ପିଢ଼ି ଏଥିରୁ ପ୍ରେରଣା ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗୁରୁବାର ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ: ରାତିପାହିଲେ ମାର୍ଗଶିର କୃଷ୍ଣ ନବମୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସାଧାରଣ ଲୋକଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ…

୨୪ ଜଣ ଲେଖକଙ୍କୁ ମିଳିବ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫

ଭୁବନେଶ୍ୱର: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପୁରସ୍କାର ପାଇଁ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି । ୨୪ ଜଣ ପୁରସ୍କାର ବିଜେତାଙ୍କୁ ମାନପତ୍ର ସହିତ ୫୦ ହଜାର ଟଙ୍କାର ଚେକ୍ ଏବଂ ଏକ କାଂସ୍ୟ ଫଳକ ପ୍ରଦାନ କରାଯିବ । ବାର୍ଷିକ…

ବିଆଇପିଏଫ୍ ପକ୍ଷରୁ ଶାମ୍ଭବୀ ପୁରସ୍କାର ୨୦୨୬ ନିମନ୍ତେ ନାମାଙ୍କନ ପତ୍ର ଆହ୍ଵାନ

ଭୁବନେଶ୍ୱର: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍) ୧୩ତମ ଶାମ୍ଭବୀ ପୁରସ୍କାର ପାଇଁ ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି, ବ୍ୟକ୍ତିବିଶେଷଙ୍କ ଗୋଷ୍ଠୀ ଏବଂ ସଂଗଠନରୁ ଆବେଦନ ଆମନ୍ତ୍ରଣ କରାଯାଇଛି । ଏହି ପୁରସ୍କାରରେ ୫ ଲକ୍ଷ ଟଙ୍କା ନଗଦ ପୁରସ୍କାର, ଏକ…

ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ଏଣିକି ସହଜ ହେବ ପଟ୍ଟା ସଂଶୋଧନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି । ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା ପୂର୍ବରୁ…