Latest Odisha News

BREAKING NEWS

Browsing Category

ଓଡିଶା

Odisha

East Coast Railway: ଯାତ୍ରୀଙ୍କ ଅତିରିକ୍ତ ଭିଡ଼କୁ ଦେଖି ପୂର୍ବତଟ ରେଳପଥର ଅତିରିକ୍ତ କୋଚ୍ ସଂଯୋଗ ସହ ସ୍ୱତନ୍ତ୍ର…

ଭୁବନେଶ୍ୱର: ବର୍ଦ୍ଧିତ ଚାହିଦା ଏବଂ ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି, ପୂର୍ବତଟ ରେଳପଥ ମୁମ୍ବାଇ, ନୂଆଦିଲ୍ଲୀ, ବେଙ୍ଗାଲୁରୁ ଏବଂ ହାଓଡ଼ା ଅଞ୍ଚଳ ଅଭିମୁଖେ କିଛି ନିୟମିତ ଟ୍ରେନ୍‌ରେ ଅତିରିକ୍ତ କୋଚ୍ ସଂଯୋଗ ଏବଂ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନେଇଛି। ପୂର୍ବତଟ ରେଳପଥ…

Hardik Arrives in Bbsr: ଭୁବନେଶ୍ୱରରେ ପହଞ୍ଚିଲେ ଅଲରାଉଣ୍ଡର ହାର୍ଦ୍ଦିକ

ଭୁବନେଶ୍ୱର:ଆସନ୍ତା ୯ ତାରିଖରେ କଟକ ବାରବାଟୀରେ ଖେଳାଯିବ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍ । ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚିବା ଆରମ୍ଭ ହୋଇଯାଇଛି। ତେବେ ଆଜି ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅଲରାଉଣ୍ଡର…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ; ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର କରିବେ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ନିଜ ଜିଲ୍ଲା କେଉଁଝର ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା' ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ ଯୋଜନା ନେଇ ଯାଉଛନ୍ତି ମୁଖ୍ୟମନ୍ତ୍ରୀ।…

କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି କ୍ୟାବିନେଟ ବୈଠକ । ବୈଠକରେ ୫ଟି ବିଭାଗର ୬ଟି ପ୍ରସ୍ତାବରେ ବାଜିଛି ମୋହର । ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା( MRBY), ମୁଖ୍ୟମନ୍ତ୍ରୀ ବୟନ ଶିଳ୍ପ ବିକାଶ ଯୋଜନା ( MBSBY)କୁ ମିଳିଛି…

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ନୂତନ ଭାବରେ ବିକଶିତ ୧୭ଟି ପାଠ୍ୟପୁସ୍ତକର ସମୀକ୍ଷା ଏବଂ ଅନୁମୋଦନ କରାଯାଇଛି । ବିଭାଗର ଆୟୁକ୍ତ ତଥା ଶାସନ ସଚିବ ଡକ୍ଟର ଏନ୍. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ପାଠ୍ୟକ୍ରମ ଏବଂ…

ଲାଞ୍ଚ ନେବାବେଳେ ଗ୍ରାମ ପଞ୍ଚାୟତ ଏଡିଇଓଙ୍କୁ ମାଡି ବସିଲା ଭିଜିଲାନ୍ସ

ବାରିପଦା: ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ କମ ଡାଟା ଏଣ୍ଟ୍ରି ଅପରେଟର । ମନରେଗା ଯୋଜନାରେ ଏକ ଫାର୍ମ ପୋଖରୀ ୱାର୍କ କୋଡ଼ ପାଇଁ ନେଉଥିଲେ ଲାଞ୍ଚ ନେବାବେଳେ ମୟୁରଭଞ୍ଜ ବଡ଼ସାହି ତଳପଦା ଗ୍ରାମ ପଞ୍ଚାୟତ ଏଡିଇଓ ହେମନ୍ତ କୁମାର ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ ଟିମ୍ । ଜଣେ…

Odisha Politics: ବିଜେଡିକୁ ଶକ୍ତ ଝଟକା; ପଦ୍ମ ଧରିଲେ ପ୍ରଫୁଲ ସାମଲଙ୍କ ୨ ପୁଅ ଓ ଭଉଣୀ

ଭୁବନେଶ୍ବର: ଭଦ୍ରକରେ ଭୁଶୁଡ଼ିଲା ବିଜେଡି । ପଦ୍ମ ଧରିଲେ ବରିଷ୍ଠ ବିଜେଡି ନେତା ପ୍ରଫୁଲ ସାମଲଙ୍କ ୨ ପୁଅ ଓ ଭଉଣୀ । ପ୍ରୟାସକାନ୍ତି ସାମଲ ଓ ପ୍ରଣିତକାନ୍ତି ସାମଲ ପଦ୍ମ ଧରିଛନ୍ତି। ପ୍ରଫୁଲଙ୍କ ଭଉଣୀ ଉର୍ମିଳା ନାୟକ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ବାଜା ବଜାଇ, ବାଣ ଫୁଟାଇ ଶତାଧିକ…

ବିନା ଅନୁମତିରେ ବିଡିଓ ଏବଂ ତହସିଲଦାର ଛୁଟିରେ ରହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ…

ଯାଜପୁର: ଏଣିକି କୌଣସି ବିଡିଓ ଏବଂ ତହସିଲଦାର ଛୁଟି ଦରଖାସ୍ତ ଦାଖଲ ନକରି ବିନା ଅନୁମତିରେ ଅନୁପସ୍ଥିତ ରହିପାରିବେ ନାହିଁ । ଯଦି କେହି ବିନା ଅନୁମତିରେ ଛୁଟିରେ ରୁହନ୍ତି ତେବେ ତାଙ୍କ ବିରୋଧରେ ନିଆିବ କଡା କାର୍ଯ୍ୟାନୁଷ୍ଠାନ ବୋଲି ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର କଡ଼ା ନିର୍ଦ୍ଦେଶ…

India -South africa T20 match: ସାଧାରଣ ଦର୍ଶକ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା ଜାରୀ;…

ଭୁବନେଶ୍ୱର: ଡିସେମ୍ବର ୯ ତାରିଖରେ ହେବାକୁ ଯାଉଛି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉଲ୍ଲାସ । ଏହାକୁ ଲକ୍ଷ୍ୟ କରି କ୍ରୁଟ୍ ପକ୍ଷରୁ ଚଳାଚଳ ହେବ…

Green Energy Hub: ୨୦୩୬ ସୁଦ୍ଧା ରାଜ୍ୟ ହେବ ଗ୍ରୀନ୍‌ ଏନର୍ଜି ହବ୍: ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମ୍ମିଳନୀ-୨୦୨୫(GELS 2025)କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍‍ଘାଟନ କରିଛନ୍ତି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ ଚେନକୁ ଓଡ଼ିଶା ନିଜର ପ୍ରମୁଖ ଉପାଦାନ ଭାବେ ଗ୍ରହଣ କରିଛି…