Latest Odisha News

BREAKING NEWS

Browsing Category

ଓଡିଶା

Odisha

Belpahad Municipality corruption: ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ଆଉ ଏକ…

ଝାରସୁଗୁଡ଼ା: ବେଲପାହାଡ଼ ମ୍ୟୁନିସିପାଲିଟି ଦୁର୍ନୀତି ଘଟଣାରେ ନିଆଗଲା ଆଉ ଏକ କାର୍ଯ୍ୟାନୁଷ୍ଠାନ । ମ୍ୟୁନିସିପାଲଟିର ପୂର୍ବତନ ନିର୍ବାହୀ ଅଧିକାରୀ ତଥା ଏବେର ମୟୁରଭଞ୍ଜ ଜିଲ୍ଲା ଜାମଡା ତହସିଲଦାର ମଧୁସ୍ମିତା ସିଂଙ୍କୁ ନିଲମ୍ବିତ କରାଯାଇଛି । ସ୍ବତନ୍ତ୍ର ଅଡିଟ୍ ରିପୋର୍ଟ ଦାଖଲ ପରେ ରାଜସ୍ବ…

ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ଗଣଦୁଷ୍କର୍ମ ଅଭିଯୋଗ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅଞ୍ଚଳରେ ଲଜ୍ଜା । ଶୁକ୍ରବାର ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ୫ ଜଣ ଦୁର୍ବୃତ୍ତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିବା ସୂଚନା । ଏନେଇ ଶନିବାର ଥାନାରେ ମାମଲା ରୁଜୁ ହୋଇଛି । ଘଟଣାରେ ୨ ଜଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।…

Digital arrest scam : ଇଞ୍ଜିନିୟରଙ୍କୁ ୬ ଲକ୍ଷ ଚୂନ ଲଗାଇଲେ ମାଟ୍ରିକ୍‌ ଫେଲ୍‌ ଠକ

ଭୁବନେଶ୍ବର: କମିସନରେଟ ପୋଲିସ ହାତରେ ଧରାପଡିଲେ ୩ ସାଇବର ଠକ। ପୋଲିସ ଦୁଇଜଣଙ୍କୁ ଗୁଜୁରାଟରୁ ଆଉ ଜଣଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି । କୋରିଅରରେ ଗଞ୍ଜେଇ ଆସିଥିବା କହି ଠକ ଡିଜିଟାଲ ଆରେଷ୍ଟ କରିଥିଲେ। ଗୁଜରାଟର ଏକ ସାଇବର ଠକ ଗ୍ୟାଙ୍ଗ ସ୍କାଇପ ଜରିଆରେ ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ…

ରାଜ୍ୟର ପାଣିପାଗ ଓ କୃଷି ଉପଦେଶ ମଡେଲର ପ୍ରଶଂସା କଲେ ନୋବେଲ ପୁରସ୍କାର ବିଜେତା ମାଇକେଲ କ୍ରେମର

ଭୁବନେଶ୍ୱର: ଚିକାଗୋ ବିଶ୍ୱବିଦ୍ୟାଳୟର ନୋବେଲ ପୁରସ୍କାର ବିଜେତା ପ୍ରଫେସର ମାଇକେଲ କ୍ରେମର(Nobel Laureate Michael Kremer) ଏବଂ ତାଙ୍କର ୧୨ ଜଣିଆ ଦଳ ୩୦ ଅଗଷ୍ଟ ୨୦୨୫ ରେ କୃଷି ଭବନ ପରିଦର୍ଶନ କରିଛନ୍ତି । ରାଜ୍ୟର ଚାଷୀ ସମାଜ ମଧ୍ୟରେ ପାଣିପାଗ ପୂର୍ବାନୁମାନ ପ୍ରସାରଣ ଏବଂ ଏହାର…

National Lok Adalat: ସେପ୍ଟେମ୍ବର ୧୩ରେ ଜିଲ୍ଲା ସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ହେବ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ସେପ୍ଟେମ୍ବର ୧୩ ତାରିଖ (ଶନିବାର) ଦିନ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସର ଯଥା-ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଚିଲିକା, ଟାଙ୍ଗୀ ଓ ବେଗୁନିଆଠାରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଆଇନ ସେବା…

ଚାକିରି ଦେବା ନାଁରେ ଡାକି ନେଇ ଗାଡ଼ି ଭିତରେ ଗଣଦୁଷ୍କର୍ମ ଅଭିଯୋଗ

ମୟୂରଭଞ୍ଜ:ପୁଣି ରାଜ୍ୟରେ ଲଜ୍ଜ୍ୟା । ଚାକିରି ଦେବା ନାଁରେ ଯୁବତୀଙ୍କୁ ଘରୁ ଡାକି ନେଇ ଗାଡ଼ି ଭିତରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଉଦଳା ଥାନା ଅଞ୍ଚଳରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଯୁବତୀଙ୍କୁ କମ୍ପାନୀରେ ଚାକିରି କରାଇ ଦେବାକୁ କହି ଘରୁ ଡାକିଆଣି ଗଣଦୁଷ୍କର୍ମ…

Gotipua Dance Festival: ଆରମ୍ଭ ହେଲା ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ; ୨୦ ନୃତ୍ୟ ଦଳ…

ଭୁବନେଶ୍ୱର: ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆଜିଠାରୁ ଆରମ୍ଭ ହୋଇଯାଇଛି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ…

Karma Parba:ଖୁବ ଶୀଘ୍ର ଓରାଓଁ ସାଂସ୍କୃତିକ ସମାଜକୁ ମିଳିବ ସ୍ଥାୟୀ ଜମି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଚନ୍ଦ୍ରଶେଖରପୁର ଠାରେ ଓରାଓଁ ସାଂସ୍କୃତିକ ସମାଜ ପକ୍ଷରୁ ଆୟୋଜିତ କରମା ପୂର୍ବ ସନ୍ଧ୍ୟା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେକହିଛନ୍ତି ଯେ, ପରିବେଶୀୟ ସଙ୍କଟ ଯେତେବେଳେ ବିଶ୍ୱକୁ ଆକ୍ରାନ୍ତ କରୁଛି, ସେତେବେଳେ…

Criminals Arrested: ବଡ଼ ଧରଣ ଡ଼କାୟତି ଯୋଜନା ପଣ୍ଡ, ୧୪ ଦୁର୍ଦ୍ଦାନ୍ତ ଅପରାଧି ଗିରଫ

ଜୟପୁର: ଜୟପୁର ଟାଉନଥାନା ପୋଲିସ ପକ୍ଷରୁ ବଡ଼ ଧରଣ ଡ଼କାୟତି ଯୋଜନା ପଣ୍ଡ ହୋଇଛି । ଡକାୟତି ଉଦ୍ୟମ, ଲୁଟ, ଦାଦାବଟି ଆଦାୟ କରୁଥିବା ଅଭିଯୋଗରେ ୪ଟି ମାମଲାରେ ୧୪ଜଣ ଦୁର୍ଦ୍ଦାନ୍ତ ଅପରାଧିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଏନେଇ ଆଜି ଟାଉନ ଥାନାରେ ଅତିରିକ୍ତ ଏସପି ଅମ୍ବିତ…

Supply Department raids: ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ, ୫୩୪ଟି ଅଧିକ ଗ୍ୟାସ ଟାଙ୍କି ଜବତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀ ଏଣ୍ଟରପ୍ରାଇଜେସ ଗ୍ୟାସ ଏଜେନ୍ସି ଉପରେ ଚଢ଼ାଉ କରାଯାଇଛି । ବିଭିନ୍ନ ଅଭିଯୋଗ ଓ ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ଖବରକୁ ଭିତ୍ତିକରି ଖୋର୍ଦ୍ଧା ଯୋଗାଣ ଅଧିକାରୀ ଜ୍ଞାନେନ୍ଦ୍ରୀୟ ମିଶ୍ରଙ୍କ ନେତୃତ୍ୱରେ…