Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ନେହାଙ୍ଗିନି ଛୁରିଆ ବିଜୁ ମହିଳା ଜନତା ଦଳର ସଭାପତି, ଜାଣନ୍ତୁ ଆଉ କାହାକୁ କେଉଁ ଦାୟିତ୍ଵ…

ଭୁବନେଶ୍ୱର: ବରିଷ୍ଠ ନେତା ତଥା ଓଡିଶାର ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନି ଛୁରିଆ ଗୁରୁବାର ଦିନ ବିଜୁ ମହିଳା ଜନତା ଦଳ (ବିଏମଜେଡି) ର ସଭାପତି ଭାବରେ ନିଯୁକ୍ତ ହୋଇଛନ୍ତି। ତୁରନ୍ତ ପ୍ରଭାବରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ବିଏମଜେଡିର ସଭାପତି ଭାବରେ ନିଯୁକ୍ତ କରିଛନ୍ତି…

ଏନଆଇଆରଏଫ ରାଙ୍କିଙ୍ଗ୍‌ସ ୨୦୨୫: ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟରେ ସୋଆ

ଭୁବନେଶ୍ୱର: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି। ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ନ୍ୟାସ୍‌ନାଲ୍…

Hirakud dam: ହୀରାକୁଦର ୧୬ଟି ଗେଟ୍ ଖୋଲିଲା;ସତର୍କ ରହିବାକୁ ପରାମର୍ଶ

ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରରେ ଧୀରେଧୀରେ ଜଳସ୍ତର ବଢ଼ିବାରେ ଲାଗିଛି। ଏହାକୁ ନଜରରେ ରଖି ଜଳଭଣ୍ଡାରରୁ କ୍ରମାଗତ ଭାବେ ପର୍ଯ୍ୟାୟ କ୍ରମେ ଗେଟ୍‌ଗୁଡ଼ିକ ଖୋଲାଯାଉଛି। ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି…

GST exemption:’କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ସାମଗ୍ରୀ ଉପରୁ ସମ୍ପୂର୍ଣ୍ଣ ଜିଏସଟି ଛାଡ଼ ହେଉ’

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ପୂର୍ବରୁ ପ୍ରଚଳିତ ହୋଇ ଆସୁଥିବା ଜିଏସଟି ସ୍ଲାବ୍ରରେ ପରିବର୍ତ୍ତନ ଆଣିବା ପରେ, କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ଜିନିଷ ଉପରୁ ସମ୍ପୂର୍ଣ୍ଣ ଜିଏସଟି ଛାଡ଼ ଦାବି ଗ୍ରହଣ କରାଯାଇ ନଥିବାରୁ, ବିଜୁ ଜନତା ଦଳ କ୍ଷୋଭ ପ୍ରକାଶ କରିଛି । ଏହାଛଡା ନୂତନ ସ୍ଲାବ…

Anganwadi worker: ଅଙ୍ଗନବାଡ଼ି ଦିଦିଙ୍କ ୪ ଭିନ୍ନ ଜନ୍ମ ତାରିଖ; ଏବେ ଚାକିରିରୁ ବିଦା …

ମୟୂରଭଞ୍ଜ: ଜଣେ ମହିଳାଙ୍କର ୪ଟି ଭିନ୍ନ ଜନ୍ମ ତାରିଖ । ଭିନ୍ନ ଭିନ୍ନ ଜନ୍ମ ତାରିଖ ପାଇଁ ଚାକିରିରୁ ଅଙ୍ଗନବାଡ଼ି ଦିଦି ବିଦା ହେଲେ । ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଦେବାନବାହାଳୀ-୨ ଅଙ୍ଗନଓ୍ବାଡ଼ିର ଦିଦିଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ତାଙ୍କର ନାଁ ହେଲା ସୁମି ସିଂ ଶମ୍ବୁରାଇ।…

Subhadra Money: ଏହିମାନେ ଆଉ ପାଇବେନି ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ହିତାଧିକାରୀଙ୍କୁ ନେଇ ଖୋଳତାଡ ଆରମ୍ଭ କରିଛନ୍ତି ରାଜ୍ୟ ସରକାର । କଟିଥିବା ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ବଡ ପଦକ୍ଷେପ ନିଆଯିବ । କିପରିଭାବେ ଯୋଗ୍ୟଙ୍କୁ ସାମିଲ କରାଯିବ ଏବଂ ଅଯୋଗ୍ୟଙ୍କୁ ଏଥିରୁ ବାତିଲ କରାଯିବ ସେଥିପାଇଁ ସରକାର ତତ୍ପରତା ଦେଖାଇଛନ୍ତି ।…

ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କ ମୃତ୍ୟୁ; ନିଜ ଦେହରେ ଲଗାଇଥିଲେ ନିଆଁ

କଟକ: କଟକ ସାଲେପୁର ଅଞ୍ଚଳର କାଙ୍କରେଇଲ ଗାଁରେ ମଙ୍ଗଳବାର ଜଣେ ମହିଳା ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ବେଳେ ଗୁରୁତର ଭାବରେ ଚିକିତ୍ସା ପାଇଁ ତାଙ୍କୁ କଟକର ଏସସିବି ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ଜଣାପଡିଛି।…

Dura Puja: ଦୁର୍ଗାପୂଜା ପୂର୍ବରୁ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି, କଟକର ୬ଟି ସ୍ଥାନରେ ସୁଉଚ୍ଚ ତୋରଣ ପାଇଁ ଅନୁମତି

କଟକ: ଦୁର୍ଗାପୂଜା ପୂର୍ବରୁ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି। କଟକର ୬ଟି ସ୍ଥାନରେ ସୁଉଚ୍ଚ ତୋରଣ ପାଇଁ ଦିଆଗଲା ଅନୁମତି। ରାଣୀହାଟ, ଚାନ୍ଦିନୀଚୌକ, ବାଦାମବାଡ଼ି ପାଇଁ ଅନୁମତି ଦେଇଛନ୍ତି ହାଇକୋର୍ଟ। ସେହିପରି ଖାନ୍‌ନଗର, ମାଲଗୋଦାମ, ଶିଖରପୁର ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଦୁଇଟି…

କୋମାରେ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର…

କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଯାଇଛି…

Puja Melody: ଏଥର ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ଦିଆଯିବ ନିଶାମୁକ୍ତ ବାର୍ତ୍ତା

ଭୁବ‌ନେଶ୍ବର: ଆରମ୍ଭ ହେଲାଣି ପାର୍ବଣ ଋତୁ। ଆଉ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ। ଚଳିତ ବର୍ଷ ପୂଜାରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ୍ ପୋଲିସ। ଲୋକଙ୍କ ସୁରକ୍ଷା ପୋଲିସର ପ୍ରାଥମିକତା କହିଲେ କମିସନର ।ଏଥର ପୂଜା…