Latest Odisha News

BREAKING NEWS

Browsing Category

ଓଡିଶା

Odisha

Weather Update: ଦକ୍ଷିଣ ଓଡ଼ିଶାରେ କାଚିବ ବର୍ଷା: ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଲଘୁଚାପ ଯୋଗୁଁ ପ୍ରବଳ ବର୍ଷିବ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ନେବ ରୂପ। ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି…

NAC ଘୋଷଣାରେ ସରକାରଙ୍କ ପାତରଅନ୍ତର, ବାଦ୍ ସ୍ଥାନକୁ ମାନ୍ୟତା ନଦେଲେ ବିଜେଡିର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୧୬ ନୂଆ ଏନଏସି ଓ ୭ଟି ମ୍ୟୁନିସିପାଲିଟି ଭାବେ ଘୋଷଣା କରାଯାଇଥିବା ବେଳେ, ବିଜେଡି ସରକାରଙ୍କ ଦ୍ୱାରା ଘୋଷିତ ହୋଇଥିବା ୫୭ଟି ଏନଏସି ମଧ୍ୟରୁ ୩୯ଟି ଅଞ୍ଚଳକୁ କାର୍ଯ୍ୟକାରୀ ନକରିବା ଦୁର୍ଭାଗ୍ୟଜନକ…

ଟାଟା ପାୱାର ନେତୃତ୍ୱାଧୀନ ଡିସ୍‌କମ୍ ପକ୍ଷରୁ ୧ କିଲୋୱାଟ୍ ରୁଫ୍‌ଟପ୍ ସୋଲାର ଗ୍ରହଣୀୟତା ସ୍କିମ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ଭାରତ ସରକାରଙ୍କ ପିଏମ୍ ସୂର୍ଯ୍ୟଘର ମୁଫ୍‌ତ ବିଜିଲି ଯୋଜନାର ଅଂଶ ବିଶେଷ ଭାବେ ୟୁଟିଲିଟି ଲେଡ ଏଗ୍ରିଗେସନ (ୟୁଏଲ୍‌ଏ) ମଡେଲ୍ ଅଧୀନରେ ଏକ ସ୍ୱତନ୍ତ୍ର ଏକ କିଲୋୱାଟ୍ ରୁଫ୍‌ଟପ୍ ସୋଲାର (ଆର୍‌ଟିଏସ୍‌) ସ୍କିମର ଘୋଷଣା…

ଅକ୍ଟୋବର ୮ରୁ RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ସବଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ (OSSSC) ସୋମବାର ରାଜସ୍ୱ ନିରୀକ୍ଷକ (RI), ICDS ସୁପରଭାଇଜର, ARI, ଅମିନ୍ ଏବଂ ଷ୍ଟାଟିଷ୍ଟିକ୍ଲ୍ ଫିଲ୍ଡ ସର୍ଭେୟର (SFS) ଭଳି ବିଭିନ୍ନ ପଦବୀର ପ୍ରାରମ୍ଭିକ ପରୀକ୍ଷା ପାଇଁ ଏକ ବିଜ୍ଞପ୍ତି ଜାରି କରିଛି। ଓଡ଼ିଶା…

ନକରାତ୍ମକତା ବିରୋଧରେ ଏକଜୁଟ ପାଇଁ ଆହ୍ୱାନ…

ଭୁବନେଶ୍ୱର: ଇଣ୍ଡିଆ ଏଗେନ୍‌ଷ୍ଟ ନେଗେଟିଭିଟି (ଆଇଏଏନ୍‍)ର ଏକାଦଶ ସଂସ୍କରଣ ରବିବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଏବଂ ଜନଜାତି କଲ୍ୟାଣ ସଂସଦୀୟ କମିଟି ଅଧ୍ୟକ୍ଷ ତଥା ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେ, ଭାରତରେ ଅବସ୍ଥାପିତ ରୁଆଣ୍ଡା…

ସାବେରୀ ନଦୀରେ ଫସିଥିଲେ ଓଡ଼ିଶା ଯୁବକ; ୨୪ ଘଣ୍ଟା ପରେ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲାର କୋଟମାଟେରୁ ଗାଁର ଇର୍ମା ସୋଢି ନାମକ ଜଣେ ବ୍ୟକ୍ତି  ଓଡ଼ିଶା-ଛତିଶଗଡ଼ ସୀମାନ୍ତରେ ଥିବା ସାବେରୀ ନଦୀର ମଧ୍ୟଭାଗରେ ଥିବା ଏକ ପଥର ଉପରେ ପ୍ରାୟ ୨୪ ଘଣ୍ଟା ଧରି ଫସି ରହିଥିଲେ।ପରେ ତାଙ୍କୁ ସୋମବାର ଦିନ ବିମାନ ଯୋଗେ ସୁରକ୍ଷିତ ଭାବରେ ଉଦ୍ଧାର କରାଯାଇଥିବା…

East coast railway: ଅଧିକ ଆସନ ଓ ସୁବିଧା ସହ ଗଡିବ ପୁରୀ–ବାଙ୍ଗିରିପୋଷି ଏକ୍ସପ୍ରେସ

ଭୁବନେଶ୍ବର: ପୂର୍ବତଟ ରେଳପଥ ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଟ୍ରେନ ନଂ 12892/12891 ପୁରୀ-ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସରେ ଏକ ଅତିରିକ୍ତ ନନ୍-ଏସି ଚେୟାର କାର କୋଚ୍ ସ୍ଥାୟୀ ଭାବରେ ସଂଯୋଗ କରିବାକୁ ଘୋଷଣା କରିଛି। ସଂଶୋଧିତ ଟ୍ରେନ୍ କୋଚ୍‌…

ବିଡିଏର ୪୩ତମ ପ୍ରତିଷ୍ଠା ଦିବସରେ ଖେଳପଡ଼ିଆ ଓ ପାର୍କ ଉଦଘାଟିତ୍

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୩ତମ ପ୍ରତିଷ୍ଠା ଦିବସ ସୋମବାର ଜୟଦେବ ଭବନରେ ପାଳିତ ହୋଇଯାଇଛି। ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ଼ା. କୃଷ୍ଣଚନ୍ଦ୍ର…

Health insurance: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି…

୨୦ କୋଟି ଅନଲାଇନ ଠକେଇ ମାମଲାରେ ପୂର୍ବତନ ସେନା କର୍ମଚାରୀ ଗିରଫ

କଟକ: କଟକ ସାଇବର ପୋଲିସ ସୋମବାର ଦିନ ଏକ ଅନଲାଇନ୍ ଠକେଇର ପର୍ଦ୍ଦାଫାଶ କରିଛି। ଓଡ଼ିଶାରେ ହଜାର ହଜାର ଲୋକଙ୍କୁ ପ୍ରାୟ ୨୦ କୋଟି ଟଙ୍କା ଠକିଥିବା ଅଭିଯୋଗରେ ଜଣେ ପୂର୍ବତନ ସେନା କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ। ପୋଲିସ ଅନୁସାରେ, କଟକ ବାଦାମବାଡିର ରାଜେନ୍ଦ୍ର ନଗର ଅଞ୍ଚଳର…