Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୂଆପଡା ଉପନିର୍ବାଚନରେ ମୁତୟନ ହେବ ଭାରତୀୟ ବାୟୁସେନାର ବିମାନ

ନୂଆପଡା: ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ । ପ୍ରଥମ ଥର ପାଇଁ ରାତିରେ ଗୋତମା ଏୟାରଷ୍ଟ୍ରିପରେ ଅବତରଣ କରିଛି ବାୟୁସେନାର ବିମାନ । ନୂଆପଡ଼ା ଉପନିର୍ବାଚନରେ ସାମିଲ ପୋଲିଂ ପାର୍ଟିଗୁଡ଼ିକୁ ସହାୟତା କରିବ ଏହି ବିମାନ । ସୁନାବେଡା ଅଞ୍ଚଳ ମାଓବାଦୀ ପ୍ରଭାବିତ…

Weather Update: ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମୁଛି, ୧୨ ଡିଗ୍ରୀ ସହ ଶୀତରେ ଥରୁଛି…

ଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେବ ପାରଦ ଖୁସୁଛି । ରାଜ୍ୟର ପାହାଡ଼ିଆ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଉଥିବାରୁ ଶୀତ ଅନୁଭୂତ ହେଉଛି । ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୧୨ଡିଗ୍ରୀ ଛୁଇଁଛି । ଫୁଲବାଣୀରେ ୧୨.୫ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳରେ ୧୫, କୋରାପୁଟ ଓ…

ନୂଆପଡ଼ାରେ ଆଜି ଉପନିର୍ବାଚନ ପ୍ରଚାରର ଶେଷଦିନ, ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ସାରିବାକୁ ନିର୍ଦ୍ଦେଶ

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ । ନୀରବ ଅବଧି ପୂର୍ବରୁ ସମସ୍ତ ପ୍ରଚାର ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାର ଲୋକଙ୍କୁ ନୂଆପଡ଼ା ଛାଡ଼ିବାକୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଭୋଟିଂର ୪୮…

Landmine Explosion: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଯବାନ ଗୁରୁତର, ସନ୍ଧାନୀ କୁକୁର ସହିଦ

ସୁନ୍ଦରଗଡ: ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହ ଭୂମି ଛୋଟା ନାଗରା ଥାନା ସରଣ୍ଡା ଜଙ୍ଗଲରେ ଆଇଇଡି ବିସ୍ଫୋରଣ । ମାଓବାଦୀଙ୍କ ଆଇଡି ବିସ୍ଫୋରଣରେ ଜଣେ ସିଆରପିଏଫ୍ ଯବାନ ଗୁରୁତର ହୋଇଥିବାବେଳେ, ଏକ ସନ୍ଧାନୀ କୁକୁର ସହିଦ ହୋଇଛି । ଗୁରୁତର ଯବାନ ଜଣକ ହେଲେ ସୁମିତ ଏମ୍ । ତାଙ୍କର…

କଟକରେ କୋଠା ଭୁଶୁଡ଼ିବା ଘଟଣା; ମୃତକଙ୍କ ପରିବାରକୁ ୪ ଲକ୍ଷ କ୍ଷତିପୂରଣ..

କଟକ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ଏଭଳି ଅଘଟଣ ଘଟିଛି। ଏହି ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା କରିଛନ୍ତି…

ଏଆଇର ଦୁରୁପଯୋଗ ଅଭିଯୋଗ; ବିଜେଡି ବିରୋଧରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ଗତ ୨୦୨୪ ସାଧାରଣ ନିର୍ବାଚନରେ ପରାଜୟ ପରେ ବିଜେପି ସୋସିଆଲ ମିଡିଆରେ ଅପପ୍ରଚାର କରିଥିବା ନେଇ ବିଜେଡି ଦଳର ନେତାମାନେ କହୁଥିଲେ। କିନ୍ତୁ ଆଜି ନିଜ ଅଭଯୋଗକୁ ଭୁଲ ବୋଲି ନିଜେ ବିଜେଡି ପ୍ରମାଣିତ କରିଛି । ବିଜେଡି ଦଳ ନିଜେ ସୋସିଆଲ ମିଡିଆରେ ଅପପ୍ରଚାର କରିବା ସହ କୃତ୍ରିମ…

ସୋସିଆଲ ମିଡିଆରେ ଭ୍ରାନ୍ତ ସୂଚନା କିମ୍ବା ଫଟୋର ପ୍ରଚାର କରନ୍ତୁ ନାହିଁ: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଏକ ଜାତୀୟ ଦଳର ଜଣେ ବିଶିଷ୍ଟ ନେତା ଏବଂ ସେହି ଦଳର ଜଣେ ନିର୍ବାଚିତ ବିଧାୟକଙ୍କ ସମ୍ପର୍କରେ ଏକ ବିଭ୍ରାନ୍ତିକର ଫଟୋ ଏ.ଆଇ. ବ୍ୟବହାର କରି ପ୍ରସ୍ତୁତ କରାଯାଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦୃଷ୍ଟିଗୋଚର ହୋଇଛି। ଏହି ପୋଷ୍ଟକୁ ଯାଞ୍ଚ ପରେ ଏହା ମିଥ୍ୟା ଏବଂ ଭ୍ରାନ୍ତିକର…

୨୫ଏକର ଜମିରେ ୧୧ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

କନ୍ଧମାଳ:ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ । ରାଇକିଆ ପୋଲିସ ଓ ଅବକାରୀ ବିଭାଗ ଚଢ଼ାଉ କରି ସୁଗଡବାଡି ପଞ୍ଚାୟତର ନାଉଡ଼ିମାହା ନିକଟସ୍ଥ ଜଙ୍ଗଲରୁ ୨୫ ଏକର ଜମିରେ ଲାଗିଥିବା ବେଆଇନ ଗଞ୍ଜେଇ ଗଛ କାଟି ନଷ୍ଟ କରିଛି । ସୂଚନାଥାଉକି, ବିଶେଷସୂତ୍ରରୁ ସୂଚନା ପାଇ ରାଇକିଆ ଥାନା ଅଧିକାରୀ ଆଶୁତୋଷ…

ମୌଳିକ ଓଡ଼ିଆ ବ୍ୟାକରଣର ପ୍ରଣୟନ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ବର: ମୌଳିକ ଓଡ଼ିଆ ବ୍ୟାକରଣର ପ୍ରଣୟନ ପାଇଁ ଆର୍ଥିକ ପ୍ରୋତ୍ସାହନ ଘୋଷଣା। ପାଣିନି ଟ୍ରଷ୍ଟ ଓ ସାହିତ୍ୟ ଚର୍ଚ୍ଚା ପକ୍ଷରୁ ବିଭିନ୍ନ ଲେଖକ, ଗବେଷକ, ଭାଷାବିତ୍ ଓ ବୈୟାକରଣ ମାନଙ୍କଠାରୁ ନିରୁତା ଓଡ଼ିଆ ଭାଷାର ମୌଳିକ ବ୍ୟାକରଣ ସମ୍ବଳିତ ପାଣ୍ଡୁଲିପି ଆମନ୍ତ୍ରଣ କରାଯାଇଥିଲା।…

କଟକରେ ପୁରୁଣା କୋଠା ଭୁଶୁଡ଼ି ୩ମୃତ

କଟକ:କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। କୋଠା ଭୁଶୁଡ଼ି ୩ଜଣଙ୍କ ମୃତ୍ୟୁ ଘଟିଛି। ମଣିସାହୁ ଛକ ନିକଟରେ ଥିବା ହାଡ଼ିବନ୍ଧୁ ସ୍କୁଲ ନିକଟରେ ପୁରୁଣା କୋଠା ଭୁଶୁଡ଼ିବାରୁ ବସ୍ତିରେ ରହୁଥିବା ୩ ଜଣଙ୍କର ମୃତ୍ୟୁ ଘଟିଛି। କମିସନରେଟ୍‌ ପୋଲିସ କହିଛି ଯେ,…