Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିର୍ସା ମୁଣ୍ଡାଙ୍କ ଜନ୍ମବାର୍ଷିକୀରେ କୋଟିଆରେ ଆନ୍ଧ୍ର ଆୟୋଜନ କଲା ଆଦିବାସୀ ମେଳା

କୋଟିଆ: କଳେବଳେ କୌଶଳେ କୋଟିଆର ନିରିହ ଲୋକଙ୍କୁ ନିଜର କରିବାକୁ ଉଦ୍ୟମ ଜାରି ରଖିଛି ପଡୋଶୀ ରାଜ୍ୟ । ବିଭିନ୍ନ ସମୟରେ ଆନ୍ଧ୍ର ପ୍ରଶାସନ ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ କୋଟିଆ ଗ୍ରାମରେ ପଶିବାକୁ ଉଦ୍ୟମ ଚଳାଇଛନ୍ତି । ପୁଣି କୋଟିଆରେ ଆନ୍ଧ୍ର ଅଧିକାରୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି…

ନୂଆପଡା ଉପନିର୍ବାଚନ; ମାଓ ପ୍ରବଣ ସୁନାବେଡାରେ ୭୦% ମତଦାନ…

ନୂଆପଡା/ଭୁବନେଶ୍ୱର: ନୂଆପଡା ଉପନିର୍ବାଚନରେ ୮୧.୬୩ ପ୍ରତିଶତ ଭୋଟର ମତଦାନ କରିଛନ୍ତି। ସବୁଠୁ ଖାସ କଥା ହେଉଛି ଚଳିତ ବର୍ଷ ସୁନାବେଡା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଥିବା ବୁଥଗୁଡ଼ିକରେ ଯଥେଷ୍ଟ ଅଧିକ ମତଦାନ ହୋଇଥିବା ନେଇ ସୂଚନା ମିଳିଛି। ଗତ ମଙ୍ଗଳବାର ଦିନ ଶାନ୍ତିପୂର୍ଣ୍ଣ ଭାବରେ…

କଟକ ବାଲିଯାତ୍ରା ଅବଧି ଆଉ ଦିନକ ପାଇଁ ବୃଦ୍ଧି କଲେ ରାଜ୍ୟ ସରକାର 

ଭୁବନେଶ୍ବର: ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଯାହା ଫଳରେ ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ୧୩ ତାରିଖ ଦିନ ଉଦଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ…

ମହାନଦୀରେ ବୋଇତ ରେସ୍; ସାମୁଦ୍ରିକ ଐତିହ୍ୟ ପାଳୁଛି ଓଡ଼ିଶା

କଟକ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ବୋଇତା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଏହାସହିତ ମହାନଦୀର ଶାନ୍ତ ଜଳରାଶିରେ ରୋମାଞ୍ଚକର ଦୁଇ ଦିନିଆ ବୋଇତ ଦୌଡ଼ ପ୍ରତିଯୋଗିତା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ…

Bomb Blast: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼, ୩ ଗୁରୁତର ମେଡିକାଲରେ ଭର୍ତ୍ତି

ନୟାଗଡ଼: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼। ଏହି ଘଟଣା ନୟାଗଡ଼ରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ନୟାଗଡ଼ ଟାଉନ ଥାନା ସୋଲପଟା ଗାଁରେ ଏଭଳି ଘଟଣା ଘଟିଥିବା…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ: ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ଘରର ଆଉ ଏକ ପରମ୍ପରା। ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ। ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି। ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ।…

ବଡ଼ବିଲରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଦ୍ୱାରା ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟିତ

ବଡ଼ବିଲ: ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍ ) ପ୍ରକଳ୍ପ 'ପଢ଼େଗା ଭାରତ'ର ଏକ ଅଂଶ ଭାବରେ ବଡ଼ବିଲର ଡାଲକି ମୁଣ୍ଡା ସାହିରେ ଏକ ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟନ କରିଛି। ଏହି ନବୀକୃତ କେନ୍ଦ୍ରଟି…

ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…

List Of Government Holidays: ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୯ଟି ସରକାରୀ…

Winter In Odisha: ରାଜ୍ୟରେ କଲବଲ କରିବ ଶୀତ; ଆହୁରି ୩ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଆହୁରି କଲବଲ କରିବ ଶୀତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି। ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ…