Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୁର୍ନୀତି ମାମଲାରେ ପୂର୍ବତନ ସରପଞ୍ଚ ଓ ଗ୍ରାମ ସଂଯୋଜକ ଦୋଷୀ ସାବ୍ୟସ୍ତ

ଭୁବନେଶ୍ବର: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦାୟର ଏକ ଦୁର୍ନୀତି ମାମଲାରେ କେନ୍ଦୁଝରର ଭିଜିଲାନ୍ସ କୋର୍ଟ ଚମ୍ପୁଆ ବ୍ଲକ ଅନ୍ତର୍ଗତ ଷଡ଼ଙ୍ଗୀ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ସଦାନନ୍ଦ ନାଏକ ଏବଂ ପୂର୍ବତନ ଗ୍ରାମ ସଂଯୋଜକ ଶ୍ରୀପଦ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ…

ଆଇଆଇଆଇଟି-ଭୁବନେଶ୍ୱରରେ କ୍ରିପ୍ଟୋଗ୍ରାଫି ଓ ସୂଚନା ସୁରକ୍ଷା ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭ 

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଇଣ୍ଟରନ୍ୟାସନାଲ୍ ଇନ୍‌ଷ୍ଟିଟ୍ୟୁଟ୍ ଅଫ୍ ଇନ୍‌ଫର୍ମେସନ୍ ଟେକ୍ନୋଲୋଜି (ଆଇଆଇଆଇଟି) ‘ଇଣ୍ଡୋକ୍ରିପ୍ଟ’ ୨୦୨୫ ଉଦଘାଟିତ ହୋଇଛି। ଏହି ୪ ଦିନିଆ ଆନ୍ତର୍ଜାତିକ ସମ୍ମିଳନୀରେ କ୍ରିପ୍ଟୋଗ୍ରାଫି ଓ ସୂଚନା ସୁରକ୍ଷା ଉପରେ ଆଲୋଚନା ହେବ। ଏହି ସମ୍ମିଳନୀରେ ବିଶ୍ୱରୁ…

ପୁରୀରେ ଗ୍ରାମବାସୀ ଓ ପୋଲିସ ମୁହାଁମୁହିଁ; ୪୦ ଅଟକ

ପୁରୀ: ପୁରୀ ଜିଲ୍ଲାର ବ୍ରହ୍ମଗିରି ବ୍ଲକର ଦୁଇଟି ଗାଁ ମଧ୍ୟରେ ପ୍ରଶାସନ ଦ୍ୱାରା ଆରମ୍ଭ ହୋଇଥିବା କେନାଲ ଖନନ କାର୍ଯ୍ୟକୁ ନେଇ ସୋମବାର ଦିନ ଉତ୍ତେଜନା ବୃଦ୍ଧି ପାଇଛି। ସୂଚନା ଅନୁଯାୟୀ, ବ୍ରହ୍ମଗିରି ବ୍ଲକର କୁସୁବେଣ୍ଟି ପଞ୍ଚାୟତ ଅନ୍ତର୍ଗତ ହରିଦାସ ଏବଂ କୁସୁବେଣ୍ଟି ଗ୍ରାମ ମଧ୍ୟରେ ଏକ…

ପୁଣି ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଅନୁଗୋଳ: ପୁଣି ଏକ ଦନ୍ତା ହାତୀର ମୃତ ଦେହ ଉଦ୍ଧାର କରିଛି ବନ ବିଭାଗ । ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି । ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।…

ଚାକିରି ନାଁରେ ଠକେଇ; ବିହାରର ଜଣଙ୍କୁ ଗିରଫ କଲା ଇଓଡବ୍ଲୁ 

ଭୁବନେଶ୍ୱର: ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) "ଗ୍ରାମୀଣ ରୋଜଗାର କଲ୍ୟାଣ ସଂସ୍ଥା" (GRKS) ନାମରେ ପରିଚାଳିତ ଏକ ବଡ଼ ଫେକ୍ ଚାକିରି ରାକେଟର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ବିହାରର ବାସିନ୍ଦା ଗୌତମ କୁମାରଙ୍କୁ ଗିରଫ କରିଛି ଇଓଡବ୍ଲୁ।…

Dharmashala Incident: ଧର୍ମଶାଳା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ରାଜନୀତିକରଣ କରିବା ଆବଶ୍ୟକ ନାହିଁ,…

ଭୁବନେଶ୍ୱର: ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାରେ ବିଜେପି ବନାମ ବିଜେଡି। ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ରାଜନୀତି…

ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି । ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ…

ଓଡିଶାବାସୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର: ଏଣିକି ଓଡିଶାବାସୀଙ୍କୁ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି । ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ…

ଡିସେମ୍ବର ୧୯ରେ ସମ୍ବଲପୁର ବନ୍ଦ ଡାକରା, ଜାଣନ୍ତୁ କାହିଁକି…

ସମ୍ବଲପୁର: ଓଡ଼ିଶାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବକୁ ନେଇ ଆନ୍ଦୋଳନ ତୀବ୍ର ହୋଇଛି। ଏପରିକି ଚାଷୀମାନେ ଡିସେମ୍ବର ୧୯ରେ ସମ୍ବଲପୁର ବନ୍ଦ ଡାକରା ଦେଇଛନ୍ତି। ସୁଗମ ଟୋକନ୍ ବଣ୍ଟନ ପାଇଁ ଶୀଘ୍ର ପଦକ୍ଷେପ ନେବାକୁ ଦାବି କରି ଆନ୍ଦୋଳନରତ ଚାଷୀମାନେ ଏହି ବନ୍ଦ ଡାକରା ଦେଇଛନ୍ତି।…

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ବର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ…